• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
August 11, 2021
in ଓଡ଼ିଶା, ପୁରୀ, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ବୁଧବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ଅଗଷ୍ଟ, ବୁଧବାର ) ଭୁବନେଶ୍ୱର :- ମେଷ: ଦୁଃଖ, ଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁ, ସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଦିବା ୦୩:୨୩ ଗତେ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ।

ବୃଷ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ଵ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ। କଥାରେ ଖିଲାପ କରନ୍ତୁ ନାହିଁ। ଦିବା ୦୩:୨୩ ଗତେ ଦୁଃଖ, ଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। ଯାତ୍ରାରେ ଓ କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରନ୍ତୁ। ଇଷ୍ଟ ମନନଶୀଳ ରହନ୍ତୁ, ସବୁ ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ଵାମୀ ବା ସ୍ତ୍ରୀ ସହ ସମ୍ବନ୍ଧ ଭଲ ରହିବ। ପରିବାରରେ ସୁଖଶାନ୍ତିର ବାତାବରଣ ଖେଳିବ। ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ। ଦିବା ୦୩:୨୩ ଗତେ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ଵ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ ଏବଂ ଆପଣଙ୍କ ଉପରୁ ଲୋକଙ୍କ ଭରସା ତୁଟିବାକୁ ଦିଅନ୍ତୁ ନାହିଁ। କଥାରେ ଖିଲାପ କରନ୍ତୁ ନାହିଁ।

କର୍କଟ: ସ୍ଵାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଅପମାନଜନକ ପରିସ୍ଥିତି ଉପୁଜିପାରେ। କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।  ଦିବା ୦୩:୨୩ ଗତେ କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ଵାମୀ ବା ସ୍ତ୍ରୀ ସହ ସମ୍ବନ୍ଧ ଭଲ ରହିବ। ପରିବାରରେ ସୁଖଶାନ୍ତିର ବାତାବରଣ ଖେଳିବ। ଭାଇଠାରୁ ଓ ବନ୍ଧୁବର୍ଗରୁ ସହଯୋଗ ମିଳିବ।

ସିଂହ: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତେଣୁ ଏ ଦିଗରୁ ସାବଧାନତା ଅବଲମ୍ବନୀୟ। ଦିବା ୦୩:୨୩ ଗତେ ସ୍ଵାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ। ଅପମାନଜନକ ପରିସ୍ଥିତି ଉପୁଜିପାରେ। କାର୍ଯ୍ୟକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ।

କନ୍ୟା: ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ। ଦିବା ୦୩:୨୩ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି। ଭାଗ୍ୟୋଦୟ ହେବାର ସମ୍ଭାବନା ଅଛି। ଦିନଟି ସବୁ ଦଟେିରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ତେଣୁ ଏ ଦିଗରୁ ସାବଧାନତା ଅବଲମ୍ବନୀୟ।

ତୁଳା: ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ। ଦିବା ୦୩:୨୩ ଗତେ ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ। ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ନୂତନ ଦ୍ରବ୍ୟ କ୍ରୟ ବା ସତ୍‌କାର୍ଯ୍ୟରେ ଦାନ କରିପାରନ୍ତି। ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ।

ବିଛା: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି।  ଦିବା ୦୩:୨୩ ଗତେ ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ଅଟକିରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବାର ସୁଯୋଗ ମିଳିପାରେ। ଭାଇ ଓ ବନ୍ଧୁ ମହଲରୁ ସହଯୋଗ ପାଇବେ।

ଧନୁ: ଉଦାସ ଉଦାସ ଲାଗିବ। ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ।  ସ୍ଵାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ। ଦିବା ୦୩:୨୩ ଗତେ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ଆର୍ଥିକ କାରବାରରେ ଲାଭ ଯୋଗ ରହିଛି।  

ମକର: ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଇଷ୍ଟ ମନନଶୀଳ ହୋଇ ଚଳନ୍ତୁ। କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଦିବା ୦୩:୨୩ ଗତେ ଉଦାସ ଉଦାସ ଲାଗିବ। ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ।  ସ୍ଵାସ୍ଥ୍ୟ ଚିନ୍ତା ଘାରିବ। ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଦୂରଯାତ୍ରା ସ୍ପୃହଣୀୟ ନୁହେଁ। ପେଟ ଗୋଳମାଳ ସହ ପାଗ ପରିବର୍ତ୍ତନଜନିତ ସମସ୍ୟା ଦେଖାଦେଇପାରେ।

କୁମ୍ଭ: ସୁଖସମ୍ପଦ ଲାଭ ହେବ। ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି। ଯାନବାହନରେ ସୁଖ ପାଇବେ।  ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ନିଜର କୃତିତ୍ଵ ପାଇଁ ସମ୍ମାନିତ ହେବେ।  ଦିବା ୦୩:୨୩ ଗତେ ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ। ଇଷ୍ଟ ମନନଶୀଳ ହୋଇ ଚଳନ୍ତୁ। କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ।

ମୀନ: ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ବ୍ୟବସାୟ-ବାଣିଜ୍ୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ପରିଶ୍ରମର ମନୋବାଞ୍ଛିତ ଫଳ ମିଳିବ। ଦିବା ୦୩:୨୩ ଗତେ ସୁଖସମ୍ପଦ ଲାଭ ହେବ। ପରିବାରରେ ବା ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି। ଯାନବାହନରେ ସୁଖ ପାଇବେ। ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ନିଜର କୃତିତ୍ଵ ପାଇଁ ସମ୍ମାନିତ ହେବେ।

ଦୈନିକ ରାଶିଫଳ ମୁଖ୍ୟତଃ ଚନ୍ଦ୍ରଙ୍କ ସ୍ଥିତିରୁ ବିଚାର କରାଯାଏ ଭାରତରେ ପ୍ରାୟ ୧୨ କୋଟି ଲୋକ ଗୋଟିଏ ରାଶିର ହୋଇଥାନ୍ତି ଏଥିରେ ଦିଆଯାଉଥିବା ଫଳ ସେ ସମସ୍ତଙ୍କ ପାଇଁ ସମାନ ଭାବରେ ଘଟିବ ବୋଲି ଭାବିବା ଠିକ୍‌ ନୁହେଁ ରାଶିଫଳରୁ ପାଠକମାନେ ମୁଖ୍ୟତଃ ଦିନଟିର ଶୁଭାଶୁଭ ଜାଣିପାରିବେ ତେବେ ରାଶିଫଳରେ ଦିଆଯାଇଥିବା ପୂର୍ବାନୁମାନକୁ ନିଜର ସଂପୂର୍ଣ୍ଣ ଭାଗ୍ୟଫଳ ବୋଲି ବିଚାର କରି କର୍ମ, ସାଧନା ବା ଉଦ୍ୟମରୁ ବିରତ ରହନ୍ତୁ ନାହିଁକାରଣ ବାସ୍ତବରେ ଆପଣଙ୍କ କର୍ମ ହିଁ ଆପଣଙ୍କ ଭାଗ୍ୟ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version