• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ହାଇଦରର ମୃତ୍ୟୁ ଘଟିଛି  

Proprietor Abhimanyu Maharana by Proprietor Abhimanyu Maharana
July 24, 2021
in ଅପରାଧ, ଓଡ଼ିଶା, କଟକ, କେନ୍ଦ୍ରାପଡା, ବାଲେଶ୍ଵର, ହୋମ୍
0
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ହାଇଦରର ମୃତ୍ୟୁ ଘଟିଛି  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁଲାଇ ଶନିବାର) ବାଲେଶ୍ୱର /କେନ୍ଦ୍ରାପଡ଼ା :- ବାଲେଶ୍ୱରର ଏକ ହସ୍ପିଟାଲରେ ହାଇଦର ଆଖି ବୁଜି ଦେଇଥିବା ସୂଚନା ମିଳିଛି । ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ହାଇଦରର ମୃତ୍ୟୁ ଘଟିଛି । ପୋଲିସର ସୂଚନା ମୁତାବକ, ଶନିବାର ହାଇଦରକୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌ ନିଆଯାଉଥିଲା । ତା’ ସହିତ ଜଣେ ଇନ୍ସପେକ୍ଟର, ଜଣେ ସବ୍‌ଇନ୍ସପେକ୍ଟର ଓ ଏକ ସେକ୍ସନ ଫୋର୍ସ ଥିଲେ। ରାସ୍ତାରେ ପରିସ୍ରା ଯିବ କହି ହାଇଦର ଖସି ଯିବାକୁ ଚେଷ୍ଟା କରିଥିଲା । ଏହି ସମୟରେ ପୋଲିସ ତାକୁ ଅଟକାଇବାକୁ ବାଧ୍ୟ ହୋଇ ଗୁଳି ଚଳାଇଥିଲା । କଟକ ଡିସିପି ପ୍ରତୀକ ସିଂହଙ୍କ ସୂଚନା ଅନୁସାରେ ହାଇଦରର ପେଟରେ ଗୁଳି ବାଜିଥିଲା । ତାକୁ ବାଲେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

କେନ୍ଦ୍ରାପଡ଼ାର ଗ୍ୟାଙ୍ଗଷ୍ଟର ମାଲିକ୍ ସୁଲେମାନ୍‌ର ଭାଇ ସେକ୍ ଚୁନା ହତ୍ୟାକାଣ୍ଡ ଓ କେନ୍ଦୁଝରର ଖଣି ବ୍ୟବସାୟୀ ରଶ୍ମିରଞ୍ଜନ ମହାପାତ୍ରଙ୍କ ଅପହରଣ ପରେ ହତ୍ୟା କରିଥିବା ଘଟଣାରେ ହାଇଦର ଭୁବନେଶ୍ୱର କୋର୍ଟଙ୍କ ଦ୍ୱାରା ଦୋଷୀ ପ୍ରମାଣିତ ହୋଇଥିଲା । ଦୋଷୀ ସାବ୍ୟସ୍ତ ହେବାପରେ ହାଇଦରକୁ ଆଜୀବନ ଜେଲ ଦଣ୍ଡ ମିଳିଥିଲା । ତାକୁ ପ୍ରଥମେ ସେ ବାରିମୂଳ ସବ୍‌ଜେଲ୍‌ରେ ରଖାଯାଇଥିଲା । ପରେ ହାଇଦରକୁ ସମ୍ବଲପୁର ଜେଲ୍ ସ୍ଥାନାନ୍ତର କରାଯାଇଥିଲା । କିଛି ଦିନ ତଳେ ଅସୁସ୍ଥତା କାରଣରୁ ହାଇଦରକୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏପ୍ରିଲ ୧୦ରେ ସେ ସେଠାରୁ ଖସି ପଳାଇଥିଲା । ଏପ୍ରିଲ ୬ରେ ତେଲାଙ୍ଗାନାରୁ ତାକୁ ଧରାଯାଇଥିଲା ।(ଦୀପ୍ତିମାନ ପତି, ବାଲେଶ୍ୱର)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

ବାଲିଗୁଡା ରେ ବିଜୁବାବୁ ଙ୍କ ୧୧୦ ତମ ଜୟନ୍ତୀ ପାଳିତ : ଜନସାଧାରଣ ଙ୍କ ହକ ପାଇଁ ବିଜେଡି ସଦାସର୍ବଦା ଲଢେ଼ଇ ଜାରି ରଖିବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ : କୋଠା ଦେଖୀ ଭିଜିଲାନ୍ସ ଅଧୀକାରୀ ବି ଆଶ୍ଚର୍ଯ୍ୟ

March 8, 2026
ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

ବାଲିଗୁଡା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ : ପ୍ରାର୍ଥତ୍ପତ୍ର ଦାଖଲ ଆରମ୍ଭ – ନିର୍ବାଚନ ଅଧିକାରୀ ଭାବେ ସୁବ୍ରତ ପ୍ରଧାନ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version