• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରକ୍ତଦାନ ପାଈଁ ପ୍ରୋତ୍ସାହନ ଦେବା : ଚାନ୍ଦପୁର କୋଭିଡି ମେଡିକାଲ ପରିଦର୍ଶନ କଲେ ବିଧାୟକ – ରଣପୁର

Proprietor Abhimanyu Maharana by Proprietor Abhimanyu Maharana
April 15, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରକ୍ତଦାନ ପାଈଁ ପ୍ରୋତ୍ସାହନ ଦେବା : ଚାନ୍ଦପୁର କୋଭିଡି ମେଡିକାଲ ପରିଦର୍ଶନ କଲେ ବିଧାୟକ – ରଣପୁର
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଖରାବେଳେ ରକ୍ତର ଅଭାବ ଦୂର କରିବା ପାଈଁ ରଣପୁର ନିର୍ବାଚନ ମଣ୍ଡଳୀ ର ପ୍ରତି ପଞ୍ଚାୟତ ରୁ ପାଞ୍ଚ ଜଣ ରକ୍ତଦାତା ନୟାଗଡ ଯାଇ ସୁରୁଖୁରୁ ରେ ରକ୍ତ ଦେବା ପାଇଁ ବିଧାୟକ ଙ୍କ ପ୍ରଚେଷ୍ଟା । ଆଜି ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ସତ୍ୟନାରାୟଣ ପ୍ରଧାନ ଜିଲ୍ଲାର ଏକମାତ୍ର କୋଭିଡି ମେଡିକାଲ ପରିଦର୍ଶନ କରିଥିବା ଜଣାଯାଇଛି , ଚାନ୍ଦପୁର ଜୋନ୍ ।

ରଣପୁର, (ଓଡିଶା ତାଜା ନ୍ୟୁଜ୍‌ ) ଚାନ୍ଦପୁର ଜୋନ୍, ବୁଧବାର, ଏପ୍ରିଲ 15.4.2020, ରିପୋର୍ଟ ସୋନାଲି :- ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ କ୍ରମେ ଖରାବେଳେ ରକ୍ତର ଅଭାବ ଦୂର କରିବା ପାଈଁ ରଣପୁର ନିର୍ବାଚନ ମଣ୍ଡଳୀ ର ପ୍ରତି ପଞ୍ଚାୟତ ରୁ ପାଞ୍ଚ ଜଣ ରକ୍ତଦାତା ନୟାଗଡ ଯାଇ ସୁରୁଖୁରୁ ରେ ରକ୍ତ ଦେବା ପାଇଁ ବିଧାୟକ ଙ୍କ ପ୍ରଚେଷ୍ଟା । ଆଜି ରଣପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ ସତ୍ୟନାରାୟଣ ପ୍ରଧାନ ଜିଲ୍ଲାର ଏକମାତ୍ର କୋଭିଡି ମେଡିକାଲ ପରିଦର୍ଶନ କରିଥିବା ଜଣାଯାଇଛି ।

ଚାନ୍ଦପୁର ଜୋନ୍ ରେ ସ୍ବେଛାକୃତ ଭାବେ ରକ୍ତଦାନ କରିବା ପାଈଁ କୋଭିଡି ହସ୍ପିଟାଲ ରେ ବ୍ୟବସ୍ଥା କରାଯାଇଛି ଏହାକୁ ରଣପୁର ବିଧାୟକ ସହିତ ପାଞ୍ଚ ଜଣ ତଦାରଖ କରୁଛନ୍ତି । ରଣପୁର ର ତତକାଳିନ ରାଜମାତା ତଥା ଓଡିଶାର ପ୍ରଥମ ମହିଳା ମନ୍ତ୍ରୀ ବସନ୍ତ ମଞରୀ ଦେବୀ ଙ୍କ ଉଦ୍ୟମରେ ଚାନ୍ଦପୁର ଠାରେ ବସନ୍ତ ମଞରୀ ସ୍ୱସ୍ଥ୍ୟ ନିବାସ ନିର୍ମାଣ କରାଯାଇଥିଲା । ଯକ୍ଷ୍ମା ରୋଗପାଇଁ ଏହି ମେଡିକାଲ ପ୍ରତିଷ୍ଠା କରାଯାଇଥିଲା । ସେତେବେଳେ ଯକ୍ଷ୍ମା ରୋଗ ଆରୋଗ୍ୟରେ ଏହି ମେଡିକାଲ ଦେଶ ବିଦେଶରେ ସୁନାମ ଆଣିଥିଲା । ଏବେ ଏହି ମେଡିକାଲର ନବକଳେବର ହୋଇଥିବାରୁ ଓ ଏଠାରେ ଡାକ୍ତର ରହିବା ସହିତ ବିଭିନ୍ନ ପ୍ରକାର ସୁବିଧା ରହିଛି । ୨୦୦ ଶଯ୍ୟା ବିଶିଷ୍ଠ କୋଭିଡ ମେଡିକାଲ କରିବା ପାଇଁ ଜିଲ୍ଲା ପ୍ରଶାସନ ନିଷ୍ପତି ନେଇଥିଲା ।

କିଛି ଦିନ ତଳେ ନୟାଗଡ ଜିଲ୍ଲାପାଳ ଡଃ ପୋମା ଟୁଡୁ ପରିଦର୍ଶନ କରିଥିବାବେଳେ ଆଜି ରଣପୁର ବିଧାୟକ ଶ୍ରୀ ପ୍ରଧାନ ମେଡିକାଲ ପରିଦର୍ଶନ କରି ସୁବିଧା ଅସୁବିଧା ଅନୁଧ୍ୟନ କରିଥିଲେ ଓ ମେଡିକାର ସୁପରିଟେଣ୍ଡ ବି.ସୁରୟ ରାୟ ଙ୍କ ସହ ଆଲୋଚନା କରିଥିଲେ । ଏହାପରେ ରଣପୁର ବ୍ଲକ ପରିଷର ବିଡିଓ ପଚାଂନନ ପଟ୍ଟାନାୟକ ଙ୍କ ସହ ବିଭିନ୍ନ ପଚାଂୟତରେ ଖୋଲା ଯାଇଥିବା ଆୟୁସୋଲେସନ ହଲ ଓ ଗରୀବ, ନିରାଶ୍ରୟ ମାନଙ୍କୁ ଦିଆଯାଉଥିବା ଖାଦ୍ୟ ସମ୍ପର୍କରେ ପଚାରି ବୁଝିଥିଲେ । ଚାନ୍ଦପୁର ଜୋନ୍ ରେ ସ୍ବେଛାକୃତ ଭାବେ ରକ୍ତଦାନ କରିବା ପାଈଁ କୋଭିଡି ହସ୍ପିଟାଲ ରେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ବିଧାୟକ ଙ୍କ ଏହି ଗ୍ରସ୍ତରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ସମିତି ଅଧକ୍ଷ ଦେବାଶିଷ ପଟ୍ଟନାୟକ , ପ୍ରଭାତ ଦଳବେହେରା , ଚାନ୍ଦପୁର ଜିଲ୍ଲାପରିଷଦ ବିଜୟ କେତନ ସାହୁ ,ବ୍ଲକ ସଭାପତି ପାଣ୍ଡବ ସେଠୀ ପ୍ରମୁଖ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version