• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଡିଜିଟାଲ ଟେକ୍ନୋଲୋଜିରେ ଦକ୍ଷ ହେବେ ଶିକ୍ଷକ ;  ୫ଟି ହାଇସ୍କୁଲ୍‌ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମରେ ଆରମ୍ଭ ହେଲା ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
August 20, 2021
in ଓଡ଼ିଶା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଡିଜିଟାଲ ଟେକ୍ନୋଲୋଜିରେ ଦକ୍ଷ ହେବେ ଶିକ୍ଷକ ;  ୫ଟି ହାଇସ୍କୁଲ୍‌ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମରେ ଆରମ୍ଭ ହେଲା ସ୍ୱତନ୍ତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :-  ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବୈପ୍ଳବିକ ପରିବର୍ତ୍ତନ ଆଣିବାକୁ ରାଜ୍ୟ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ୫-ଟିି ହାଇସ୍କୁଲ୍‌ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମ ଅନ୍ତର୍ଗତ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ (ଓସେପା) କାର୍ଯ୍ୟାଳୟଠାରେ ଭର୍ଚୁଆଲ୍‌ ମୋଡ୍‌ରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଗଞ୍ଜାମ ଜିଲ୍ଲାର ୫୦ଟି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ମାନ ଯୋଗଦେଇଥିଲେ । ଏହି ଅବସରରେ ଶିକ୍ଷକମାନଙ୍କୁ ଡିଜିଟାଲ ତଥା ସ୍ମାର୍ଟବୋର୍ଡ ମାଧ୍ୟମରେ କିଭଳି ଶିକ୍ଷାଦାନ କରିବେ ସେ ନେଇ ଅବଗତ କରାଯାଇଥିଲା । ବିଦ୍ୟାଳୟ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଅନୁପମ ସାହା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ପ୍ରମୁଖ ସଚିବ ଶ୍ରୀ ସାହୁ ସମସ୍ତ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସ୍ମାର୍ଟ ଶ୍ରେଣୀଗୃହର ବ୍ୟବହାର କରି ଉତ୍ତମ ମାନର ଶିକ୍ଷାଦାନ ଲାଗି ଆହ୍ୱାନ ଦେଇଥିଲେ । ଛାତ୍ରଛାତ୍ରୀଙ୍କ ବୌଦ୍ଧିକ ବିକାଶ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀଙ୍କର ଦାୟିତ୍ୱ ହେବା ଉଚିତ ବୋଲି ସେ କହିବା ସହ ସ୍ମାର୍ଟ କ୍ଲାସ୍‌ ବ୍ଲେଣ୍ଡେଡ୍‌ ଲର୍ଣ୍ଣିିଂର ଉପଯୋଗ ଉପରେ ଗୁରୁତ୍ୱ ଦେଇଥିଲେ ।

୫-ଟିି ହାଇସ୍କୁଲ୍‌ ଟ୍ରାନ୍ସଫରମେସନ କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା ସମସ୍ତ ବିଦ୍ୟାଳୟର ପାସ୍‌ହାର ଯେପରି ଶତ ପ୍ରତିଶତ ରହିବ ଏବଂ ଅଧିକରୁ ଅଧିକ ଛାତ୍ରଛାତ୍ରୀ ଯେପରି ଏ-୧ ଗ୍ରେଡ୍‌ରେ କୃତକାର୍ଯ୍ୟ ହେବେ ତାହା ଉପରେ ଗୁରୁତ୍ୱ ଦେବାକୁ ପ୍ରମୁଖ ସଚିବ ସମସ୍ତ ପ୍ରଧାନଶିକ୍ଷକ ଏବଂ ଶିକ୍ଷକଙ୍କୁ ପରାମର୍ଶ ଦେଇଥିଲେ । ଶିକ୍ଷକଙ୍କୁ ଡିଜିଟାଲ ଟେକ୍ନୋଲୋଜିରେ ଦକ୍ଷ କରିବା ଆମ ଲକ୍ଷ୍ୟ । ଆଗାମୀ ଦିନରେ ନିରନ୍ତର ଭାବରେ ପର୍ଯ୍ୟାୟକ୍ରମେ ସମସ୍ତ ଶିକ୍ଷକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ସେ କହିଥିଲେ । ପାଠ୍ୟଖସଡ଼ା ଅନୁଯାୟୀ ସ୍ମାର୍ଟବୋର୍ଡରେ ପାଠ ପଢାଇବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରସ୍ତୁତ ନିରନ୍ତର ପାଠ୍ୟକ୍ରମ ମୂଲ୍ୟାଙ୍କନ ପଦ୍ଧତି ଅନୁଯାୟୀ ଉପଲବ୍ଧ ଇ-କଣ୍ଟେଣ୍ଟଗୁଡ଼ିକ ପର୍ଯ୍ୟାୟ କ୍ରମେ ବ୍ୟବହାର କରାଯିବ ଏବଂ ଶିକ୍ଷକମାନେ ନିଜେ ଯେପରି କଣ୍ଟେଣ୍ଟ୍‌ ପ୍ରସ୍ତୁତ କରିପାରିବେ ସେଥିଲାଗି ଜିଲ୍ଲାସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯିବ ବୋଲି ସେ କହିଥିଲେ । ଏହି ଅବସରରେ ବିଭିନ୍ନ ବିଷୟର ପ୍ରଶିକ୍ଷକମାନେ ଉପସ୍ଥିତ ଶିକ୍ଷକଶିକ୍ଷୟିତ୍ରୀଙ୍କୁ ଡିଜିଟାଲ ଶିକ୍ଷାଦାନ ପ୍ରଣାଳୀ ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲେ । ଆଗାମୀଦିନରେ ଅନ୍ୟ ବିଦ୍ୟାଳୟଗୁିକର ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ମଧ୍ୟ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସାମିଲ କରାଯିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version