• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଦୀର୍ଘ ଦିନର ପ୍ରତୀକ୍ଷା ପରେ ମଙ୍ଗଳବାର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି

Proprietor Abhimanyu Maharana by Proprietor Abhimanyu Maharana
August 3, 2021
in ଓଡ଼ିଶା, କଟକ, ମହାନଗର, ହୋମ୍
0
ଦୀର୍ଘ ଦିନର ପ୍ରତୀକ୍ଷା ପରେ ମଙ୍ଗଳବାର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ଚଳିତବର୍ଷ ମୋଟ ପାସ୍ ହାର ୯୯.୦୪ ପ୍ରତିଶତ ରହିଛି । ପୂର୍ବ ବର୍ଷ ଅପେକ୍ଷା ଏବର୍ଷ ରେକର୍ଡ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଏଥର ମଧ୍ୟ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ । ପରୀକ୍ଷାରେ ଛାତ୍ରୀମାନଙ୍କର ପାସ୍ ହାର ୯୯.୨୪ ପ୍ରତିଶତ ଥିବାବେଳେ ଛାତ୍ରଙ୍କ ପାସ୍ ହାର ୯୮.୮୯ ପ୍ରତିଶତ ରହିଛି । ୨୦୨୧ବର୍ଷ ୨୦ଲକ୍ଷ ୯୭ହଜାର ୧୨୮ ପିଲା ପରୀକ୍ଷା ଦେଇଥିଲେ, ସେମାନଙ୍କ ମଧ୍ୟରୁ ୨୦ଲକ୍ଷ ୭୬ହଜାର ୯୯୭ ଜଣ ପିଲା ପାସ୍ କରିଛନ୍ତି । ୫୭ହଜାର ୮୨୪ଜଣ ଛାତ୍ରଛାତ୍ରୀ ୯୫ପ୍ରତିଶତରୁ ଅଧିକ ନମ୍ବର ରଖିଛନ୍ତି ।

ଏବର୍ଷ କେନ୍ଦ୍ରୀୟ ବିଦ୍ୟାଳୟର ପାସ୍ ହାର ଶତ ପ୍ରତିଶତ ରହିଛି । ନବୋଦୟ ବିଦ୍ୟାଳୟର ପାସ୍ ହାର ୯୯. ୯୯ ପ୍ରତିଶତ ରହିଥିବାବେଳେ ତ୍ରିଭେନ୍ଦମ ରିଜିୟନର ପାସ୍ ହାର ସର୍ବାଧିକ ୯୯.୯୯ ପ୍ରତିଶତ ରହିଛି । ସେହିପରି ଭୁବନେଶ୍ଵର ରିଜିଅନର ପାସ୍ ହାର ୯୯.୬୨ ପ୍ରତିଶତ ରହିଛି । କରୋନା କାରଣରୁ ଚଳିତ ବର୍ଷ ସିବିଏସଇ ଦଶମ ପରୀକ୍ଷାକୁ ବାତିଲ କରାଯାଇଥିଲା । ତେବେ ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ଅର୍ଥାତ୍ ୪୦-୩୦-୨୦କୁ ଆଧାର କରି ଫଳ ପ୍ରକାଶ ପାଇଛି । ଆଶାଠାରୁ ଅଧିକ ଫଳ ପାଇ ଛାତ୍ରଛାତ୍ରୀମାନେ ଖୁସିବ୍ୟକ୍ତ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version