• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଘୁ.ଉଦୟଗିରି ଠାରେ ଇନଡୋର ଷ୍ଟାଡିୟମର ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ ଓ ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
August 13, 2021
in ଓଡ଼ିଶା, କନ୍ଧମାଳ, ହୋମ୍
0
ଘୁ.ଉଦୟଗିରି ଠାରେ ଇନଡୋର ଷ୍ଟାଡିୟମର ନିର୍ମାଣ ନିମନ୍ତେ ଅର୍ଥ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଧାୟକ ଓ ଗ୍ରାମବାସୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅଗଷ୍ଟ ଗୁରବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦରେ ପ୍ରସ୍ତାବିତ ଇନଡୋର  ଷ୍ଟାଡିଅମର ନିର୍ମାଣ ନିମନ୍ତେ ଅନୁଦାନ ମଂଜୁର କରିଥିବାରୁ ନଗର ବିଜୁ ଜନତା ଦଳ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ସହ ଧନ୍ୟବାଦ ଜଣେଇଛନ୍ତି ଘୁ.ଉଦୟଗିରି ବାସୀ I ଯୁବବର୍ଗଙ୍କ ବ୍ୟକ୍ତିତ୍ୱର ବିକାଶ, ଅନ୍ତର୍ନିହିତ ଶକ୍ତିର ଉପଯୋଗ ତଥା ଆତ୍ମବିଶ୍ୱାସ ବୃଦ୍ଧି କରିବାରେ କ୍ରୀଡା ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ I କ୍ରୀଡ଼ାରେ ପୁଞ୍ଜି ବିନିଯୋଗ ଯୁବଶକ୍ତି ପାଇଁ ବିନିଯୋଗ ଅଟେ ଏବଂ ଯୁବଶକ୍ତି ପାଇଁ ବିନିଯୋଗ ଆମ ଦେଶର ଭବିଷ୍ୟତ ପାଇଁ ବିନିଯୋଗ ଅଟେ l

ବିଜୁ ବାବୁଙ୍କ ଆନ୍ତରିକ ଇଛା ଥିଲା ଯେ, ପ୍ରତ୍ୟେକ ଓଡ଼ିଆ ନିଜ ପ୍ରତିଭା ବିକାଶ ନିମନ୍ତେ ଉପଯୁକ୍ତ ସୁଯୋଗ ପାଆନ୍ତୁ, ପ୍ରତ୍ୟେକ କ୍ଷେତ୍ରରେ ଉତ୍କର୍ଷ ହାସଲ କରି ସଫଳତାର ଶିଖର ସ୍ପର୍ଶ କରନ୍ତୁ ବୋଲି ଉପସ୍ଥିତ ଦଳୀୟ କର୍ମକର୍ତ୍ତା ମତପ୍ରକାଶ କରିଥିଲେ I ସେହି ଦୃଷ୍ଟି ଭଙ୍ଗୀ ଆଧାରରେ ଘୁ. ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଏକ ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ ଛଅ କୋଟି ଟଙ୍କାର ଅନୁଦାନ ଅନୁମୋଦନ କରି ଥିବାରୁ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ, ଟିକାବାଲି ବ୍ଲକ ସଭାପତି ରୋଦନ ମଲିକ,

ରାଇକିଆ ବ୍ଲକ ସଭାପତି ରାଜମୋହନ ଦିଗାଳ, ଘୁ.ଉଦୟଗିରି ନଗର ସଭାପତି ଗୋପାଳ କୃଷ୍ଣ ମହାପାତ୍ର, ମହିଳା ସଭାନେତ୍ରୀ ଭାନୁପ୍ରଭା ମିଶ୍ର, ବିଧାୟକ ପ୍ରତିନିଧି ରାଜା ପାତ୍ର, ଲେକଚରର ବୁଲିଆନ, ଏମ.ଡି. ଆଲମାସ, ଯୁବ ସଭାପତି ବ୍ରହ୍ମlନନ୍ଦ ସାହୁ, ଛୋଟନ ନାୟକ, ଅମିତ ପ୍ରଧାନ ବ୍ଲକ ସଭାପତି ଲିଙ୍ଗରାଜ କହଁର, ସୁରେନ୍ଦ୍ର ପ୍ରଧାନ, ସଚ୍ଚିଦାନନ୍ଦ ପ୍ରଧାନ ଏବଂ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ I ଏହାକୁ ନେଇ ଘୁ.ଉଦୟଗିରି ବଣିକ ସଂଘ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଆନ୍ତରିକ କୃତଜ୍ଞ ତଥା ଧନ୍ୟବାଦ ଅର୍ପଣ କରିଥିଲେ ବିଧାୟକ I ସର୍ବଶେଷରେ ଉପସ୍ଥିତ ଯୁବ କ୍ରୀଡ଼ାବିତ ମୁଖ୍ୟମନ୍ତ୍ରୀ ପଠାଇଥିବା ଜର୍ସି ପିନ୍ଧି ଦଳିୟ ବ୍ୟାନର ଧରି ଦଳୀୟ ସ୍ଲୋଗାନ ଦେଇ ସମଗ୍ର ସହର ପରିକ୍ରମା କରିଥିଲେ I (ରିପୋର୍ଟ/ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

August 17, 2026
ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ଜାଗ୍ରୃତିକା ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ

ଆଇପିଏସ ଅଧିକାରୀ ଶ୍ରୀ ବିନୟତୋଷ ମିଶ୍ର ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଭାବେ ଦାୟିତ୍ୱ ଗ୍ରହଣ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

୮୦ତମ ସ୍ଵାଧୀନତା ଦିବସ ଚିଲିକା ବ୍ଲକ ଅନ୍ତର୍ଗତ ଅପର୍ତ୍ତୀ ଉଚ୍ଚ ବିଦ୍ୟାଳୟ ନଈରୀରେ ପାଳିତ ହୋଇଯାଇଛି

August 17, 2026
ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ସ୍ଵାଧୀନତା ଦିବସ ପାଳିତ

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version