• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ : ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ସୃଷ୍ଟି

Proprietor Abhimanyu Maharana by Proprietor Abhimanyu Maharana
August 20, 2021
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ : ରାଜ୍ୟ ସ୍ବାସ୍ଥ୍ୟ ବିଭାଗରେ ୧୧,୦୦୬ଟି ନର୍ସିଂ ଅଫିସର ପଦବୀ ସୃଷ୍ଟି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ ସ୍ବାସ୍ଥ୍ୟ ସେବାକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବାପାଇଁ ୧୧,୦୦୬ଟି ନୂତନ ନର୍ସିଂ ଅଫିସର ପଦବୀ ସୃଷ୍ଟି କରାଯାଇଛି ।  ଏହି ପଦବୀ ଗୁଡିକ ରାଜ୍ୟର ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସହିତ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ତଥା ବିଭିନ୍ନ ମେଡିକାଲ କଲେଜରେ ପୂରଣ କରାଯିବ ।  ଏହିସବୁ ପଦବୀ ଗୁଡିକ ଦୁଇଟି ପର୍ଯ୍ୟାୟରେ ପୂରଣ କରାଯିବ ।

ଓଡିଶା ନର୍ସିଂ ସେବା ନିୟାମାବଳୀ ୨୦୧୯ ଅନୁଯାୟୀ ଏହି ପଦବୀ ଗୁଡିକ ପୂରଣ କରାଯିବ । ଏହି ନୂତନ ପଦବୀ ଗୁଡିକ ମଧ୍ୟରୁ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଗୁଡିକରେ ୮୭୪ଟି ପଦବୀ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ୫୪୦୦ଟି ଏବଂ ମାତୃ ଓ ଶିଶୁ ଚିକିତ୍ସା କେନ୍ଦ୍ର ଗୁଡିକରେ ୨୬୫୯ଟି ପଦବୀ ସୃଷ୍ଟି କରାଯାଇଛି । ଏହିପରି ଜିଲ୍ଲାସ୍ତରରେ ସମୁଦାୟ ୮୯୩୩ଟି ପଦବୀ ସୃଷ୍ଟି କରାଯାଇଛି । ଏହାବ୍ୟତୀତ ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ହସପିଟାଲ ଗୁଡିକରେ ମଧ୍ୟ ୨୦୭୩ଟି ପଦବୀ ସୃଷ୍ଟି କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବସ୍ ଧକ୍କାରେ ମହିଳା ସ୍କୁଟି ଚାଳକ ମୃତ, ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

June 12, 2026
ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

ପାଇକ ଖଣ୍ଡାୟତ କୁଳ ସମାଜ ଗଠନ : ସଭାପତି ମାନସ ସମ୍ପାଦକ ଭାଵେ ସୁବ୍ରତ ନିର୍ବାଚିତ

ପୋଲିସ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଙ୍କ ଗୁପ୍ତ ଡମ୍ପ ଠାବ : ଅସ୍ତ୍ରଶସ୍ତ୍ର ଓ ବହୁ ମାଓ ସାମଗ୍ରୀ ଜବତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବସ୍ ଧକ୍କାରେ ମହିଳା ସ୍କୁଟି ଚାଳକ ମୃତ, ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

ବସ୍ ଧକ୍କାରେ ମହିଳା ସ୍କୁଟି ଚାଳକ ମୃତ, ସ୍ଥାନୀୟ ଲୋକଙ୍କ ଜାତୀୟ ରାଜପଥ ଅବରୋଧ

June 12, 2026
ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

ସ୍କୁଲ ୟୁନିଫର୍ମ ପିନ୍ଧିଥିବା ଛାତ୍ର ଛାତ୍ରୀ ମାନେ ଏବେ ତାମିଲନାଡୁର ସରକାରୀ ବସରେ ମାଗଣା ଯାତ୍ରା କରିପାରିବେ – ବିଜୟ ସରକାର‼️ ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ନୂତନ ପଦକ୍ଷେପ, ପ୍ରତ୍ୟେକ ରାଜ୍ୟରେ ହେବା ଆବଶ୍ୟକ

June 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version