• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ – ସ୍ମୃତିଚାରଣ କଲେ ପ୍ରଧାନମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 16, 2021
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ – ସ୍ମୃତିଚାରଣ କଲେ ପ୍ରଧାନମନ୍ତ୍ରୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୬ ଅଗଷ୍ଟ ସୋମବାର ) ଭୁବନେଶ୍ୱର :- ନୂଆଦିଲ୍ଲୀ,ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକୀ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚାରଣ କରୁଛି ସାରା ଦେଶ । ତାଙ୍କ ସ୍ମୃତିରେ ଅଟଳ ସମାଦୀରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ସଭାପତି ଜେପି ନଡ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ ।

ସୂଚନା ଥାଉକି, ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ଅଗଷ୍ଟ ୧୬, ୨୦୧୮ରେ ଦିଲ୍ଲୀର AIIMS ହସ୍ପିଟାଲରେ ମୃତ୍ୟୁ ହୋଇଥିଲା । ତାଙ୍କୁ ୨୦୧୫ ମସିହାରେ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯ୩ଇଥିଲା । ଜବାହରଲାଲ ନେହେରୁଙ୍କ ପରେ ଅଟଳ ବିହାରୀ ବାଜପେୟୀ ଏକମାତ୍ର ନେତା ଯିଏକି ପ୍ରଧାନମନ୍ତ୍ରୀ ପଦରେ ତିନିଥର କାର୍ଯ୍ୟ କରିଥିଲେ ।

ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀ ୨୫ ଡିସେମ୍ବର ୧୯୨୪ରେ ମଧ୍ୟପ୍ରଦେଶର ଗ୍ୱାଲିଅରରେ ଜନ୍ମଗ୍ରହଣ କରିଥିଲେ । ଏଥି ସହିତ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ତୃତୀୟ ମୃତ୍ୟୁ ବାର୍ଷିକୀରେ ଲକ୍ଷ୍ନୌରେ ଅପରାହ୍ନ ୫.୩୦ ସମୟରେ ‘ମେରୀ ଯାତ୍ରା-ଅଟଳ ଯାତ୍ରା’ ନାମକ ଏକ ନାଟକ ମଞ୍ଚସ୍ଥ ହେବ ।

ଅଟଳ ବିହାରୀ ବାଜପେୟୀ ମେମୋରିଆଲ ଫାଉଣ୍ଡେସନ ପକ୍ଷରୁ ସିଏମ ଯୋଗୀ, ଉଭୟ ଡେପୁଟି ସିଏମ, ବିଜେପି ରାଜ୍ୟ ସଭାପତି ମଧ୍ୟ କେଜିଏମୟୁର ଅଟଳ ବିହାରୀ ବାଜପେୟୀ ସମ୍ମିଳନୀ କେନ୍ଦ୍ରରେ ଯୋଗଦେବେ । ଏହି ଅବସରରେ, ଅଟଳ ଜୀ ସହିତ କାମ କରିଥିବା ୧୫ ଜଣଙ୍କୁ ସମ୍ମାନିତ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version