• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହକି ପିଲାଙ୍କ ଗହଣରେ ବିଜୟ ଉତ୍ସବ ପାଳିଲେ : କ୍ରୀଡ଼ାମନ୍ତ୍ରୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଲେ – ମନ୍ତ୍ରୀ ତୁଷାରକାନ୍ତି ବେହେରା

Proprietor Abhimanyu Maharana by Proprietor Abhimanyu Maharana
August 5, 2021
in ଓଡ଼ିଶା, କ୍ରୀଡ଼ା, ଖେଳ, ମହାନଗର, ହୋମ୍
0
ହକି ପିଲାଙ୍କ ଗହଣରେ ବିଜୟ ଉତ୍ସବ ପାଳିଲେ : କ୍ରୀଡ଼ାମନ୍ତ୍ରୀ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଲେ – ମନ୍ତ୍ରୀ ତୁଷାରକାନ୍ତି ବେହେରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :-  ଭାରତୀୟ ପୁରୁଷ ହକି ଦଳ ଆଜି ଟୋକିଓ ଅଲିମ୍ପିକ୍‌ରେ ବ୍ରୋଞ୍ଜ ପଦକ ହାସଲ କରିବା ପରେ କ୍ରୀଡ଼ା ଓ ଯୁବସେବା ତଥା ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଭାରତୀୟ ଦଳକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କଳିଙ୍ଗ ଷ୍ଟାଡିୟମ୍‌ ପରିସରରେ ହକି ପିଲାଙ୍କ ଗହଣରେ ଉତ୍ସବ ପାଳନ କରିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ଓଡ଼ିଶା ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ହୋଇଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସମସ୍ତ ହକିପ୍ରେମୀମାନଙ୍କ ତରଫରୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ଆଜି ମନ୍ତ୍ରୀ ଶ୍ରୀ ବେହେରା କଳିଙ୍ଗ ଷ୍ଟାଡିୟମ୍‌ସ୍ଥିତ ହକି ହାଇପରଫର୍ମାନ୍ସ ସେଣ୍ଟର ପରିସରରେ ହକି ଖେଳାଳୀଙ୍କୁ ମିଠା ଖୁଆଇବା ସହ ଅଲିମ୍ପିକ୍‌ ବିଜୟର ଉତ୍ସବ ପାଳନ କରିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା କହିଲେ ଯେ ଭାରତୀୟ ପୁରୁଷ ହକି ଦଳ ଆଜି ନିଜର ଅଦମ୍ୟ ପରାକାଷ୍ଠା ସହ ଦୀର୍ଘ ୪୧ ବର୍ଷ ପରେ ବ୍ରୋଞ୍ଜ ପଦକ ହାସଲ କରିଛି ।

ଆଜିର ଦିନ ସମଗ୍ର କ୍ରୀଡ଼ା ଇତିହାସରେ ଏକ ଗୌରବମୟ ଦିନ ହୋଇ ରହିବା ସହ ଆଗାମୀ ପିଢ଼ିର ଖେଳାଳୀମାନଙ୍କୁ ବେଶ୍‌ ପ୍ରେରଣା ଯୋଗାଇବ । ଆସନ୍ତକାଲି ଭାରତୀୟ ମହିଳା ଦଳ ବ୍ରୋଞ୍ଜ ପଦକ ପାଇଁ ଖେଳିବାକୁ ଯାଉଥିବାବେଳେ ଆଜିର ଉତ୍ସାହ ସେମାନଙ୍କୁ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀ ବେହେରା ମତବ୍ୟକ୍ତ କରିଛନ୍ତି । ବିଗତ ୮/୧୦ ବର୍ଷ ଧରି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ କ୍ରୀଡ଼ା ପ୍ରତି ଭଲପାଇବା ଏବଂ କ୍ରୀଡ଼ା ଭିତ୍ତିଭୂମିର ବିକାଶ ପାଇଁ ତାଙ୍କ ପ୍ରତିବଦ୍ଧତା ଆଜି ଆମକୁ ସଫଳତାର ସୋପାନରେ ପହଞ୍ଚାଇପାରିଛି ା ମାନ୍ୟବର ମୁଖ୍ୟମନ୍ତ୍ରୀ ଭାରତର ପୁରୁଷ ଓ ମହିଳା ହକି ଦଳକୁ ୫ ବର୍ଷ ପାଇଁ ପ୍ରାୟୋଜନ କରିବା ପାଇଁ ଯେଉଁ ନର୍ଭର ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି ଆମେ ତାକୁ ପାଳନ କରିଆସୁଛୁ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରି ଭାରତୀୟ ପୁରୁଷ ହକି ଦଳ ଆଜି ଯେଉଁ ଅଦ୍ଭୂତପୂର୍ବ ବିଜୟ ହାସଲ କଲେ ତାହା ବର୍ତ୍ତମାନର କ୍ରୀଡ଼ାବିତ୍‌ଙ୍କୁ ବେଶ୍‌ ପ୍ରେରଣା ଯୋଗାଇବ । ଏହି ପରିପ୍ରେକ୍ଷୀରେ ଆଗାମୀ ପିଢ଼ିର ଖେଳାଳୀମାନଙ୍କ ଲାଗି ଆମ ସରକାର ସ୍ପୋନସର୍‌ସିପ୍‌ ସହ କ୍ରୀଡ଼ା ଭିତ୍ତିଭୂମି ପ୍ରତିଷ୍ଠା, ହାଇ ପରଫର୍ମାନ୍ସ ସେଣ୍ଟର ଏବଂ ତୃଣମୂଳ ସ୍ତରରୁ କୋଚିଂ ପ୍ରଦାନ ଲାଗି ଯେଉଁ ବ୍ୟବସ୍ଥା କରିଛନ୍ତି ତାହା ନିଶ୍ଚିତ ଭାବେ ଫଳପ୍ରଦ ହେବ ।

ଆମର ଦୃଢ଼ ପ୍ରଚେଷ୍ଠା ଆଗାମୀ ଦିନରେ ଓଡ଼ିଶାରେ ବହୁତ ଭଲ ଖେଳାଳୀ ସୃଷ୍ଟି କରି ଆମ ରାଜ୍ୟ ତଥା ଦେଶ ପାଇଁ ଗର୍ବ ଓ ଗୌରବ ଆଣିବ ବୋଲି ମନ୍ତ୍ରୀ ଶ୍ରୀ ବେହେରା କହିଛନ୍ତି । ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ଭାରତୀୟ ଦଳର ସମସ୍ତ ଖେଳାଳୀ, କୋଚ, ଅଫିସିଆଲ୍‌, ହକି ଇଣ୍ଡିଆ, ଅନ୍ତର୍ଜାତୀୟ ହକି ଫେଡେରେସନ୍‌ର ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଟୋକିଓ ମାଟିିରେ ଭାରତୀୟ ବିଜୟ ପତାକା ଉଡ଼ାଇଥିବାରୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ : ୨୯ ରେ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ – ଶିକ୍ଷକ ଓ କର୍ମଚାରୀଙ୍କୁ ଡ୍ୟୁଟିରେ ରହିବା ନିର୍ଦ୍ଦେଶ

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବାଲିଗୁଡ଼ାରେ ଲଗାଣ ବର୍ଷା ଜନଜୀବନ ଅସ୍ତବ୍ୟସ୍ତ : ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

ଦାସିଆ ଅଜାଙ୍କ ସାଧନା ଓ ସଂଘର୍ଷ ମୟ ଜୀବନ କାହାଣୀ ସମ୍ପର୍କେ ଅନୁଷ୍ଠାନ ସମ୍ପାଦକ ଦୀପକ ପଟ୍ଟନାୟକ ଙ୍କ ସହିତ ଆଲୋଚନା କରି ମାଜିଷ୍ଟ୍ରେଟ୍ ଖୁବ୍ ଖୁସି ପ୍ରକଟ କରିଥିଲେ

October 29, 2026
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି : ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର

October 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version