• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ଗାଁ ବନାଞ୍ଚଳ ତରଫରୁ ଗାଁ କୁ ଗାଁ ବୁଲି ଚାରା ବଣ୍ଟନ କଲେ- ଅମ୍ରିତ୍ କୁମାର ସାହୁ –

Proprietor Abhimanyu Maharana by Proprietor Abhimanyu Maharana
July 25, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଓଡ଼ଗାଁ  ବନାଞ୍ଚଳ ତରଫରୁ ଗାଁ କୁ ଗାଁ ବୁଲି ଚାରା ବଣ୍ଟନ କଲେ- ଅମ୍ରିତ୍ କୁମାର ସାହୁ –
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଜୁଲାଇ, ରବିବାର) ଓଡ଼ଗାଁ :- ସ୍ଥାନୀୟ ଜନସାଧାରଣ ଙ୍କ ଆଗ୍ରହ ଓ ଆବଶ୍ୟକତାକୁ ନେଇ ଆଜି ଓଡ଼ଗାଁ ବନାଞ୍ଚଳ ତରଫରୁ ବାହାଡ଼ା ଝୋଲା ରିଜର୍ଭ ଜଙ୍ଗଲ ପାଖ ଗାଆଁ ଗୁଡିକରେ ବନାଞ୍ଚଳ ଅଧିକାରୀ ଅମ୍ରିତ୍ କୁମାର ସାହୁ ଓ ବନପାଳ ସରିତା ବରାଳ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ବିଭାଗୀୟ ଗାଡ଼ି ସହାୟତାରେ ନିମ, ପେସ୍ତା,କାଜୁ,ଗଙ୍ଗଶିଉଳି,ତେକ୍ମା ଓ ବେଲ ଇତ୍ୟାଦି ସାତ ଶହ ରୁ ଉର୍ଦ୍ଧ୍ବ ଚାରା ବଣ୍ଟନ କରା ଯାଇଥିଲା । ସାମାଜିକ ତଥା ପରିବେଶ କର୍ମୀ ସୁକାନ୍ତ ଚୌଧୁରୀ ଉପସ୍ଥିତ ରହି ଲୋକ ମାନଙ୍କୁ ଗଛ ଲଗାଇବାର ଆବଶ୍ୟକତା ଓ ପରିବେଶ ର ଯତ୍ନ ସମ୍ବନ୍ଧେ ବକ୍ତବ୍ୟ ସହିତ ପିଲାଟିଏ ଗଛଟିଏ,ଗଛ ଲଗାଅ ପରିବେଶ ବଞ୍ଚାଅ ଇତ୍ୟାଦି ସ୍ଳୋଗାନ ଦେଇ ସଚେତନ କରାଇଥିଲେ ।

ପରିକ୍ରମା କାଳରେ ଚାଳିଶ ପରିବାର ବିଶିଷ୍ଟ ହରିଜନ ଗ୍ରାମ ଖଜୁରିଆ ଜନସାଧାରଣ ଙ୍କ ଆଗ୍ରହକୁ ଦ୍ଵିଗୁଣିତ କରିବା ପାଇଁ ପରିବେଶ ସାଥି ୯୦ ଚାରା କିଣି ପରିବାର ପିଛା ୨ଟି ଲେଖାଏଁ ଚାରା ବଣ୍ଟନ କରିବା ସହିତ ଗାଁ ର ସବୁଜ ସାଥି ମାନଙ୍କ ସହାୟତାରେ ଗ୍ରାମ ରାସ୍ତା ପାର୍ଶ୍ବରେ ଦଶଟି ଚାରା ରୋପଣ କରାଇ ଆଗାମୀ ଦିନରେ ଗ୍ରାମ କୁ ଆସିଥିବା ରାସ୍ତାର ଉଭୟ ପାର୍ଶ୍ୱରେ ପ୍ରତ୍ୟେକ ପରିବାର ଙ୍କ ଦ୍ଵାରା ଗଛ ଲଗାଇବାର ଆଗ୍ରହ ସୃଷ୍ଟି କରି ପାରିଛନ୍ତି ।

ଲୋକ ମାନଙ୍କର ଗଛ ଲଗାଇବା ଶ୍ରଦ୍ଧା ଦେଖି ବନାଞ୍ଚଲ ଅଧିନସ୍ଥ ସମସ୍ତ ଗ୍ରାମରେ ଚାରା ପହଞ୍ଚାଇ ଦେବାର ବ୍ୟବସ୍ଥା କରିବା ପାଇଁ ବନ ଅଧିକାରୀଙ୍କ ପ୍ରତିଶ୍ରୁତି ପରିବେଶ ପ୍ରେମୀ ଙ୍କୁ ଉତ୍ସାହିତ କରିଛି । ବନ ବିଭାଗ ତଥା ପରିବେଶ କର୍ମୀ ଙ୍କ କାର୍ଯ୍ୟ କୁ ଅଞ୍ଚଳ ବାସୀ ଭୂରି ଭୂରି ପ୍ରଶଂସା କରିଛନ୍ତି । (ରିପୋର୍ଟ -ରାମକୃଷ୍ଣ ରଥ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version