• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବର୍ଷାଦିନେ ଭୁବନେଶ୍ୱର ରାସ୍ତାରେ ଡଙ୍ଗା ପକାଇବାକୁ ବିଧାୟକ ସୁରେଶ କୁମାର ରାଉତରାୟ ଦେଲେ ପ୍ରସ୍ତାବ : ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗା ଚଲାଇଲେ ସୁରେଶ କୁମାର ରାଉତରାୟ

Proprietor Abhimanyu Maharana by Proprietor Abhimanyu Maharana
July 23, 2021
in ଓଡ଼ିଶା, ମହାନଗର, ହୋମ୍
0
ବର୍ଷାଦିନେ ଭୁବନେଶ୍ୱର ରାସ୍ତାରେ ଡଙ୍ଗା ପକାଇବାକୁ ବିଧାୟକ ସୁରେଶ କୁମାର ରାଉତରାୟ ଦେଲେ ପ୍ରସ୍ତାବ : ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗା ଚଲାଇଲେ ସୁରେଶ କୁମାର ରାଉତରାୟ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୩ ଜୁଲାଇ ଶୁକ୍ରବାର ) ଭୁବନେଶ୍ୱର : – ଆଜି ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ, ପ୍ରଦେଶ ଛାତ୍ର କଂଗ୍ରେସ ଓ ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ପକ୍ଷରୁ ବର୍ଷା ଦିନରେ ଭୁବନେଶ୍ୱର ଦୟନୀୟ ପରିସ୍ଥିତି ପ୍ରସଙ୍ଗରେ ମାଷ୍ଟର କ୍ୟାଂଟିନ ଛକରେ ଡଙ୍ଗ ଚଲାଯାଇଥିଲା । ମୁଖ୍ୟତଃ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଏକ ବଡ଼ ଡଙ୍ଗାକୁ ମାଷ୍ଟର କ୍ୟାଂଟିନ ଛକରେ ରଖି ସେହି ଡଙ୍ଗା ଉପରେ ରହି ବର୍ଷାଦିନେ ଭୁବନେଶ୍ୱରର ବିଭିନ୍ନ ଅଂଚଳର ଦୁରାବସ୍ଥା ସମ୍ପର୍କରେ ବର୍ଣ୍ଣନା କରିବା ସହ ଯାତାୟତ ପାଇଁ ରାଜ୍ୟ ସରକାର ଭୁବନେଶ୍ୱରରେ ଏକ “ମୋ ଡଙ୍ଗା ଯୋଜନା” କରନ୍ତୁ ବୋଲି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରସ୍ତାବ ଦେଇଥିଲେ ।

ଶ୍ରୀ ରାଉତରାୟ କହିଲେ ଯେ ନବୀନ ସରକାରର ୨୧ ବର୍ଷରେ ଭୁବନେଶ୍ୱର ରାସ୍ତାଘାଟ ଅତି ଶୋଚନୀୟ ହୋଇପଡ଼ିଛି । ମାଲକାନଗିରିର ରାସ୍ତା ଠାରୁ ଭୁବନେଶ୍ୱରର ରାସ୍ତା ଖରାପ । ବିଭିନ୍ନ ଯୋଜନାରେ ଭୁବନେଶ୍ୱରର ଗଳି ରାସ୍ତା ଏବଂ ମୁଖ୍ୟ ରାସ୍ତା ସଜାଡ଼ିବା ପାଇଁ କୋଟି କୋଟି ଅର୍ଥ ବ୍ୟୟ ହୋଇଥିଲେ ବି ବିଜେଡ଼ି ସରକାରର ବାଟବାରଣା ନୀତି ପାଇଁ ରାସ୍ତା ଘାଟ ଅବସ୍ଥାର ପରିବର୍ତନ ହେଉନାହିଁ । ମୁଖ୍ୟତଃ ବେଙ୍ଗ ମୁତିଲେ ଭୁବନେଶ୍ୱରରେ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି । ଜଳନିଷ୍କାସନର ବ୍ୟବସ୍ଥା ନାହିଁ । ପ୍ରାକୃତିକ ଜଳାଧାର ସବୁ ବନ୍ଦ କରି ଅଟ୍ଟାଳିକା ହେବାଦ୍ୱାରା ରାସ୍ତାଘାଟରେ ପାଣି ଜମି ରହୁଛି । ପ୍ରତିବର୍ଷ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ମାତ୍ର ସରକାର ସ୍ଥାୟୀ ପ୍ରତିକାର କରୁନାହାଁନ୍ତି । ଲୋକଙ୍କ ଘରେ ମଧ୍ୟ ପାଣିପସୁଛି ।

ବିଶେଷ କରି ଇସ୍କନ ମନ୍ଦିର ପାଖ, ନୂଆପଲ୍ଲି, ବମିଖାଲ, ଜନପଥ, ବାପୁଜୀ ନଗର, ଏରୋଡ୍ରମ ଏରିଆ, ବିଜେପି ନଗର, ଡୁମୁଡୁମା ପ୍ରଭୃତି ଅଂଚଳରେ ବର୍ଷାଜନିତ ପରିସ୍ଥିତି ଅତି ଦୟନୀୟ । ଲୋକେ ଘରୁ ପଦାକୁ ବାହାରିପାରୁ ନାହାଁନ୍ତି । ଏବଂ ପଦାରୁ ଘରକୁ ଆସି ପାରୁନାହାଁନ୍ତି । ଏଣୁ ଯିବାଆସିବା ପାଇଁ ସରକାର ସମୁଦାୟ ୬୭ଟି ୱାର୍ଡ ନିମନ୍ତେ ଡଙ୍ଗା ବ୍ୟବସ୍ଥା କରନ୍ତୁ ବୋଲି ଜଟଣୀ ବିଧାୟକ ଶ୍ରୀ ରାଉତରାୟ ପ୍ରସ୍ତାବ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ଶିବାନନ୍ଦ ରାୟ, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ, ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶ, ସୁବ୍ରତ ମହାପାତ୍ର, ଲିଙ୍ଗରାଜ ସାହୁ, ଆତ୍ମାରାମ ପତି, ସଂକୁନା କହଁର, ଜୟକୃଷ୍ଣ ମଲ୍ଲିଆ, କୁନା ମୁଦୁଲି, ଜୟକୃଷ୍ଣ ସୁବୁଦ୍ଧି, ମୋହନ ଜେନା, ମିହିର ଆଚାର୍ଯ୍ୟ, ସ୍ୱାଗତ କର, ରଞ୍ଜିତ ପାତ୍ର, ଅଶୋକ ଦାସ, ସୌମେନ୍ଦ୍ର ମହାନ୍ତି, ଶ୍ରୀଧର ବଳିଆରସିଂ, ବ୍ରହ୍ମାନନ୍ଦ ସାହୁ, ଅନୱର ଖାନ, କୁସୁମ ପ୍ରଧାନ, ସାଗର ପଟ୍ଟନାୟକ, କାର୍ତିକ କାଣ୍ଡି ଏହମ୍ମଦ ଖାନ, ରଣଜିତ ସେନାପତି, ଅବିିନାଶ ନନ୍ଦ, ନିଳମଣି ମିଶ୍ର, ଏମଡି ଶାହାଦୁଲ୍ଲା, କୁଳମଣି ସାହୁ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026
ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

June 12, 2026
 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

 ବରଗଡ଼ ଜିଲ୍ଲା ର ଶିବ ପ୍ରସାଦ ସାହୁ ଙ୍କୁ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ ସ୍ମୃତି ସମ୍ମାନ 

June 12, 2026
ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

ଦେଶର ୭୦ କୋଟି ଯୁବକଙ୍କୁ ସମ୍ପତ୍ତି ବୋଲି କହିବା ସହ ଜନସାଂଖ୍ୟିକ ଲାଭାଂଶକୁ ବିକାଶ ଲାଭାଂଶରେ ରୂପାନ୍ତରିତ କରିବାକୁ ରାଜ୍ୟଗୁଡ଼ିକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

  ହାଇ-ଟେକ୍ ମେଡିକାଲ୍ କଲେଜ କକ୍ଲିୟର ଇମ୍ପ୍ଲାଣ୍ଟ କାର୍ଯ୍ୟକ୍ରମ

June 12, 2026
ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

ଦଳ ଡିଆଁ ଗଣତନ୍ତ୍ର ପାଇଁ ବିପଦ  !

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version