• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୃତ ସଂଜୟଙ୍କୁ ନ୍ୟାୟ ଦାବୀରେ ୫ଘଣ୍ଟା ଜାତୀୟ ରାଜପଥ ଅବରୋଧ, ତହସିଲଦାର ଓ ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ପ୍ରତିଶୁତି ଦେବାପରେ ହଟିଲା ରାସ୍ତା ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
August 5, 2021
in ଓଡ଼ିଶା, ଗଜପତି, ହୋମ୍
0
ମୃତ ସଂଜୟଙ୍କୁ ନ୍ୟାୟ ଦାବୀରେ ୫ଘଣ୍ଟା ଜାତୀୟ ରାଜପଥ ଅବରୋଧ, ତହସିଲଦାର ଓ ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ପ୍ରତିଶୁତି ଦେବାପରେ ହଟିଲା ରାସ୍ତା ଅବରୋଧ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ଅଗଷ୍ଟ ଗୁରୁବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମରେ ଗତ ଜୁଲାଇ ମାସ ୪ ତାରିଖରେ ଭାବି ଶଶୁରଙ୍କ ଗ୍ରାମରୁ କିଛି ଦୂରରେ ସଂଜୟଙ୍କ ମୃତ୍ୟୁ ଘଟିଥିବା ଘଟଣାକୁ ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ । ପରିବାର ଲୋକଙ୍କ ସୂଚନାପ୍ରକାରେ ସଂଜୟ ଏବଂ ରାଣୀ ପ୍ରଧାନ ଉଭୟେ ପରସ୍ପରକୁ ଭଲ ପାଉଥିଲେ । ଯାହାକୁ ବିରୋଧ କରିଆସୁଥିଲେ ରାଣୀଙ୍କ ପରିବାର ଲୋକେ । କିଛି ମାସ ଗଲା ପରେ ୨୦/୬ରେ ବହୁ ବୁଝାସୁଝା ପରେ ନିର୍ବନ୍ଧ ହୋଇଥିଲା । ସଂଜୟଙ୍କ ପରିବାର ଲୋକେ ଝିଅ ପକ୍ଷକୁ ୩୦ ହଜାର ଟଙ୍କାର ସୁନା ଓ ଲୁଗାପଟା ଆଦି ସାମଗ୍ରୀ କିଣି ଦେଇଥିଲେ । ଆସନ୍ତା ଡିସେମ୍ବର ମାସରେ ହୋଇଥାନ୍ତା ବାହାଘର । ଏହା ମଧ୍ୟରେ ଜୁଲାଇ ମାସ ୩ରେ ଭାବି ଶଳାଙ୍କ ଜନ୍ମଦିନ ପାଳନ ପାଇଁ ଜୁଲାଇ ୨ ତାରିଖରେ ସଂଜୟ ଯାଇଥିଲେ ଭାବି ଶଶୁର ଘରକୁ ।

୩ ତାରିଖରେ ବହୁ ଆଡମ୍ବରରେ ଜନ୍ମଦିନ ପାଳନ ହେବ ପରେ ରାତିରେ ଉଭୟଙ୍କ ମଧ୍ୟରେ କୌଣସି ଘଟଣାକୁ ନେଇ କଥା କଟାକଟି ହୋଇଥିଲା । କିଛି ସମୟ ପରେ ରାଣୀ ସଂଜୟକୁ ବୁଝାଇବା ପରେ ଉଭୟେ ଖାଦ୍ୟ ଖାଇଥିଲେ। ଜୁଲାଇ ୪ ଭୋରରୁ ସଂଜୟ ଘରୁ ଉଠି ନିକଟସ୍ଥ ନାଳକୁ ସ୍ନାନଶୌଚ ପାଇଁ ଯାଇଥିଲେ । କିଛି ସମୟ ପରେ ଜନୈକ ବ୍ୟକ୍ତି ରାଣୀଙ୍କ ଘରେ ସୂଚନା ଦେଲେ ତୁମ ଯୋଇଁ ନାଳ ନିକଟସ୍ଥ ଏକ ଗଛରେ ଚାଦର ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ଘଟଣାସ୍ଥଳକୁ ରାଣୀ ଓ ପରିବାରର କିଛି ଲୋକ ମିଶି ଯାଇ ଦେଖିବାବେଳେ ସଂଜୟ ଛଟପଟ ହେଉଥିବା ଅବସ୍ଥାରେ ତାଙ୍କୁ କମଲାପୁର ଆୱ।ର ମେଡିକାଲକୁ ନେଇଥିଲେ। ତାପରେ ମୋହନା ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଡାକ୍ତର ସଂଜୟକୁ ମୁତ ଘୋଷଣା କରିଥିଲେ ବୋଲି ରାଣୀ ସୂଚନା ଦେଇଥିଲେ।

ଖବର ପାଇ ମୃତ ସଂଜୟଙ୍କ ପରିବାର ଲୋକେ ମୋହନା ମେଡିକାଲକୁ ଆସି ଦେଖିଲାବେଳେ ସଂଜୟର ହାତରେ କଟା ଦାଗ ଦେଖି ଦାଦା ସୁବାସ ଚନ୍ଦ୍ର ନାୟକ ସଂଜୟଙ୍କ ଭାବି ଶଶୁର ଦେବାନନ୍ଦ ପ୍ରଧାନ, ଶାଶୁ ଇନ୍ଦୁମତି ପ୍ରଧାନ, ଝିଅ ରାଣୀ ପ୍ରଧାନ,ରୁନି ପ୍ରଧାନ, ଝୁନି ପ୍ରଧାନ, ଜିତେନ୍ଦ୍ର ପ୍ରଧାନ ମିଶି ମାରିଦେଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଘଟଣା ଘଟିବାର ପ୍ରାୟ ୨୭ଦିନ ପରେ ପୁଲିସ ୨ ଅଗଷ୍ଟରେ ରାଣୀକୁ ଗିରଫ କରିଥିଲା । ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରା ନ ଯିବା ପ୍ରତିବାଦରେ ଗୁରୁବାର ଦିନ ମୃତକଙ୍କ ପରିବାର ଓ ଉସ୍ତପଦା ଗ୍ରାମବାସୀ ମିଳିତ ଭାବେ ସକାଳ ୫ଟାରୁ ମଧ୍ଯ।ହ୍ନ ୧୨ଟା ପର୍ଯ୍ୟନ୍ତ ବ୍ରହ୍ମପୁର-ରାୟଗଡା ଜାତୀୟ ରାଜପଥ(୩୨୬)କୁ ୫ଘଣ୍ଟା ଅବରୋଧ କରି ପୁଲିସ ବିରୋଧରେ ନାରାବାଜି କରିଥିଲେ।

ଖବର ପାଇ ଘଟଣାସ୍ଥଳରେ ମୋହନା, ଅଡବା ଥାନା ଅଧିକାରୀ ଓ କର୍ମଚାରି ପହଞ୍ଚିଥିଲେ। କିଛି ଘଣ୍ଟା ପରେ ଦିଲୀପ କୁମାର ନାୟକ , ତହସିଲଦାର ସାରଦା ପ୍ରଶନ୍ନ ପଣ୍ଡା, ଅତିରିକ୍ତ ତହସିଲଦାର ଆଶିଷ କୁମାର ପ୍ରଧାନ ପହଞ୍ଚି ବହୁ ବୁଝାସୁଝା କରି ୭ ଦିନ ମଧ୍ୟରେ ସେମାନଙ୍କର ଦାବୀ ଗୁଡିକୁ ତଦନ୍ତ କରି ନ୍ୟାୟ ଦିଆଯିବ ବୋଲି ପ୍ରତିଶୃତି ଦେବାପରେ ରାସ୍ତାରୋକ ହଟିଥିଲା । ମୃତ ସଂଜୟଙ୍କ ଦାଦା ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ମୁଖରେ ରାଣୀଙ୍କ ପରିବାର ଲୋକେ ମୋହନା ବିଧାୟକ ଦାଶରଥି ଗମାଙ୍ଗକୁ ଧରି କେଶଟିକୁ ଚାପ ପକାଇ ଦବାଇବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି । (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version