• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଜିଲ୍ଲା ଶିକ୍ଷା ବିଭାଗର, ବିଭିନ୍ନ ଯୋଜନା ଅଗ୍ରଗତି ଓ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାସ୍ତରୀୟ – ସମୀକ୍ଷା ବୈଠକ  

Proprietor Abhimanyu Maharana by Proprietor Abhimanyu Maharana
August 20, 2021
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଜିଲ୍ଲା ଶିକ୍ଷା ବିଭାଗର, ବିଭିନ୍ନ ଯୋଜନା ଅଗ୍ରଗତି ଓ ବିଭିନ୍ନ ସମସ୍ୟା ନେଇ ଜିଲ୍ଲାସ୍ତରୀୟ – ସମୀକ୍ଷା ବୈଠକ  
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅଗଷ୍ଟ ଶୁକ୍ରବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଆଜି ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ଗଜପତି ଜିଲ୍ଲାରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନୁଦାନରେ ଚାଲିଥିବା ବିଭିନ୍ନ ଯୋଜନାର ଅଗ୍ରଗତିକୁ ନେଇ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାସଙ୍କ ଦ୍ଵାରା ଅନୁଷ୍ଠିତ ହୋଇଯାଇଛି ଏଥିସହିତ ଗତ ମାଟ୍ରିକ ଓ ସିବିଏସିଇ ପରୀକ୍ଷାରେ ଜିଲ୍ଲାରେ ଶ୍ରେଷ୍ଠ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ଦାସ ଅଧ୍ୟକ୍ଷତା କରି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ମାନଙ୍କରେ ଚାଲିଥିବା ସରକାରଙ୍କ ମଧ୍ୟାହ୍ନ ଭୋଜନ , ହଷ୍ଟେଲ ବ୍ୟବସ୍ଥା , ପିଲାଙ୍କ ବହି ଓ ପୋଷାକ ଯୋଗାଣ , ଭୋକେସନଲ ଶିକ୍ଷା ସ୍କଲରସିପ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ଉପସ୍ଥିତ ସମସ୍ତଙ୍କ ସହ ବିଷାଦ ଭାବେ ଆଲୋଚନା କରି ଟିକିନିଖି ସମୀକ୍ଷା କରିଥିଲେ ।

ସମୀକ୍ଷା କରିବା ପରେ ସମସ୍ତ କାର୍ଯ୍ୟକ୍ରମ ସନ୍ତୋଷଜନକ ଭାବେ ଆଗେଇ ଚାଲିଛି ବୋଲି କହିଥିଲେ । ଏଥିସହିତ ଏହି ସମୀକ୍ଷା ବୈଠକରେ ଆଦର୍ଶ ବିଦ୍ୟାଳୟ ସମସ୍ୟା , ସ୍କୁଲ କେନ୍ଦ୍ର ଏକ୍ସସଲେନନ୍ସି , ଶିକ୍ଷକ ମାନଙ୍କ ପଦୋନ୍ନତି , ମୋ ସ୍କୁଲ କାର୍ଯ୍ୟକ୍ରମ , ବିଇଓ ମାନଙ୍କ ସମସ୍ୟା ପ୍ରଭୃତି ଉପରେ ଆଲୋଚନା ଓ ସମୀକ୍ଷା କରିଥିଲେ । କୋରନା ସମୟରେ ପିଲାଙ୍କ ଅନଲାଇନ ପାଠପଢ଼ା ସମୟରେ ଆମେ ସମସ୍ତଙ୍କ ଠାରେ ମୋବାଇଲ ନେଟୱର୍କ ସମସ୍ୟା ଯୋଗୁଁ ପହଞ୍ଚି ପାରିଲୁନି । ଅଗମ୍ୟ ପାହାଡିଆ ଅଞ୍ଚଳ ଯେଉଁଠାରେ ମୋବାଇଲ ନେଟୱର୍କ ଠିକ୍ ଭାବେ ପହଞ୍ଚିପାରୁନି ସେଠାକୁ ନେଟୱର୍କ ସୁବିଧା ବ୍ୟବସ୍ଥା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ , କେନ୍ଦ୍ର ସରକାରଙ୍କୁ ବହୁବାର ଜଣାଇଛୁ , ଆମେ ମଧ୍ୟ ଆଶା ରଖିଛୁ ଯେ , ଏହି ସମସ୍ୟା ଖୁବ୍ ଶୀଘ୍ର ସମାଧାନ ହୋଇଯିବ ବୋଲି କହିଥିଲେ ।

ଏହି ଅବସରରେ ଗତ ଓଡିଶା ମାଟ୍ରିକ ବୋର୍ଡ ପରୀକ୍ଷାରେ ଏ-ୱାନ ରଖି ଜିଲ୍ଲାରେ ଶ୍ରେଷ୍ଠ କୃତିତ୍ୱ ରଖିଥିବା ୪ ଜଣ ଛାତ୍ରଛାତ୍ରୀଙ୍କୁ ଏବଂ କେନ୍ଦ୍ରର ସିବିଏସଇ ଦ୍ୱାରା ପରିଚାଳିତ ଏକାଦଶ ପରୀକ୍ଷାରେ ଜିଲ୍ଲାର ଜେଏନୟୁ , କେଭି , ସେଞ୍ଚୁରିଅନ ଓ ଓଡିଶା ଆଦର୍ଶ ବିଦ୍ୟାଳୟର ଜିଲ୍ଲାର ୧୧ ଜଣ ଛାତ୍ରଛାତ୍ରୀଙ୍କୁ ମନ୍ତ୍ରୀ ଶ୍ରୀ ଦାସ , ମାନପତ୍ର , ମୋବାଇଲ ଓ ପୁରସ୍କାର ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସଂଗ୍ରାମ ଶେଖର ପଣ୍ଡାଙ୍କ ସମେତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ କୁମାର ନାଗ ଏଡିଇଓ: ଶ୍ରୀ ମନୋଜ ରଞ୍ଜନ ଦଳେଇ ,ଡାଏଟ ଗୁରୁ ତାଲିମ ପ୍ରତିଷ୍ଠାନର ଅଧ୍ୟକ୍ଷା ଶ୍ରୀମତୀ ଅପନ୍ନା ମିଶ୍ର , ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡ଼ଃ ବୃଷକେତୁ ଦାସ , ସମସ୍ତ ବ୍ଲକର ବିଇଓ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଦାୟିତ୍ୱରେ ଥିବା କ୍ରୀଡା ଅଧିକାରୀ ଶ୍ରୀ ପ୍ରଭାକର ତ୍ରିପାଠୀ , ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ସାତ୍ମିକ କୁମାର ପଟ୍ଟନାୟକଙ୍କ ସମେତ ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଡିପିସି କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରି ମାନେ ଉପସ୍ଥିତ ରହି ବୈଠକ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

ରାଜନଗରରେ ଶିଶୁ କିଶୋରୀ ଓ ମହିଳା ମାନଙ୍କ ର ସଚେତନ କାର୍ଯ୍ୟକ୍ରମ ଜୁବେଂଟିକା ଅନୁଷ୍ଠିତ

May 10, 2026
ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

May 10, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version