• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚତୁର୍ଥ ପର୍ଯ୍ୟାୟରେ ଅନଲାଇନ ପ୍ଲାଟଫର୍ମରେ ଅଭିଯୋଗ”ମୋ ନିବେଦନ”

Proprietor Abhimanyu Maharana by Proprietor Abhimanyu Maharana
August 1, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଚତୁର୍ଥ ପର୍ଯ୍ୟାୟରେ ଅନଲାଇନ ପ୍ଲାଟଫର୍ମରେ ଅଭିଯୋଗ”ମୋ ନିବେଦନ”
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୩୧ ଜୁଲାଇ ଶନିବାର ) ହିଞ୍ଜିଳିକାଟୁ  :-  ରାଜ୍ୟ ସରକାରଙ୍କ କୋଭିଡ ନିୟମ ଅନୁଯାୟୀ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଵ ପ୍ରଥମେ ଆରମ୍ଭ ହୋଇଛି ଅନଲାଇନ ପ୍ଲାଟଫର୍ମରେ ଜନ ଅଭିଯୋଗର ପ୍ରତିକାର ବ୍ୟବସ୍ଥା”ମୋ ନିବେଦନ”।ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଭାବେ ପରିଚାଳିତ ୫ ଟି ପଦ୍ଧତି ଆଧାରରେ ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକାର ସାମାଜିକ ଅଭିଯୋଗର ସମୟାନୁବର୍ତ୍ତୀ ସମାଧାନ ବ୍ୟବସ୍ଥା ସ୍ୱରୂପ ଏକ ନୂତନ ପଦକ୍ଷେପକୁ ସର୍ବ ପ୍ରଥମେ ଆରମ୍ଭ କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଉଦ୍ୟମରେ”ମୋ ନିବେଦନ”ନାମକ ଏକ ଜନଆଦୃତ ଅଭିଯୋଗର ପ୍ରତିକାର ବ୍ୟବସ୍ଥା ସର୍ଵ ପ୍ରଥମେ ରାଜ୍ୟର ଗଞ୍ଜାମ ଜିଲ୍ଲାରେ ଆରମ୍ଭ ହୋଇଥିଲା। ପ୍ରଶାସନିକ ବ୍ୟବସ୍ଥା ସହ ତୃଣମୂଳ ସ୍ତରରେ ଏହାର ସଫଳତା ଓ ବାସ୍ତବତାକୁ ଉପଲବ୍ଧି କରି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ପୁଣି ଥରେ ସକରାତ୍ମକ ଭାବେ କାର୍ଯ୍ୟକାରୀ କରାଯାଇଛି।ଗତ ଜୁନ ୨୬ ତାରିଖରୁ ଜିଲ୍ଲାରେ ପ୍ରଥମ କରି ଅନଲାଇନ ପ୍ଲାଟଫର୍ମରେ ମୋ ନିବେଦନ ସେବାକୁ କାର୍ଯ୍ୟକାରୀ କରିବା ଆରମ୍ଭ କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ମାସର ପ୍ରତି ଶନିବାର ପଞ୍ଚାୟତ ସ୍ତରରେ ଏହି ଜନଆଦୃତ କାର୍ଯ୍ୟକ୍ରମ ଆୟୋଜିତ କରିବା ପାଇଁ ଜିଲ୍ଲାର ସମସ୍ତ ବିଡ଼ିଓ,ତହସିଲଦାର ଓ ପୌର ପ୍ରଶାସନ ଅଧିକାରୀଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ଏହି ପରିପ୍ରେକ୍ଷୀରେ ଶନିବାର ଚତୁର୍ଥ ପର୍ଯ୍ୟାୟରେ ବିଡ଼ିଓ ସୁବ୍ରତ କୁମାର ଜେନାଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ହିଞ୍ଜିଳି ବ୍ଳକର ଖରିଡା,ପୁଟିଆ ପଦର,ନନ୍ଦିକ, ପୋଚିଲିମ୍ମା ଓ ବଡ଼ଖଣ୍ଡି ଆଦି ୫ ଟି ପଞ୍ଚାୟତରେ ଅନୁଷ୍ଠିତ ହୋଇଥିଲା ଅନ ଲାଇନରେ ମୋ ନିବେଦନ କାର୍ଯ୍ୟକ୍ରମ।

ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ସାମାଜିକ ନିରାପତ୍ତା,ଖାଦ୍ୟ ସୁରକ୍ଷା,ଆବାସ ଯୋଜନା,ମୁଖ୍ୟମନ୍ତ୍ରୀ ଙ୍କ ଆର୍ଥିକ ସହାୟତା ପାଣ୍ଠି ଭଳି ବିଭିନ୍ନ ଜନକଲ୍ୟାଣ ମୂଳକ ଯୋଜନାରେ ୩୫ ଜଣ ବ୍ୟକ୍ତି ଅନ ଲାଇନ ବ୍ୟବସ୍ଥାରେ ମୋ ନିବେଦନ ରେ ଅଭିଯୋଗ ଦାଖଲ କରିଥିଲେ।ଏଥି ମଧ୍ୟରୁ ଖରିଡାରେ ୧୦ଜଣ,ପୁଟିଆ ପଦରରେ ୮ଜଣ,ନନ୍ଦିକରେ ୭ଜଣ, ପୋଚିଲିମ୍ମାରେ ୫ଜଣ ଓ ବଡ଼ଖଣ୍ଡି ପଞ୍ଚାୟତରେ ୫ ଜଣ ଆବେଦନକାରୀ ଖାଉଟି କାର୍ଡ, ଆବାସ ଗୃହ,ବାର୍ଦ୍ଧକ୍ୟ ଭତ୍ତା ଓ ଅନ୍ୟାନ୍ୟ ଆର୍ଥିକ ସହାୟତା ପାଇଁ ଅଭିଯୋଗ କରିଥିଲେ।ବ୍ଳକ କାର୍ଯ୍ୟାଳୟ ପକ୍ଷରୁ ବିଡ଼ିଓ ସୁବ୍ରତ କୁମାର ଜେନା,ତହସିଲଦାର ପ୍ରଭାତ କୁମାର ପରିଡା,ଏବିଡ଼ିଓ ଅରୁଣ କୁମାର ପ୍ରଧାନ,ଗଣ୍ଡଳା ସହକାରୀ କୃଷି ଅଧିକାରୀ ଅମର ପ୍ରସାଦ ସାହୁ ଓ ଯୋଗାଣ ନିରୀକ୍ଷକ ପୁରଞ୍ଜୟ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।ଖରିଡା ପଞ୍ଚାୟତରେ ପିଇଓ ସୁଶାନ୍ତ କୁମାର ପାତ୍ର,ପୁଟିଆ ପଦରରେ ପିଇଓ ବିଜୟ କୁମାର ସେଠୀ,ନନ୍ଦିକରେ ପିଇଓ ବାସୁଦେବ ବେହେରା, ପୋଚିଲିମ୍ମାରେ ବ୍ଳକ ଅଧ୍ୟକ୍ଷ ଏନ ରଘୁନାଥ, ପିଇଓ ପୂର୍ଣ୍ଣଚନ୍ଦ୍ର ସାହୁ ଓ ବଡ଼ଖଣ୍ଡିରେ ପିଇଓ ପ୍ରତାପ କୁମାର ସାହୁ,ସରପଞ୍ଚ ରଘୁନାଥ ବେହେରା,କେ.ଦୁର୍ଗା ପ୍ରସାଦ ରାଓ, ମାଧୁରୀ ପାଣିଗ୍ରାହୀ,ଲିଲିମାଳା ପ୍ରଧାନ,ଭାଣ୍ଡି ରବୀନ୍ଦ୍ର,ସଭ୍ୟାରାଣୀ ପ୍ରଧାନ,ମନୋଜ କୁମାର ପ୍ରଧାନ,ଜିଆରଏସ ଶ୍ରୀକାନ୍ତ କୁମାର ପଣ୍ଡା,ଶିବ ଶଙ୍କର ସ୍ୱାଇଁ,ବିଏଫଟି ବୃନ୍ଦାବନ ଗୌଡ଼,କୃଷ୍ଣ ଚନ୍ଦ୍ର ପାଣିଗ୍ରାହୀ, ଅନାମ ବେହେରା ଓ ଜିପି ମନିଟର ପ୍ରମୁଖ ଉପସ୍ଥିତ ଥିଲେ।
ରିପୋର୍ଟ: ଶୁସାନ୍ତ ପ୍ରଧାନ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ କଟକ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ କଟକ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି

July 31, 2026
କୁଶଭଦ୍ରା ଯୋଗ ଶିକ୍ଷା ମନ୍ଦିରର ପଞ୍ଚମ ବାର୍ଷିକ ଉତ୍ସବ

କୁଶଭଦ୍ରା ଯୋଗ ଶିକ୍ଷା ମନ୍ଦିରର ପଞ୍ଚମ ବାର୍ଷିକ ଉତ୍ସବ

July 31, 2026
ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

ଗୋ ଚାଲାଣ ଓ ନିଶାଦ୍ରବ୍ୟ ଅବାଧ କାରବାରର ମାଧ୍ୟମ ପାଲଟିଛି ସିଧାମୂଳା ମହାନଦୀ ସେତୁ

July 30, 2026
ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

ରାଜସୁନାଖଳାରେ ପ୍ରଭୁ ଜଗନ୍ନାଥ ନୀଳାଦ୍ରିବିଜେ ନୀତି ସମ୍ପନ୍ନ

July 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ କଟକ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି

ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ କଟକ ଜିଲ୍ଲା ପ୍ରଶାସନର ବ୍ୟାପକ ପ୍ରସ୍ତୁତି

July 31, 2026
କୁଶଭଦ୍ରା ଯୋଗ ଶିକ୍ଷା ମନ୍ଦିରର ପଞ୍ଚମ ବାର୍ଷିକ ଉତ୍ସବ

କୁଶଭଦ୍ରା ଯୋଗ ଶିକ୍ଷା ମନ୍ଦିରର ପଞ୍ଚମ ବାର୍ଷିକ ଉତ୍ସବ

July 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version