• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମରଣଯନ୍ତା ପାଲଟିଛି ଭୁବନେଶ୍ୱର ରୁ ଭାନପୁର ରାସ୍ତା : ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଦୀପା ବାରିକ

Proprietor Abhimanyu Maharana by Proprietor Abhimanyu Maharana
July 24, 2021
in ଓଡ଼ିଶା, ବରଗଡ଼, ହୋମ୍
0
ମରଣଯନ୍ତା ପାଲଟିଛି ଭୁବନେଶ୍ୱର ରୁ ଭାନପୁର ରାସ୍ତା : ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଦୀପା ବାରିକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ଜୁଲାଇ ଶନିବାର) ପଦ୍ମପୁର :- ଗ୍ରାମାଞ୍ଚଳରେ ରାସ୍ତା ଗୁଡିକର ଉନ୍ନତିକରଣ ପାଇଁ ରାଜ୍ୟ ସରକାର ବିଭିନ୍ନ ବିଭାଗ କୁ ନିର୍ଦେଶ ଦେଉଥିବା ସତ୍ତ୍ୱେ ଏବେମଧ୍ୟ ଉପାନ୍ତ ଅଞ୍ଚଳର ରାସ୍ତା ଗୁଡ଼ିକ ଉପରେ କୌଣସି ପ୍ରଶାସନିକ ଅଧିକାରୀ ମାନଙ୍କ ନଜର ପଡୁନଥିବା ଘଟଣା ଦେଖିବାକୁ ମିଳୁଛି । ଏଭଳି ଅନେକ ସମସ୍ୟାକୁ ଲୋକଲୋଚନକୁ ଆଣି ତାହାର ସମାଧାନ କରି ସମସ୍ତଙ୍କ ପ୍ରିୟଭାଜନ ହୋଇପାରିଛନ୍ତି ପାଇକମାଲ ଅଞ୍ଚଳର ସାମାଜିକ କର୍ମୀ ସୁଶ୍ରୀ ଦୀପା ବାରିକ । ସୂଚନା ଅନୁଯାୟୀ ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ଭୁନେଶ୍ଵରପୁର ଗ୍ରାମରୁ ନୂଆପଡ଼ା ଜିଲ୍ଲାକୁ ସଂଯୋଗ କରୁଥିବା ଏକମାତ୍ର ରାସ୍ତା ଅତ୍ୟନ୍ତ କଦର୍ଯ୍ୟ ହୋଇ ପଡ଼ିଛି । ରାସ୍ତାରେ ଥିବା ଗେଟି ଓ ମେଟାଲ ସବୁ ବାହାରି ପଡ଼ି ଅନେକ ଦୁର୍ଘଟଣା ଘଟାଉଥିବାର ଅନୁମାନ କରାଯାଏ ।

ଏହି ରାସ୍ତା ଦେଇ ବରଗଡ଼ ଜିଲ୍ଲାରୁ ନୂଆପଡ଼ା ଏବଂ ଖରିଆରରୋଡ଼କୁ ହଜାର ହଜାର ଲୋକ ଯାତାୟାତ କରନ୍ତି। କିନ୍ତୁ ଦୁଃଖ ଏବଂ ବିଡ଼ମ୍ବନାର ବିଷୟ ଏହିକି ଯେ ଦୀର୍ଘବର୍ଷ ହେବ ଏହି ରାସ୍ତା ଉପରେ କୋୖଣସି ପ୍ରାଶାସନିକ ଅଧିକାରୀଙ୍କ ନଜର ପଡ଼ୁନାହିଁ । ଭୁନେଶ୍ଵରପୁରରୁ କିଛିବାଟ ଗଲାପରେ କିଛି ରାସ୍ତା କଂକ୍ରିଟିକରଣ କରାଯାଇଛି । ତାହାପରେ ରାନୀଦରହା ପର୍ଯ୍ୟନ୍ତ ସଂପୂର୍ଣ୍ଣ ଭାବେ କଚ୍ଚା ସଡ଼କ ଅଛି। ଯାହାକି ବର୍ଷା ଋତୁରେ ଅତ୍ୟନ୍ତ କଦର୍ଯ୍ୟ ହୋଇଥାଏ ବୋଲିି ସ୍ଥାନୀୟ ଲୋକେ କହିଛନ୍ତି ।

ଏହି ରାସ୍ତା ବୋଧହୁଏ ଗ୍ରାମ୍ୟ ଉନ୍ନୟନ ବିଭାଗ, ଜଙ୍ଗଲ ବିଭାଗ କିମ୍ୱା ପୂର୍ତ୍ତ ବିଭାଗ ତରଫରୁ ନିର୍ମାଣ ହେବା କଥା । ତୁରନ୍ତ ଏହି ରାସ୍ତା ମରାମତି ନିମନ୍ତେ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ପାଇକମାଲ ବ୍ଲକର ସାମାଜିକ କର୍ମୀ ଦୀପା ବାରିକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଛନ୍ତି । ଏହି ଅନୁରୋଧ ରକ୍ଷା କରି ରାସ୍ତାର ମରାମତି କଲେ ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାର ହଜାର ହଜାର ଲୋକେ ଉପକୃତ ହୁଅନ୍ତେ ବୋଲିି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି । (ରିପୋର୍ଟ – ନିରୋଜ କୁମାର ପାଣୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
କନ୍ଧମାଳ ଜିଲ୍ଲା ସାମ୍ବାଦିକ ସମନ୍ୱୟ ସମିତି ର ସମାବେଶ : ଏକତା ଓ ସାମ୍ବାଦିକଙ୍କ ସୁରକ୍ଷା ଉପରେ ଗୁରୁତ୍ଵାରୋପ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

ଭାରତରେ ନୂତନ ବିଏମଡବ୍ଲୁ ୭ ସିରିଜ୍ ରେଞ୍ଜ ଶୁଭାରମ୍ଭ ହୋଇଛି

September 24, 2026
କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

କନ୍ଧମାଳ ମାଟିରେ ସାରସ୍ୱତ ଝଙ୍କାର : ଫୁଲବାଣୀରେ ‘ମେଘ ଉତ୍ସବ’ ରେ ଜନଜାତି ଭାଷା ଓ ସଂସ୍କୃତିର ମହାମନ୍ଥନ

September 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version