• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆପିକଲର ନୂଆ େୱବ୍‌ସାଇଟ୍‌ ଲୋକାର୍ପିତ ରାଜ୍ୟରେ କୃଷି ଉଦ୍ୟୋଗ ନିମନ୍ତେ ବ୍ୟାପକ ସୁଯୋଗ ରହିଛି – ମନ୍ତ୍ରୀ ଡ. ସାହୁ

Proprietor Abhimanyu Maharana by Proprietor Abhimanyu Maharana
August 18, 2021
in ଓଡ଼ିଶା, ମହାନଗର, ହୋମ୍
0
ଆପିକଲର ନୂଆ େୱବ୍‌ସାଇଟ୍‌ ଲୋକାର୍ପିତ ରାଜ୍ୟରେ କୃଷି ଉଦ୍ୟୋଗ ନିମନ୍ତେ ବ୍ୟାପକ ସୁଯୋଗ ରହିଛି – ମନ୍ତ୍ରୀ ଡ. ସାହୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅଗଷ୍ଟ ମଙ୍ଗଳବାର ) ଭୁବନେଶ୍ୱର :- ୨୦୨୧ ରାଜ୍ୟରେ କୃଷି ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ବ୍ୟାପକ ସୁଯୋଗ ରହିଛି । ଏହା ଦ୍ୱାରା କୃଷି କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ହେବା ସହିତ କୃଷକମାନଙ୍କର ଆୟ ବୃଦ୍ଧି ହୋଇପାରିବ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି କୃଷି ଭବନଠାରେ ଓଡ଼ିଶା କୃଷି ପ୍ରୋତ୍ସାହନ ଓ ପୁଞ୍ଜିଲଗାଣ ନିଗମ ଲିମିଟେଡ୍‌ (ଆପିକଲ)ର ନୂତନ ୱବ୍‌ସାଇଟ୍‌କୁ ଲୋକାର୍ପଣ କରିବା ଅବସରରେ ମନ୍ତ୍ରୀ ଡ. ସାହୁ କହିଲେ ଯେ ରାଜ୍ୟ ସରକାର କୃଷକମାନଙ୍କ ଆୟକୁ ଦ୍ୱିଗୁଣିତ/ବହୁଗୁଣିତ କରିବା ପାଇଁ ଅନେକଗୁଡ଼ିଏ ଯୋଜନା ପ୍ରଣୟନ କରିଥିବାବେଳେ ରାଜ୍ୟରେ କୃଷି ଓ ଆନୁଷଙ୍ଗିକ କୃଷିଭିତ୍ତିକ ଶିଳ୍ପ, ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଏବଂ କୃଷିଜାତ ଦ୍ରବ୍ୟକୁ ମୂଲ୍ୟଯୁକ୍ତ କରି ବଜାରରେ ବିକି୍ର କରିପାରିଲେ କୃଷକମାନେ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟ ନିମନ୍ତେ ଅଧିକ ମୂଲ୍ୟ ପାଇପାରିବେ ।

ରାଜ୍ୟ ସରକାର ଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ କ ଷୃି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଅନେକ ପ୍ରୋତ୍ସାହନ ଓ ଆକର୍ଷଣୀୟ ରିହାତି ଯୋଗାଇ ଦିଆଯାଉଛି ଏବଂ ଆପିକଲ ମାଧ୍ୟମରେ ଏହା କାର୍ଯ୍ୟକାରୀ ହେଉଛି । ଉଦ୍ୟୋଗୀମାନଙ୍କୁ ଶିଳ୍ପ ପ୍ରତିଷ୍ଠା ନିମନ୍ତେ ଆପିକଲ ପକ୍ଷରୁ ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ଯୋଗାଇ ଦିଆଯାଉଥିବାବେଳେ ଯୁବ ଉଦ୍ୟୋଗୀମାନେ ଏ ଦିଗରେ ଆଗେଇ ଆସିବା ଉଚିତ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଆପିକଲର ନୂତନ େୱବ୍‌ସାଇଟ୍‌ରେ ସମସ୍ତ ଯୋଜନା ସମ୍ବନ୍ଧରେ ବିସ୍ତୃତ ସୂଚନା ପ୍ରଦାନ କରାଯିବା ସହିତ ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ବିଭିନ୍ନ ବୈଷୟିକ ସୂଚନା ମଧ୍ୟ ଦିଆଯାଇଛି ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ ।

ସଂପ୍ରତି ରାଜ୍ୟର ଶିକ୍ଷିତ ଯୁବକ ମାନେ କୃଷି ଉଦ୍ୟୋଗ ପ୍ରତିଷ୍ଠା ନିମନ୍ତେ ଆଗ୍ରହ ପ୍ରକାଶ କରୁଥିବାବେଳେ ଆପିକଲର ଏହି ନୂତନ େୱବ୍‌ସାଇଟ୍‌ ସେମାନଙ୍କୁ ସହାୟକ ହେବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଏଥି ସହିତ ମନ୍ତ୍ରୀ ଡ. ସାହୁ ଆପିକଲର ତ୍ରୈମାସିକ ନିଉଜ୍‌ଲେ ଟର ‘ଉଦ୍ୟମିତା’ର ମଧ୍ୟ ଶୁଭ ଉନୋ୍ମ ଚନ କରିଥିଲେ । ଏହା ରାଜ୍ୟର କୃଷି ଉଦ୍ୟୋଗ ବିକାଶ ଦିଗରେ ଏକ ଉପଯୋଗ ସମ୍ବାଦପତ୍ର ଭାବେ ଭୂମିକା ନିର୍ବାହ କରିବ ବୋଲି ମନ୍ତ୍ରୀ ଡ.ସାହୁ କହିଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉପଦେଷ୍ଟା ଶ୍ରୀ କୃତିବାସ ପାତ୍ର, କୃଷି ଉତ୍ପାଦନ କମିଶନର ଶ୍ରୀ ରାଜକୁମାର ଶର୍ମା, କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ ଯୋଗଦେଇ ଆପିକଲକୁ ଅଧିକ କ୍ରିୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରାରମ୍ଭରେ ଆପିକଲର ପରିଚାଳନା ନିର୍ଦ୍ଦେଶକ ଡ.ପ୍ରଭାତ କୁମାର ରାଉଳ ଆପିକଲ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

ବିଶୁଦ୍ଧ ପାନୀୟ ଜଳ ସଙ୍କଟ : ନୂତନ ନଳକୂପ ଖନନ ପାଇଁ ଦାବୀ

June 12, 2026
ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ଶିଖରରେ ଠାରେ ୯ ଦିନ ଧରି ଆୟୋଜିତ ମହେନ୍ଦ୍ରମେଳା ଉଦଯାପିତ

June 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

June 12, 2026
ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version