• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

“କୋରାପୁଟର କଫି ଚାଷୀଙ୍କ ସମୃଦ୍ଧି ପାଇଁ ଏକ ନୂଆ ଆଶାର କିରଣ। କଫି ଚାଷୀଙ୍କ ସାମାଜିକ : ଆର୍ଥିକ ଉନ୍ନତିରେ ଏହା ବଡ଼ ଭୂମିକା ନିର୍ବାହ କରିବ।” – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 8, 2021
in ଓଡ଼ିଶା, ମହାନଗର, ହୋମ୍
0
“କୋରାପୁଟର କଫି ଚାଷୀଙ୍କ ସମୃଦ୍ଧି ପାଇଁ ଏକ ନୂଆ ଆଶାର କିରଣ। କଫି ଚାଷୀଙ୍କ ସାମାଜିକ : ଆର୍ଥିକ ଉନ୍ନତିରେ ଏହା ବଡ଼ ଭୂମିକା ନିର୍ବାହ କରିବ।” – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ଦେଶବିଦେଶରେ ମହକିବ ‘କୋରାପୁଟ କଫି’ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ର ସହମତି ପ୍ରକାଶ କୋରାପୁଟ କସମପଦର ଗାଁର ସଫଳ କଫି ଚାଷୀ ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କଲେ – ମୁଖ୍ୟମନ୍ତ୍ରୀ

ଓଡ଼ିଶା ତାଜା ନ୍ୟୁଜ ( ୮ ଅଗଷ୍ଟ ରବିବାର )ଭୁବନେଶ୍ୱର :- ଆମ କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି । ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି । ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି ।

କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି । ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି । ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ ।”

“କଫି ଚାଷୀଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ । କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି ।

ଜୁନ ୨୦୨୧ ସୁଦ୍ଧା ୩୦,୦୦୦ ପରିବାରକୁ ୪୬,୦୦୦ ଏକରର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି । ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ‘ଲକ୍ଷ୍ମୀପୁର’, ‘କାଶିପୁର’, ‘ଦସମନ୍ତପୁର’, ‘ନନ୍ଦପୁର’, ‘ଲମଟାପୁଟ’, ‘କୋରାପୁଟ’ ଓ ‘ପଟ୍ଟାଙ୍ଗି’ ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮,୭୯୦ କେଜି କଫି ଚେରୀ ସଂଗ୍ରହ କରିଛି । ୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି । ଚଳିତ ବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଗତ ବର୍ଷ ଅପେକ୍ଷା ଅଧିକ କଫି ଉତ୍ପାଦନ ହେବ ବୋଲି ଆଶା ରଖାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version