• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡ୍‌ସ ପକ୍ଷରୁ ସୁନା ଓ ରୁପା ରାକ୍ଷୀସହ ରାକ୍ଷୀପୂର୍ଣ୍ଣିମା ପାଳନ

Proprietor Abhimanyu Maharana by Proprietor Abhimanyu Maharana
August 18, 2021
in ଓଡ଼ିଶା, ଦେଶ, ବାଣିଜ୍ୟ, ହୋମ୍
0
ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡ୍‌ସ ପକ୍ଷରୁ ସୁନା ଓ ରୁପା ରାକ୍ଷୀସହ ରାକ୍ଷୀପୂର୍ଣ୍ଣିମା ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅଗଷ୍ଟ ବୁଧବାର ) ଭୁବନେଶ୍ୱର :– ଭାରତର ଅନ୍ୟତମ ଅଗ୍ରଣୀ ଗହଣା ପ୍ରତିଷ୍ଠାନ ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍ ପକ୍ଷରୁ ରାକ୍ଷୀପୂର୍ଣ୍ଣିମା ଉପଲକ୍ଷେ ସ୍ୱତନ୍ତ୍ର ସୁନା ଓ ରୁପାରେ ତିଆରି ରାକ୍ଷୀକୁ ଉନ୍ମୋଚନ କରାଯାଇଛି । ଭାଇ ଓ ଭଉଣୀ ମଧ୍ୟର ଏହି ସମ୍ପର୍କକୁ ପାଳନ କରିବା ଲାଗି କଂପାନି ତରଫରୁ ସ୍ୱତନ୍ତ୍ର ଭାବେ ରାକ୍ଷୀ ଗୁଡ଼ିକୁ ପ୍ରସ୍ତୁତ କରାଯାଇଛି । ଭାରତୀୟ ପୁରାଣ ଓ ସଂସ୍କୃତିରେ ବ୍ୟବହାର ହେଉଥିବା ସଙ୍କେତ ଦ୍ୱାରା ଅନୁପ୍ରାଣିତ ହୋଇ ରାଖିଗୁଡ଼ିକୁ ତିଆରି କରାଯାଇଛି । ଏହି ସମ୍ଭାରରେ ଥିବା ସୁନା ରାଖିର ମୂଲ୍ୟ ୧୫ ହଜାର ଟଙ୍କାରୁ ଆରମ୍ଭ ହୋଇଥିବା ବେଳେ ରୁପା ରାଖି ଦାମ୍ ୫୦୦ ଟଙ୍କାରୁ ଆରମ୍ଭ ହୋଇଛି ।

“ମୂଲ୍ୟବାନ ମୁହୂର୍ତ ଓ ସମ୍ପର୍କକୁ ଶୁଭ ଧାତବ ଦ୍ୱାରା ପାଳନ କରାଯାଏ ଏବଂ ରାଖି ପୂର୍ଣ୍ଣିମା ହେଉଛି ସେଭଳି ଏକ ଅବସର ଯାହା ଭାଇ ଓ ଭଉଣୀ ଭିତରେ ଥିବା ନିବିଡ଼ ସମ୍ପର୍କକୁ ପାଳନ କରୁଛି । ରକ୍ତ ସମ୍ପର୍କର ଏହି ବନ୍ଧନ ରାଖି ପୂର୍ଣ୍ଣିମାକୁ ପାଳନ କରିବା ଲାଗି ଆମେ ସୁନା ଓ ରୁପାରେ ତିଆରି ରାଖିକୁ ସ୍ୱତନ୍ତ୍ର ଭାବେ ଉନ୍ମୋଚନ କରିଛୁ, ଯାହା ମୋର ବିଶ୍ୱାସ ରହିଛି ଯେ ଲୋକମାନଙ୍କ ମୁହଁରେ ହସ ଆଣିଦେବ ବୋଲି ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍‌ର ମାର୍କେଟିଂ ଓ ଡିଜାଇନସ୍‌ର ନିର୍ଦେଶିକା, ଜୋଇତା ସେନ୍ କହିଛନ୍ତି ।’’ସେନ୍‌କୋ ଗୋଲ୍ଡ ଆଣ୍ଡ୍ ଡାଇମଣ୍ଡସ୍ ପକ୍ଷରୁ ସ୍ୱାଧୀନତା ଦିବସ ପରିପ୍ରେକ୍ଷୀରେ ଫ୍ରିଡମ୍ ଅଫର ଘୋଷଣା କରାଯାଇଛି ।

ଏହି ଅଫରରେ ଗ୍ରାହକମାନେ ସୁନା, ହୀରା, ରୁପା, ପ୍ଲାଟିନମ୍ ଓ ଗସିପ୍ ଗହଣା କିଣିବା ବେଳେ ଆକର୍ଷଣୀୟ ରିହାତି ପାଇପାରିବେ । ଦେଶବାସୀଙ୍କୁ ସ୍ୱାଧୀନତା ଦିବସର ଶୁଭକାମନା ପ୍ରଦାନ କରି ଜୋଇତା ସେନ୍ କହିଛନ୍ତି ଯେ ପ୍ରତି ଭାରତୀୟଙ୍କ ପାଇଁ ଏହା ହେଉଛି ଏକ ଉତ୍ସବ ପାଳନର ସମୟ । ଆମର ଫ୍ରିଡମ୍ ଅଫର ଆମର ମୂଲ୍ୟବାନ ଗ୍ରାହକମାନଙ୍କୁ ଆକର୍ଷଣୀୟ ଓ ଅତୁଳନୀୟ ସପିଙ୍ଗ୍ ଅନୁଭୂତି ପ୍ରଦାନ କରିବ । ଏହି ଅଫର ଅଗଷ୍ଟ ୨୨ ପର୍ଯ୍ୟନ୍ତ ଆମ ଷ୍ଟୋର୍‌ଗୁଡ଼ିକରେ ଓ ଅନଲାଇନ୍ ଚ୍ୟାନେଲ୍‌ରେ ଉପଲବ୍ଧ ହେବ । ଗ୍ରାହକମାନେ ସୁନା ଗହଣା ଗଢ଼ା ମୂଲ୍ୟର ୭୪% ପେମେଂଟ୍ କରିବାକୁ ହେବ । ଏହି ଅଫର ସୁନା କଏନ୍ ଓ ବୋନସ୍ ସାମଗ୍ରୀ ଉପରେ ଲାଗୁ ହେବ ନାହିଁ । ହୀରା ଗହଣା ଗଢ଼ା ମୂଲ୍ୟରେ ୭୪% ରିହାତି ରହିଛି । ପ୍ଲାଟିନମ୍ , ରୁପା ଗହଣା ଏବଂ ଗସିପ୍ ସାମଗ୍ରୀର ଏମଆର୍‌ପିର ୭୪ ପେମେଂଟ୍ କରିବାକୁ ହେବ । ଜ୍ୟୋତିଷ ଶୁଳ୍କରେ ୭୪% ରିହାତି । ଜେମ୍‌ଷ୍ଟୋନ କିଣନ୍ତୁ ଏବଂ ଗଢ଼ା ମୂଲ୍ୟ ରୂପରେ ମାତ୍ର ୭୪ ଟଙ୍କା ଦିଅନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

କନ୍ଧମାଳରେ କଦଳୀ ଚାଷର ବିକାଶ ପାଇଁ ଟିଏସ୍‌ପିର ଅଭିନବ ପଦକ୍ଷେପ ଆଦିବାସୀ ଚାଷୀଙ୍କୁ ମିଳିଲା ପ୍ରଶିକ୍ଷଣ, କଦଳୀ ଚାଷ ଆଣିଲା ନୂଆ ସମ୍ଭାବନା

September 28, 2026
ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବୃଦ୍ଧଙ୍କୁ ହତ୍ୟା, ମୃତଦେହ ପୋଡ଼ିଦେବା ଅଭିଯୋଗ

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

ବରିଷ୍ଠ ସାମ୍ବାଦିକ ସୁବ୍ରତ ମହାନ୍ତିଙ୍କ ବିୟୋଗରେ ଶ୍ରଦ୍ଧାଞଳି ଓ ଶୋକସଭା

September 29, 2026
ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

ଫୁଲବାଣୀ କରୋନେସନ୍ ପଡ଼ିଆରେ ପୁରୀ ଉପକୂଳ ମାରାଥନ୍ ପ୍ରୋମୋ ରନ୍ ଅନୁଷ୍ଠିତ

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version