• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସରକାର ଙ୍କ ର ସ୍ମାର୍ଟ ବିଦ୍ୟାଳୟ ର ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ : ନୟାଗଡ଼ ଜିଲ୍ଲାପାଳ – ପୋମା ଟୁଡୁ

Proprietor Abhimanyu Maharana by Proprietor Abhimanyu Maharana
July 27, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ସରକାର ଙ୍କ ର ସ୍ମାର୍ଟ ବିଦ୍ୟାଳୟ ର ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା କଲେ : ନୟାଗଡ଼ ଜିଲ୍ଲାପାଳ – ପୋମା ଟୁଡୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ଜୁଲାଇ ମଙ୍ଗଳବାର )ନୟାଗଡ଼ ରିପୋର୍ଟ/ଅଭିମନ୍ୟୁ ମହାରଣା :- ସରକାର ଙ୍କ ନିର୍ଦ୍ଦେଶ ଅନୁସାରେ ବିଦ୍ୟାଳୟ ଗୁଡିକୁ ସ୍ମାର୍ଟ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ବେଳେ ବିଦ୍ୟାଳୟ ଗୁଡିକ ର ପ୍ରକଳ୍ପ କାର୍ଯ୍ୟ କୁ ସମୀକ୍ଷା କରିଛନ୍ତି ଜିଲ୍ଲାପାଳ । ଉତ୍ତମ ଶିକ୍ଷା ସହିତ ସୁସ୍ଥ ପରିବେଶ ଓ କ୍ଲାସ ରୁମ କୁ ରୂପାନ୍ତରିତ କରାଯାଇ ସ୍ମାର୍ଟ କ୍ଲାସ ରୁମ , ଲାଇବ୍ରେରୀ , ଶୈକ୍ଷିକ ବାତାବରଣ କୁ ଅନୁଧ୍ୟାନ କରିଛନ୍ତି ଜିଲ୍ଲାପାଳ ।

ତେବେ ଇଟାମାଟି ବି .ଏ ହାଇସ୍କୁଲ ଗ୍ରସ୍ତ କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଡ. ପୋମା ଟୁଡୁ । ରାଜ୍ୟ ସରକାରଙ୍କ ” ସ୍ମାର୍ଟ ସ୍କୁଲ ” ରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ଗୁଡିକ ଗ୍ରସ୍ତ କରି ନୟାଗଡ଼ ଜିଲ୍ଲାପାଳ କାର୍ଯ୍ୟ ଗୁଡିକ ର ସମୀକ୍ଷା କରିଥିବା ଜଣା ଯାଉଛି । ପଞ୍ଚାୟତ ସ୍ତରରେ ଥିବା ହାଇସ୍କୁଲ କୁ ଆସିଥିବା ସ୍ମାର୍ଟ ପ୍ରକଳ୍ପ ଗୁଡିକ କାର୍ଯ୍ୟ ଆରମ୍ଭ ହୋଇଯାଇଛି ଯାହାକୁ ନିଜେ ଅନୁଧ୍ୟାନ କରିଛନ୍ତି ଜିଲ୍ଲାପାଳ ।

ସୂଚନାନୁସାରେ ମଙ୍ଗଳବାର ଜିଲ୍ଲାପାଳ ଡ଼ . ପୋମା ଟୁଡୁ ଇଟାମାଟି ସ୍ଥିତ ବି ଏ ହାଇସ୍କୁଲ ର ସମୀକ୍ଷା କରିଛନ୍ତି । ସ୍କୁଲ ର ସ୍ମାର୍ଟ କ୍ଲାସ ରୁମ , ଲାଇବ୍ରେରୀ , ସାଇନ୍ସ ଲ୍ୟାବ୍ ଇତ୍ୟାଦି ପ୍ରକଳ୍ପ କାର୍ଯ୍ୟ ଗୁଡ଼ିକ ପରିଦର୍ଶନ କରିଛନ୍ତି । ଜିଲ୍ଲାପାଳ ଗ୍ରସ୍ତ ରେ ବିଡ଼ିଓ , ପ୍ରଧାନ ଶିକ୍ଷକ , ପିଡ଼ି ଇତ୍ୟାଦି ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

ମଣିଷ-ହାତୀ ସହବସ୍ଥାନ ପାଇଁ ବିଜ୍ଞାନ ଓ ସମୁଦାୟର ସହଭାଗିତା ଜରୁରୀ

March 13, 2026
ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

ରାଜ୍ୟସ୍ତରୀୟ “ୟଙ୍ଗ ଗ୍ରୀନଭୋକେଟ କନକ୍ଲେଭ ସିଜିନ – ୧” ଆୟୋଜିତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version