• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ ; ୨୩ ଜୁଲାଇ ଶୁକ୍ରବାର

Proprietor Abhimanyu Maharana by Proprietor Abhimanyu Maharana
July 23, 2021
in ଓଡ଼ିଶା, ରାଶିଫଳ, ହୋମ୍
0
ଜାଣନ୍ତୁ ଆପଣଙ୍କର ରାଶିଫଳ ; ୧୨ ନଭେମ୍ବର ଗୁରୁବାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଜୁଲାଇ ଶୁକ୍ରବାର ) ପୁରୀ :- ମେଷ : ଆଜି ଆପଣଙ୍କୁ ସାମାଜିକ ଏବଂ ସାର୍ବଜନିକ କ୍ଷେତ୍ରରେ ପ୍ରସିଦ୍ଧି ମିଳିବ। ପରିବାର ଏବଂ ଦାମ୍ପତ୍ୟଜୀବନରେ ସୁଖ-ସନ୍ତୋଷ ଅନୁଭବ କରିବେ। ମୌଜ-ମସ୍ତୀ ଏବଂ ମନୋରଞ୍ଜନରେ ଏବଂ ଭାଗିଦାରୀରେ ଲାଭ ହେବ। ଜୀବନସାଥୀ ସହିତ ଭଲ ମିଳାମିଶା ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ମାନସିକ ରୂପରେ ପ୍ରସନ୍ନତା ରହିବ। ସାହିତ୍ୟ କଳା କ୍ଷେତ୍ରରେ ମଧ୍ୟ ଆପଣ ନିଜର ସୃଜନାତ୍ମକତା ପ୍ରସ୍ତୁତ କରିବେ। ଘରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଦୈନିକ କାର୍ଯ୍ୟଗୁଡ଼ିକରେ କିଛି ଅବରୋଧ ଆସିପାରେ। ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଅଧିକାରୀଗଣଙ୍କ ସହିତ ତାଳମେଳ ବନାଇ ରଖିବେ।

ବୃଷ : ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବାକୁ ଉପଦେଶ। ଆଜି ସନ୍ତାନ ଏବଂ ଜୀବନସାଥୀର ସ୍ଵାସ୍ଥ୍ୟ ସମ୍ବନ୍ଧରେ ଚିନ୍ତା ହୋଇପାରେ। ମଉଜ-ସଉକ ତଥା ମନୋରଞ୍ଜନ ପଛରେ ଖର୍ଚ୍ଚ ହୋଇପାରେ। ବାଦ-ବିବାଦରେ ପଡ଼ନ୍ତୁ ନାହିଁ। ଖାଇବା ପିଇବା ପ୍ରତି ଧ୍ୟାନ ରଖିବେ। ମାତାଙ୍କର ସ୍ଵାସ୍ଥ୍ୟକୁ ନେଇ ଚିନ୍ତା ହୋଇପାରେ। ସ୍ଥାୟୀ ସଂପତ୍ତିର କାଗଜପତ୍ର ଉପରେ ଆଜି ହସ୍ତାକ୍ଷର କରନ୍ତୁ ନାହିଁ ପରେ ଦେଖିଚାହିଁ କରିବେ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆପଣଙ୍କ ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟରେ ସୁଧାର ହେବ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ଅନୁକୂଳ ଅଟେ। ରଚନାତ୍ମକ କ୍ଷମତା ଭଲ ରହିବ।

ମିଥୁନ : ଆଜିର ଦିନରେ ଲାଭ ମିଳିବ। ପାରିବାରିକ ସୁଖ-ଶାନ୍ତି ରହିବ। ଜୀବନସାଥୀ ପଛରେ ଖର୍ଚ୍ଚ ହୋଇପାରେ। ଅବିବାହିତ ଲୋକମାନଙ୍କର ବିବାହର ସମ୍ଭାବନା ଅଛି। ବ୍ୟାପାର ଏବଂ ଚାକିରିରେ ଆୟ ବଢ଼ିବ। ଘରେ ଶୁଭ-ପ୍ରସଙ୍ଗର ଆୟୋଜନ ହେବ। ପ୍ରିୟଜନମାନଙ୍କ ମିଳନ ଆନନ୍ଦଦାୟକ ହେବ। କାର୍ଯ୍ୟରେ ସଫଳତା ମିଳିବାରରୁ ଆପଣଙ୍କ ମନ ପ୍ରସନ୍ନ ରହିବ। ଶତ୍ରୁ ମଧ୍ୟ ଆପଣଙ୍କଠାରୁ ପରାଜିତ ହେବେ। ଘରର ବାତାବରଣ ଭଲ ରହିବ। ପରିଜନମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ୱାସ୍ଥ୍ୟର ଧ୍ୟାନ ରଖିବେ। ନକାରାତ୍ମକ ବିଚାର ଆପଣଙ୍କୁ ଚିନ୍ତାରେ ପକାଇପାରନ୍ତି। ଭାଗ୍ୟବୃଦ୍ଧିର ସଂକେତ ଅଛି।

କର୍କଟ : ସ୍ଵାସ୍ଥ୍ୟ ନରମ ରହିପାରେ। ଛାତୀରେ ଯନ୍ତ୍ରଣା କିମ୍ବା ଅନ୍ୟ କୌଣସି ଅସୁବିଧା ଅନୁଭବ କରିପାରନ୍ତି। ପରିବାରରେ ସଦସ୍ୟମାନଙ୍କ ସହିତ ବାଦ-ବିବାଦ ନ ହେଉ, ଏହାର ଧ୍ୟାନ ରଖିବେ। ଅର୍ଥ ଖର୍ଚ୍ଚ ହେବ। ସମୟରେ ଭୋଜନ ନ ମିଳିବା ଉପରେ କ୍ରୋଧ ଆସିପାରେ। ପରିଜନମାନଙ୍କ ସହିତ ବାତାବରଣ ଚିନ୍ତାପୂର୍ଣ୍ଣ ହୋଇପାରେ। ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକରେ ବିଚାର ଅପେକ୍ଷା କମ ସଫଳତା ମିଳିବ। ମଧ୍ୟାହ୍ନ ପରେ ଆପଣଙ୍କ ସମୟ ଭଲ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ଭାଇ-ଭଉଣୀମାନଙ୍କଠାରୁ ଆପଣଙ୍କୁ ଲାଭ ମିଳିବ। ଚାକିରିରେ ପ୍ରତିଷ୍ଠା ବଢ଼ିବ।

ସିଂହ : ଭାଇ-ବନ୍ଧୁମାନଙ୍କ ସହିତ ସମ୍ବନ୍ଧ ସୌହାର୍ଦପୂର୍ଣ୍ଣ ରହିବ। ନିର୍ଦ୍ଧାରିତ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଛୋଟ ଯାତ୍ରା କରିପାରନ୍ତି। ଭାଗ୍ୟବୃଦ୍ଧି ପାଇଁ ସୁଯୋଗ ଆସିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତ କରି ପାରିବେ। ପ୍ରିୟ ବ୍ୟକ୍ତିଙ୍କର ନିକଟତା ଆପଣଙ୍କୁ ଖୁସି ଦେବ। ଆର୍ଥିକ ଲାଭ ହେବ। ଆପଣ ଆତ୍ମବିଶ୍ଵାସ ପୂର୍ଣ୍ଣ ରହିବ। ପ୍ରତ୍ୟେକ କାର୍ଯ୍ୟ ଦୃଢ ନିର୍ଣ୍ଣୟ ଶକ୍ତିରେ କରିବେ। କ୍ରୋଧର ଭାବନା ଅଧିକ ରହିପାରେ, ମନ ଶାନ୍ତ ରଖିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ଲାଭ ହେବ। ପରିଜନମାନଙ୍କର ସହଯୋଗ ମିଳିବ।

କନ୍ୟା : ନକାରାତ୍ମକ ବିଚାରରେ ମନ ଚିନ୍ତିତ ରହିବ। ପାରିବାରିକ ସଦସ୍ୟମାନଙ୍କ ସହିତ ଭୁଲ ବୁଝାବଣା ହୋଇପାରେ। ଅନାବଶ୍ୟକ ଖର୍ଚ୍ଚ ହୋଇପାରେ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ଅନୁକୂଳ ଅଟେ, ପାଠପଢ଼ାରେ ମନ ଲାଗିବ। ଯାତ୍ରାର ସମ୍ଭାବନା ଅଛି। କିଣାକିଣିରେ ସଫଳତା ମିଳିବ। ଆଜି ଆପଣଙ୍କ ମନ କିଛି ଅଧିକ ଭାବନାଶୀଳ ରହିବ। ଭାବନାର ପ୍ରବାହରେ ବହି ଆପଣ କୌଣସି ଭୁଲ କାର୍ଯ୍ୟ କରନ୍ତୁ ନାହିଁ, ସାବଧାନ ରୁହନ୍ତୁ। ଚର୍ଚ୍ଚା ଏବଂ ବିବାଦରୁ ଦୂରରେ ରୁହନ୍ତୁ। ମଧ୍ୟାହ୍ନ ପରେ ଆପଣଙ୍କ ଭିତରେ ଆତ୍ମବିଶ୍ଵାସ ବଢିଲା ପରି ନଜର ଆସିବ। ସମାଜରେ ପ୍ରତିଷ୍ଠା ବଢ଼ିବ।

ତୁଳା : ବର୍ତ୍ତମାନ ସମୟରେ ଆପଣ ଭଲ ଭାବରେ ଆର୍ଥିକ ଯୋଜନା ସମ୍ପୂର୍ଣ୍ଣ କରି ପାରିବେ। ଆପଣଙ୍କ କଳାତ୍ମକ ଏବଂ ସୃଜନାତ୍ମକ ଶକ୍ତି ଶ୍ରେଷ୍ଠତମ ରହିବ। ଶାରୀରିକ ଏବଂ ମାନସିକ ରୂପରେ ଫୂର୍ତ୍ତି ରହିବ। ଦୃଢ଼ ବିଚାର ଏବଂ ଆତ୍ମବିଶ୍ଵାସରେ କାର୍ଯ୍ୟ ସମ୍ପୂର୍ଣ୍ଣ କରି ପାରିବେ। ଭାଗିଦାରୀ ସହିତ ମେଳ-ମିଳାପ ରହିବ। ମିତ୍ରମାନଙ୍କଠାରୁ ଲାଭ ମିଳିବାର ଯୋଗ ଅଛି। ବ୍ୟାପାର କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସନ୍ତାନମାନଙ୍କ ସହିତ ସମ୍ବନ୍ଧ ସୁମଧୁର ରହିବ। ମଧ୍ୟାହ୍ନ ପରେ ମାନସିକ ଏବଂ ଶାରୀରିକ ସ୍ଵାସ୍ଥ୍ୟ ଖରାପ ହୋଇପାରେ, ଧ୍ୟାନ ରଖିବେ। ଉଗ୍ର ଚର୍ଚ୍ଚା-ବିବାଦରୁ ଦୂରରେ ରୁହନ୍ତୁ।

ବିଚ୍ଛା : ମିତ୍ରମାନଙ୍କ ତରଫରୁ ଶୁଭ ସମାଚାର ମିଳିବାର ସମ୍ଭାବନା ଅଛି, ଲାଭ ହେବ। ଆମୋଦ-ପ୍ରମୋଦରେ ଅର୍ଥ ଖର୍ଚ୍ଚ ହୋଇପାରେ। ଦାମ୍ପତ୍ୟଜୀବନ ଭଲ ରହିବ। କୋର୍ଟ-କଚେରୀ ମାମଲାରେ ସମ୍ଭାଳିକରି କାର୍ଯ୍ୟ କରିବାକୁ ଉଚିତ ରହିବ। ଅଫିସ୍ ରେ ମହିଳାବର୍ଗଙ୍କଠାରୁ ଲାଭ ମିଳିବ। ଦୃଢ଼ ମନୋବଳ ଏବଂ ଆତ୍ମବିଶ୍ଵାସରେ ଆପଣ ପ୍ରତ୍ୟେକ କାର୍ଯ୍ୟ ଆଜି ସରଳତା ପୂର୍ବକ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ ଏବଂ ବ୍ୟାପାର କ୍ଷେତ୍ରରେ ମଧ୍ୟ ଆପଣଙ୍କ ବୁଦ୍ଧି ପ୍ରତିଭାକୁ ପ୍ରଶଂସିତ କରାଯିବ। ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଆର୍ଥିକ ଲାଭ ହେବାର ଯୋଗଅଛି।

ଧନୁ : ପ୍ରେମର ସୁଖଦ ଅନୁଭବ ହେବ। ସୌଭାଗ୍ୟ ପ୍ରାପ୍ତ କରିବେ। ଆର୍ଥିକ ଏବଂ ସାମାଜିକ ଦୃଷ୍ଟିରେ ଆଜି ଲାଭର ଦିନ। ଗୃହସ୍ଥ ଜୀବନରେ ଆନନ୍ଦ ଭରି ରହିବ। ମହିଳା ମିତ୍ରମାନଙ୍କଠାରୁ ଲାଭ ତଥା ତାଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଆୟର ସାଧନରେ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟ ହେବ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଂଗରେ ଉପସ୍ଥିତ ରହିବେ। ଆପଣଙ୍କ ବ୍ୟବହାର ମଧ୍ୟ ଆଜି କିଛି ନ୍ୟାୟପ୍ରିୟ ରହିବ। ହାନିକାରକ କାର୍ଯ୍ୟରୁ ଦୂରରେ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। କିନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ଦିନ ବହୁତ ଭଲ ଏବଂ ସଫଳତା ଭରା ରହିବ। ଆପଣଙ୍କ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ।

ମକର : ବ୍ୟବସାୟ କ୍ଷେତ୍ରରେ ଧନ, ମାନ ଏବଂ ପ୍ରତିଷ୍ଠାରେ ବୃଦ୍ଧି ହେବ। ଚାକିରିରେ ମଧ୍ୟ ଆପଣଙ୍କ ପରିଶ୍ରମ ଯୋଗୁ ସଫଳତା ମିଳିବ। ଘର, ପରିବାର ଏବଂ ସନ୍ତାନ ମାମଲାରେ ଆନନ୍ଦ ଅନୁଭବ କରିବେ। ବ୍ୟବସାୟ କାର୍ଯ୍ୟ ସମ୍ବନ୍ଧରେ ବ୍ୟସ୍ତତା ବଢ଼ିବ। ଚାକିରିରେ ପ୍ରମୋଶନ ହେବ। କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ଆଜିର ଦିନ ସମ୍ଭାଳିକରି ଚାଲନ୍ତୁ। ସ୍ଵାସ୍ଥ୍ୟ ବିଷୟରେ ଦାୟିତ୍ୱହୀନ ହୁଅନ୍ତୁ ନାହିଁ ଏବଂ ନିଷେଧାତ୍ମକ ବିଚାରକୁ ନିଜ ଉପରେ ପ୍ରଭାବୀ ହେବାପାଇଁ ଦିଅନ୍ତୁ ନାହିଁ। ଆକସ୍ମିକ ବ୍ୟୟ ପାଇଁ ମାନସିକ ରୂପରେ ପ୍ରସ୍ତୁତ ରୁହନ୍ତୁ। ଧାର୍ମିକ ସ୍ଥାନର ଯାତ୍ରା କରିପାରନ୍ତି।

କୁମ୍ଭ : କାମ କରିବାରେ ଉତ୍ସାହର ଅଭାବ ହୋଇପାରେ। ଅଫିସ୍ ରେ ପଦାଧିକାରିମାନଙ୍କଠାରୁ ଦୂରତା ରଖନ୍ତୁ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ତର୍କରେ ଆସିବା ଆଜି ଉଚିତ ନୁହେଁ। ମଉଜ-ସଉକ ପଛରେ ବିଶେଷ ଧନ ଖର୍ଚ୍ଚ ହୋଇପାରେ। ଯାତ୍ରାର ଯୋଗ ଅଛି। ଆର୍ଥିକ ଯୋଜନା କରି ପାରିବେ। ଶାରୀରିକ ଏବଂ ମାନସିକ ରୂପରେ ସୁସ୍ଥତା ଅନୁଭବ କରିବେ। ପ୍ରିୟଜନମାନଙ୍କଠାରୁ ସୁଖ ଏବଂ ଆନନ୍ଦ ମିଳିବ। ଆଜି କରାଯାଇଥିବା କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାର ଯୋଗ ଅଛି। ସାମାଜିକ ଦୃଷ୍ଟିରୁ ଅପମାନିତ ନହେବାପାଇଁ ଧ୍ୟାନ ରଖିବେ।

ମୀନ : ଆକସ୍ମିକ ଧନ ଲାଭର ଯୋଗ ଅଛି। ବ୍ୟାପାରୀବର୍ଗଙ୍କୁ ରୋକିଯାଇଥିବା ଅର୍ଥ ମିଳିବ। ଆଜି ଆପଣଙ୍କୁ ଶାରୀରିକ ଏବଂ ମାନସିକ ରୂପରେ ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟ ମାମଲାରେ ଧ୍ୟାନ ରଖିବାକୁ ଉପଦେଶ। ମନ ନିୟନ୍ତ୍ରିତ ରଖିବେ। ଆପଣଙ୍କ କାର୍ଯ୍ୟରେ ବିଘ୍ନ ଉପସ୍ଥିତ ହେବାରୁ କାର୍ଯ୍ୟପୂର୍ତ୍ତି ହେବାରେ ବିଳମ୍ବ ହୋଇପାରେ। ସହକର୍ମିମାନଙ୍କ ସହଯୋଗରେ ବାଧା ଆସିବ। ଦାମ୍ପତ୍ୟଜୀବନରେ ଅଶାନ୍ତିର ବାତାବରଣ ଲମ୍ବା ସମୟ ପର୍ଯ୍ୟନ୍ତ ନ ରହୁ ଏହାର ଧ୍ୟାନ ରଖିବେ। ବ୍ୟାପାରରେ ପାର୍ଟନର ସହିତ ସମ୍ଭାଳି କରି ରୁହନ୍ତୁ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version