• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନସଭା ୱେବସାଇଟ ରୁ କେବେ ଭ୍ରମ ହଟିବ : ରଣପୁର ପ୍ରଥମ ବିଧାୟକ ଙ୍କ ନାମ ସ୍ଥାନୀତ ହେବ

Proprietor Abhimanyu Maharana by Proprietor Abhimanyu Maharana
August 9, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ବିଧାନସଭା ୱେବସାଇଟ ରୁ କେବେ ଭ୍ରମ ହଟିବ : ରଣପୁର ପ୍ରଥମ ବିଧାୟକ ଙ୍କ ନାମ ସ୍ଥାନୀତ ହେବ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୯ ଅଗଷ୍ଟ ସୋମବାର) ଭୁବନେଶ୍ୱର ରିପୋର୍ଟ /ଅଭିମନ୍ୟୁ :- ସର୍ବ ପ୍ରାଚୀନ ଗଡ଼ଜାତ ରଣପୁର ଦେଶ ମୁକ୍ତି ପରେ ଓଡିଶା ରାଜ୍ୟରେ ୧୯୪୮ ଜାନୁଆରୀ ରେ ସାମିଲ ହେଲା ଓ ସେବେ ଠାରୁ ୧୯୫୨ ପ୍ରଥମ ସାଧାରଣ ନିର୍ବାଚନ ପର୍ଯ୍ୟନ୍ତ ଓଡ଼ିଶା ରାଜ୍ୟ ବିଧାନସଭା କଟକକୁ ରଣପୁର ପ୍ରଜା ଆନ୍ଦୋଳନ ର ମହାରଥୀ କନ୍ଧନୟାଗଡ଼ ଗ୍ରାମର ୰ ମୁରଲୀଧର ଦାସ ମନୋନୀତ ହୋଇ ପ୍ରତିନିଧିତ୍ୱ କରିଥିଲେ । ଖାଲି ସେତିକି ନୁହେଁ ୧୯୪୮ ଅଗଷ୍ଟରୁ କ୍ରମାଗତ ଭାବେ ପ୍ରଜା ସତ୍ୱ ଆଇନ ନେଇ ଦୃଢ଼ ଦାବି ରଖିଥିଲେ । ଯାହାକି ବିଧାନସଭା ୱେବ ରେ ଉପଲବ୍ଧ ନାହିଁ , ଭ୍ରମାତ୍ମକ ତଥ୍ୟ ରହିଛି । ଯାହାକୁ କି ଅଞ୍ଚଳର ବୁଦ୍ଧିଜୀବୀ ସୁରେଶ ମିଶ୍ର ଙ୍କ ସମେତ ଅନେକ ପ୍ରତିବାଦ କରି ପତ୍ର ଲେଖିଛନ୍ତି ।

ବର୍ତ୍ତମାନର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ମଧ୍ୟ ଏ ନେଇ ବାଚସ୍ପତିଙ୍କୁ ପତ୍ର ଲେଖିଛନ୍ତି । ୨୦୦୭ ରୁ କ୍ରମାଗତ ଭାବେ ତଥ୍ୟ ସୁଧାର ପାଈଁ ଦାବୀ ହୋଇଥିଲେ ହେଁ ଏ ଅବଧି ପର୍ଯ୍ୟନ୍ତ କୌଣସି ସୁଫଳ ମିଳିପାରିନାହିଁ । ଯାହାକି ରଣପୁର ସ୍ୱାଭିମାନ ପ୍ରତି ଗଭୀର ଅପମାନ ସଦୃଶ । ୰ ଦାସ ଉଚ୍ଚ ନ୍ୟାୟାଳୟ ଉଦଘାଟନ ଉତ୍ସବରେ ବିଧାନସଭା ପକ୍ଷରୁ ନିଜସ୍ୱ ଅଭିଭାଷଣ ରଖିଥିଲେ । ଏକାଧିକ ଗଣମାଧ୍ୟମ ସତ୍ୟବାଦୀ ବଳିଆରସିଂହ ଲିଖିତ ରଣପୁର ଇତିହାସ , ରାମଚନ୍ଦ୍ର ରାମ ଙ୍କ ସଂଗ୍ରାମୀ , ରଘୁ ଦିବାକର ଆସୋସିଏସନ ର ‘ ସହିଦ୍ ‘ , ମୁରଲୀଧର ସ୍ମୃତି କମିଟି ର ସ୍ମୃତି , ନେତା , ରଣଭୂଇଁ ,ରାଷ୍ଟ୍ରଦୀପ , ସମାଜ , ପୁରୁଷୋତ୍ତମ ସିଂହ ଙ୍କ ” ବାନର ସେନା ଇତିହାସ ,ବଂଶୀଧର ରାଉତ ଙ୍କ ରଣପୁର ବିଦ୍ରୋହ , ପ୍ରଭୃତି ଅନେକ ପୁସ୍ତକ ଓ ପତ୍ର ପତ୍ରିକା ରେ ଏ ସଂକ୍ରାନ୍ତରେ ଯଥେଷ୍ଟ ତଥ୍ୟ ଉଲେଖ୍ୟ ରହିଛି ।

ବର୍ତ୍ତମାନ ର ବାଚସ୍ପତି ଜଣେ ଅଭିଜ୍ଞ ଓ ପ୍ରାଙ୍କ ବ୍ୟକ୍ତିତ୍ୱ ହେଇଥିବାରୁ ଏହି ଦିଗରେ ଯଥା ଶୀଘ୍ର ସକାରାତ୍ମକ ପଦକ୍ଷେପ ନେବେ ବୋଲି ବରିଷ୍ଠ ଆଇନଜୀବୀ ସୁରେଶ ମିଶ୍ର ଦୃଢ଼ ଦାବୀ ରଖିବା ସହ ଏନେଇ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି । ଆଉ କେତେକ ଏ ଦିଗରେ ମାନ୍ୟବର ଅଦାଲତ ଙ୍କ ଦ୍ୱାରସ୍ଥ ହେବେ ବୋଲି ଓଡ଼ିଶା ତାଜା ନ୍ୟୁଜ୍ ଅନୁସନ୍ଧାନ ରୁ ଜାଣି ପାରିଛି । ଜିଲ୍ଲା ସାଂସ୍କୃତି ବିଭାଗ ଏ ଦିଗରେ ତତ୍ପରତା ପ୍ରକାଶ କରିବେ କି..?

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version