• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଏସ୍‌ଏସଟିଇଟି ପାସଙ୍କୁ ନିଯୁକ୍ତି ମିଳୁ ଲୋଏର ପିଏମଜିରେ ଆନ୍ଦୋଳନକାରୀଙ୍କ ସହଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ସାମିଲ

Proprietor Abhimanyu Maharana by Proprietor Abhimanyu Maharana
August 7, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଓଏସ୍‌ଏସଟିଇଟି ପାସଙ୍କୁ ନିଯୁକ୍ତି ମିଳୁ ଲୋଏର ପିଏମଜିରେ ଆନ୍ଦୋଳନକାରୀଙ୍କ ସହଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ସାମିଲ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୭ ଅଗଷ୍ଟ, ଶନିବାର ) ଭୁବନେଶ୍ୱର :- ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ ଲୋଏର ପିଏମଜିରେ ଆନ୍ଦୋଳନରତ ଓଏସ୍‌ଏସଟିଇଟି ପାସ ଅଣନିଯୁକ୍ତ ହିନ୍ଦୀ, ସଂସ୍କୁୃତ ଓ କ୍ରୀଡ଼ା ସଂଘର ସ୍ୱର ସହ ସ୍ୱର ମିଶାଇ ଆନ୍ଦୋଳନରେ ଅଂଶଗ୍ରହଣ କରିଥିଲେ । ଏହି ପ୍ରରିପ୍ରେକ୍ଷୀରେ ଶ୍ରୀ ନୱାଜ କହିଛନ୍ତି ଯେ ୨୦୧୪ ମସିହାରୁ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ନିଯକ୍ତି ପାଇଁ ବିଜ୍ଞାପନ ବାହାରି ନାହିଁ । ୧୦ ହଜାରୁ ଉର୍ଦ୍ଧ ପିଲା ଓଏସ୍‌ଏସଟିଇଟି ପାସ କରି ବେକାର ହୋଇ ବସିଛନ୍ତି ।

ଜାନୁଆରୀ ମାସରେ ୪୪୪୫ ନିଯୁକ୍ତି ପାଇଁ ଅର୍ଥ ମଞ୍ଜୁର ହୋଇଥିବାର ଜଣାପଡ଼ିଛି । ମାତ୍ର ସରକାର କ’ଣ ପାଇଁ ନିଯୁକ୍ତି ବିଜ୍ଞାପନ କରୁନାହାନ୍ତି ତାହା ଆଶ୍ଚର୍ଯ୍ୟର ବିଷୟ । ଏଥିପାଇଁ ନିଯୁକ୍ତି ଦାବିରେ ଏହି ସଂଘ ୧୨୫ ଦିନ ଧାରଣା ଏବଂ ୧୭ଦିନ ଆମରଣ ଅନସନ କରିଥିଲା । ଏମାନଙ୍କର ଦାବି ପୂରଣ ନହେଲେ ଏମାନେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଆମରଣ ଅନଶନ କରିବେ ବୋଲି ନିଷ୍ପତି ଗ୍ରହଣ କରିଛନ୍ତି ।

ଛାତ୍ର କଂଗ୍ରେସ ଏମାନଙ୍କର ଆନ୍ଦୋଳନ ଓ ଦାବିକୁ ସମର୍ଥନ କରୁଛି ଏବଂ ଏମାନଙ୍କର ଆନ୍ଦୋଳନରେ ସାମିଲ ହେବ ବୋଲି ନିଷ୍ପତି ଗ୍ରହଣ କରିଛି । ମୁଖ୍ୟମନ୍ତ୍ରୀ ତୁରନ୍ତ ସେମାନଙ୍କୁ ନିଯୁକ୍ତି ଦିଅନ୍ତୁ । ସାରା ରାଜ୍ୟରେ ଓଡ଼ିଆ ସ୍କୁଲ ମାନଙ୍କର ଅବସ୍ଥା ଅତି ଶୋଚନୀୟ କେଉଁଠି ହେଡମାଷ୍ଟର ନାହାନ୍ତି ତ କେଉଁଠି ୨-୩ଜଣ ଶିକ୍ଷକରେ ଅଷ୍ଟମରୁ ଦଶମ ପର୍ଯ୍ୟନ୍ତ ସ୍କୁଲ ଚାଲିଛି । ସରକାର ସ୍କୁଲ ମର୍ଜରର ନିଷ୍ପତି ଗ୍ରହଣ କରିଛନ୍ତି କିନ୍ତୁ ସ୍କୁଲକୁ ଶିକ୍ଷକ ଯୋଗାଇବା ନା ଧରୁ ନାହାନ୍ତି । ସୁତରାଂ ତୁରନ୍ତ ଏହି ଆନ୍ଦୋଳନରତ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଟ୍ରେନିଂ ପ୍ରାପ୍ତ ପିଲାଙ୍କୁ ଶିକ୍ଷକଭାବେ ନିଯୁକ୍ତି ଦିଆଯାଉ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

‘କୁହୁଡ଼ି’ ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

March 16, 2026
ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

ଜୟ ମହାବୀର ବରିଷ୍ଠ ନାଗରିକ ମଞ୍ଚ ଦଶପଲ୍ଲା ନୂତନ କର୍ମକର୍ତ୍ତା ନିର୍ବାଚନ ଚୟନ ବୈଠକ

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version