• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫-ଟି ସଚିବଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ ୩୯ଟି ସ୍କୁଲର ରୂପାନ୍ତରୀକରଣ କାମ ସଂପୂର୍ଣ୍ଣ ୨୧ରୁ ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭ ଭିଡ଼ିଓ କଲ୍ ଯୋଗେ ପିଲାଙ୍କ ସହ କଥା ହେଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
August 16, 2021
in ଓଡ଼ିଶା, ଗଞ୍ଜାମ, ହୋମ୍
0
୫-ଟି ସଚିବଙ୍କ ଦୁଇ ଦିନିଆ ଗଞ୍ଜାମ ଗସ୍ତ ୩୯ଟି ସ୍କୁଲର ରୂପାନ୍ତରୀକରଣ କାମ ସଂପୂର୍ଣ୍ଣ ୨୧ରୁ ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭ ଭିଡ଼ିଓ କଲ୍ ଯୋଗେ ପିଲାଙ୍କ ସହ କଥା ହେଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ତାରାତାରିଣୀ ମନ୍ଦିର ଓ ପାରିପାର୍ଶ୍ବିକ ବିକାଶ କାର୍ଯ୍ୟ ନଭେମ୍ଭର ସୁଦ୍ଧା ସଂପୂର୍ଣ୍ଣ ହେବ

ଓଡ଼ିଶା ତାଜା ନ୍ୟୁଜ (୧୫ ଅଗଷ୍ଟ ରବିବାର ) ଗଞ୍ଜାମ :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍ ୧୫ ଓ ୧୬ ତାରିଖ ଦୁଇ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କଲ୍ ଯୋଗେ ଶାସନ ଆମ୍ଵ ଗାଁର ବୃନ୍ଦାବନ ସ୍ମୃତି ବିଦ୍ୟାପୀଠ ର ଛାତ୍ରଛାତ୍ରୀ ମୀରା ସ୍ବାଇଁ ଓ ଦୀପକ ଦଳାଇଙ୍କ ସହ କଥା ହୋଇ ସ୍କୁଲ ରୂପାନ୍ତରୀକରଣ କାମ ସମ୍ପର୍କରେ ପିଲା ତଥା ଅଭିଭାବକ ମାନଙ୍କ ମତାମତ ଲୋଡିଥିଲେ । ସେମାନେ ସ୍କୁଲ ରୂପାନ୍ତରୀକରଣ ଦିଗରେ ମୁଖ୍ୟମନ୍ତ୍ରୀ ଙ୍କ ପଦକ୍ଷେପ ର ଉଚ୍ଚ ପ୍ରଶସା କରିବା ସହ ଧନ୍ୟବାଦ ଜଣାଇଥିଲେ ।

ଶ୍ରୀ ପାଣ୍ଡିଆନ ପ୍ରଥମେ ହିଞ୍ଜିଳି ଓ ଶେରଗଡରେ ଥିବା ୩୯ଟି ହାଇସ୍କୁଲରେ ୫-ଟି କାର୍ଯ୍ୟକ୍ରମ ଅଧିନରେ ଚାଲିଥିବା ରୂପାନ୍ତରୀକରଣ କାମ ପର୍ଯ୍ୟବେକ୍ଷଣ କରିଥିଲେ। ଏହି ଅବସରରେ ସେ ସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ, ଅଭିଭାବକ, ସ୍କୁଲ ପରିଚାଳନା କମିଟିର ସଦସ୍ୟ ଏବଂ ପଞ୍ଚାୟତ ପ୍ରତିନିଧି ମାନଙ୍କ ସହିତ ଏହି ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ସଂପର୍କରେ ଆଲୋଚନା କରିଥିଲେ। ଏହି ସ୍ମାର୍ଟ କ୍ଲାସ ରୁମ୍‌ କାର୍ଯ୍ୟକ୍ରମରେ ସ୍କୁଲ ଗୁଡିକରେ ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, Hygenic toilet, ସ୍ବଚ୍ଛ ପାନୀୟ ଜଳ ବ୍ୟବସ୍ଥା, ଖେଳପଡିଆ ଓ ବୃକ୍ଷରୋପଣ ଆଦି କାର୍ଯ୍ୟକ୍ରମକୁ ୫-ଟି ସଚିବ ପର୍ଯ୍ୟବେକ୍ଷଣ କରି ଅଗ୍ରଗତିର ସମୀକ୍ଷା କରିଥିଲେ।

ଶ୍ରୀ ପାଣ୍ଡିଆନଙ୍କ ସମୀକ୍ଷାରୁ ଜଣାଯାଇଛି ଯେ ହିଞ୍ଜିଳି ଓ ଶେରଗଡର ୩୯ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ କାମ ସଂପୂର୍ଣ୍ଣ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ ୨୧ ତାରିଖରୁ ଏହାକୁ ପର୍ଯ୍ୟାୟକ୍ରମେ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ । ସୂଚନାଯୋଗ୍ୟ ଯେ ସାରା ରାଜ୍ୟରେ ୧୦୭୨ଟି ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍ର ବିକାଶ କରାଯାଉଛି। ଏଥିରେ ପିଲାଙ୍କ ପାଇଁ କମ୍ପୁଟର ବ୍ୟବସ୍ଥା ସହିତ ଉନ୍ନତ ଲାବୋରେଟୋରୀ, ଲାଇବ୍ରେରୀ ଓ ଅନ୍ୟାନ୍ୟ ସୁବିଧା କରାଯାଉଛି । ଏହାପରେ ୫-ଟି ସଚିବ ଗଞ୍ଜାମର ପ୍ରସିଦ୍ଧ ତାରାତାରିଣୀ ମନ୍ଦିର ଗସ୍ତ କରି ମନ୍ଦିର ଓ ଏହାର ପାରିପାର୍ଶ୍ବିକ ବିକାଶ କାମ ପର୍ଯ୍ୟବେକ୍ଷଣ କରିଥିଲେ।

ମନ୍ଦିରର ପ୍ରସାଦ ସେବନ ହଲ୍‌, Interpetation Complex, ଦୀପଘର, ସ୍ନାନ ମଣ୍ଡପ, ଯଜ୍ଞ ମଣ୍ଡପ ଆଦି ପର୍ଯ୍ୟବେକ୍ଷଣ କରିଥିଲେ ଏବଂ ମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କରିଥିଲେ। ଏହା କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ପରାମର୍ଶ ଦେଇ ସେ ଅଧିକାରୀମାନଙ୍କୁ ମନ୍ଦିର ବିକାଶ କାର୍ଯ୍ୟକୁ ନଭେମ୍ବର ୨୦୨୧ ସୁଦ୍ଧା ସଂପୂର୍ଣ୍ଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ଶ୍ରୀ ପାଣ୍ଡିଆନ ପୁରୁଷୋତ୍ତମପୁର ଆଇ.ଟି.ଆଇ ପରିଦର୍ଶନ କରି ସେଠାରେ ଛାତ୍ରଛାତ୍ରୀ ଓ ଶିକ୍ଷକଶିକ୍ଷୟତ୍ରୀ ମାନଙ୍କ ସହିତ ଆଲୋଚନା କରିଥିଲେ

ଏବଂ ପିଲାମାନଙ୍କୁ ଶିକ୍ଷାଦାନ ପଦ୍ଧତିରେ ବିଭିନ୍ନ ଆଧୁନିକ ବ୍ୟବସ୍ଥା ସଂପର୍କରେ ପଚାରି ବୁଝିଥିଲେ। ଏହି ଆଇ.ଟି.ଆଇରେ ପାଠ ପଢୁଥିବା ୯୦ ପ୍ରତିଶତ ପିଲା ଚାକିରୀ ପାଉଥିବାରୁ ସେମାନେ ଆଇ.ଟି.ଆଇ ଗୁଡିକର ଉନ୍ନତ ଶିକ୍ଷାଦାନ ବ୍ୟବସ୍ଥା ପାଇଁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ, ଜିଲ୍ଲାର ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026
ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପଞ୍ଚସଖା ଶିକ୍ଷା ସେତୁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version