• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିକେଏମୟୁ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
August 6, 2021
in ଓଡ଼ିଶା, ଗଜପତି, ମହାନଗର, ହୋମ୍
0
ବିକେଏମୟୁ ତରଫରୁ ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୬ ଅଗଷ୍ଟ ଶୁକ୍ରବାର ) ପାରଳାଖେମୁଣ୍ଡି :- କେନ୍ଦ୍ର ସରକାରଙ୍କ ୩ଟି କଳା କୃଷି ଆଇନ ଓ ଶ୍ରମ କୋଡକୁ ୪ରେ ସୀମିତ କରାଯିବାକୁ ବିରୋଧ କରି ଗଜପତି ଜିଲ୍ଲାର ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକେ ଏମୟୁ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । ବିକେଏମୟରୁ ରାଜ୍ୟ ସଭାପତି ଜେନ୍ନା ସୁବାଷ ଚନ୍ଦ୍ର ରାଓଙ୍କ ନେତୃତ୍ୱରେ ବହୁସଂଖ୍ୟକ ଦଳୀୟ ନେତା ଓ କର୍ମୀ ସାମିଲ ହୋଇଥିଲେ । ଏନେଇ ୮ଦଫା ସମ୍ବଳିତ ଦାବୀପତ୍ର ଜିଲ୍ଲା ପ୍ରଶାସନ ଜରିଆରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଧେଶ୍ୟରେ ପ୍ରଦାନ କରାଯାଇଥିଲା ।

ଉକ୍ତ ଦାବୀପତ୍ରରେ କେନ୍ଦ୍ର ସରକାରଙ୍କ ପ୍ରଣୀତ ୩ଟି କଳା କୃଷିଆଇନ ପ୍ରତ୍ୟାହାର କରିବା, ପରିବର୍ତ୍ତିତ ଶ୍ରମ କୋଡ୍ କାର୍ଯ୍ୟ ନକରିବା, ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମଜିଏନଆରଇଜିଏ) ନିମନ୍ତେ ସରକାର ଯେଉଁ ଏଡଭାଇଜରୀ(ପରାମର୍ଶ/ଉପଦେଶ) ଜାରୀ କରିଛନ୍ତି ତାହା ପ୍ରତ୍ୟାହାର କରିବା, ପ୍ରତ୍ୟେକ ରାଜ୍ୟରେ କୃଷି ଶ୍ରମିକ ମଙ୍ଗଳ ବୋର୍ଡ ଗଠନ କରିବା,

ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ବର୍ଷକୁ ୨ଶହ ଦିନ କାମ ଯୋଗାଇବା ସହ ଦୈନିକ ୨୦୦ରୁ ୬୦୦ଟଙ୍କାକୁ ବୃଦ୍ଧି କରିବା ଓ ୫୫ବର୍ଷରୁ ଉର୍ଦ୍ଧ ବୟସର କୃଷି ଶ୍ରମିକଙ୍କୁ ମାସିକ ୨ହଜାର ଟଙ୍କା ଲେଖାଁଏ ପେନସନ୍ ପ୍ରଦାନ କରିବା ଉଲ୍ଲେଖ ରହିଛି । ଜିଲ୍ଲା ପ୍ରଶାସନ ତରଫରୁ ଡେପୁଟି କେଲକ୍ଟର ନର୍ମଦା ନାୟକ(ସାଧାରଣ ପ୍ରଶାସନ ବିଭାଗ) ଦାବୀପତ୍ରଟି ଗ୍ରହଣ କରିଥିଲେ । ଏହି ଦାବୀପ୍ରତ ପ୍ରଦାନ ବେଳେ ଲିଙ୍ଗରାଜ ଦଳେଇଙ୍କ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ (ଗରୁଡ଼ ଧ୍ଵଜ ଚୌଧୁରୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version