• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାନ ରେଜିଷ୍ଟ୍ରେସନ ଅବଧିକୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଉ – ପ୍ରଦୀପ ପୁରୋହିତ

Proprietor Abhimanyu Maharana by Proprietor Abhimanyu Maharana
July 24, 2021
in ଓଡ଼ିଶା, ବରଗଡ଼, ହୋମ୍
0
ଧାନ ରେଜିଷ୍ଟ୍ରେସନ ଅବଧିକୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଉ – ପ୍ରଦୀପ ପୁରୋହିତ
Share on FacebookShare on TwitterWhatsapp

ଧାନ ରେଜିଷ୍ଟ୍ରେସନ ଅବଧିକୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଉ- ପ୍ରଦୀପ ପୁରୋହିତ ରାଜ୍ୟ ରେ ଚାଲିଥିବା ସାର କଳାବଜାର କୁ ତୁରନ୍ତ ବନ୍ଦ କରାଯାଉ । ରାଜ୍ୟ ର କଲାବଜାରୀ ବେପାରୀ ଙ୍କ ବିରୋଧ ଫୈଜଦାରୀ ମୋକଦ୍ଦମା ରୁଜ୍ଜୁ କରାଯାଉ ।

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁଲାଇ ଶନିବାର) ଭୁବନେଶ୍ୱର – ଖରିଫ ଋତୁରେ ଧାନ ବିକ୍ରି ପାଇଁ ଚଳିତ ବର୍ଷ ମାସ ୧୫ ତାରିଖ ରୁ ଚାଷୀ ମାନେ ପଞ୍ଜିକୃତ କରିବାର କାର୍ଯ୍ୟ ରାଜ୍ୟ ର ସେବା ସମବାୟ ମାନଙ୍କ ଜରିଆରେ ଆରମ୍ଭ ହୋଇଛି । ସେବା ସମବାୟ ସମିତି ସୋସାଇଟି ଗୁଡିକରେ ଏବେ ଚାଷୀଙ୍କୁ ରଣ ପ୍ରଦାନ,ଫସଲ ବୀମା ପ୍ରିମିୟ ଟଙ୍କା ଜମା ଆଦି କାର୍ଯ୍ଯ ମଧ୍ଯ ଚାଳିଛି । ଅଧିକାଂଶ ସୋସାଇଟିରେ କର୍ମଚାରୀଙ୍କ ଘୋର ଅଭାବ ଅଛି । ଗୋଟିଏ ମାସ ଭିତରେ ଯେତେ ଚାଷୀ ଧାନ ବିକ୍ରୀ ପାଇଁ ପଞ୍ଜୀକୃତ କରିବା ପାଇଁ ଚାହିଁବେ ସମସ୍ତ ଚାଷୀ ପଞ୍ଜୀକୃତ କରିପାରିବା ଭଲି ସମ୍ଭାବନା ଦେଖାଯାଉ ନାହିଁ ।

ତେଣୁ ଧାନ ବିକ୍ରୀ ପାଇଁ ଚାଷୀଙ୍କ ପଞ୍ଜୀକୃତ ଅବଧିକୁ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବା ପାଇଁ ସମବାୟ ବିଭାଗର ପ୍ରମୁଖ ଶାସନ ସଚିବ ପାଖରେ ଦାବୀ କରିଛନ୍ତି କୃଷକ ମୋର୍ଚ୍ଚା ରାଜ୍ଯ ସଭାପତି ଶ୍ରୀ ପ୍ରଦୀପ ପୁରୋହିତ । ସେହି ପରି ସାର କଳାବଜାର କୁ ନେଇ ଶ୍ରୀ ପୁରୋହିତ ଚିନ୍ତା ପ୍ରକଟ କରିଛନ୍ତି । ଚାଷୀ କାର୍ଯ୍ଯ ଆରମ୍ଭ ହେବା କ୍ଷଣି ରାଜ୍ଯରେ ସାରର କଳାବଜାର ଆରମ୍ଭ ହୋଇଗଲାଣି । ସାରା ରାଜ୍ୟରେ ସାର କଳାବଜାର ବେପାରୀ ମାନେ ପୁଣି ଥରେ ସକ୍ରିୟ ହୋଇ ଉଠିଲେଣି । ୟୁରିଆ ସାର ସରକାରୀ ଦର ୨୨୬ଟଙ୍କା ୫୦ ପଇସା ଥିବା ବେଳେ ଏବେ ରାଜ୍ଯର ବିଭିନ୍ନ ଖୋଲା ବଜାରରେ କଳାବଜାରୀ ମାନେ ୪ ଶହ ଟଙ୍କାରେ ବିକ୍ରି କରିବା ଆରମ୍ଭ କରିଛନ୍ତି ।

ସେହିପରି ଡିଏପି ସାର ୧୨ ଶହ ଟଙ୍କା ସରକାରୀ ଦରରୁ ୧୬ ଶହ ଟଙ୍କା,ପଟାସ ୯୭୫ ଟଙ୍କାରୁ ୧୧ ଟଙ୍କାରେ କଳାବଜାର ରେ ବିକ୍ରି ଚାଲିଛି ।  ରାଜ୍ଯରେ ଚାଳିଥିବା ସାରର କଳାବଜାରକୁ ତୁରନ୍ତ ବନ୍ଦ କରିବା ପାଇଁ ଦୃଢ ପଦକ୍ଷେପ ନିଆଯାଉ ଏବଂ ରାଜ୍ଯର ସମସ୍ତ କଳାବଜାରୀ ବେପାରୀଙ୍କ ବିରୋଧରେ ଫୌଜଦାରୀ ମକୋଦ୍ଦମା ରୁଜୁ କରାଯାଉ ବୋଲି ଶ୍ରୀ ପୁରୋହିତ ଦାବୀ କରିଛନ୍ତି । ସମବାୟ ବିଭାଗ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ଓ କୃଷ ବିଭାଗ ଶାସନ ସଚିବ ଶ୍ରୀ ସୁରେଶ ବଶିଷ୍ଟଙ୍କୁ ଏକ ଦାବୀପତ୍ର ପ୍ରଦାନ କରିଛନ୍ତି । ( ନିରୋଜ କୁମାର ପାଣି )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version