• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଦୁଇଟି ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ

Proprietor Abhimanyu Maharana by Proprietor Abhimanyu Maharana
August 25, 2021
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଦୁଇଟି ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ବୁଧବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବିରୁପାକ୍ଷ ଓ ଆନନ୍ଦେଶ୍ୱର ମନ୍ଦିରରୁ ମଙ୍ଗଳ ବାର ବିଳମ୍ବିତ ରାତିରେ ମନ୍ଦିରର ତାଲା ଭାଙ୍ଗି ଦାନ ହୁଣ୍ଡି ଲୁଟି ନେଲେ ଦୁର୍ବୁତ୍ତ । ଏ ନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ଚକାପାଦ ବ୍ଲକ ବିରୁପାକ୍ଷ ଓ ଆନନ୍ଦେଶ୍ୱର ମନ୍ଦିରରୁ ମଙ୍ଗଳ ବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ପଶି ଦାନ ହୁଣ୍ଡି ଲୁଟ୍ କରି ନେଇଛନ୍ତି ।

ବୁଧବାର ସକାଳୁ ମନ୍ଦିର ପୂଜକ ପଞ୍ଚାନନ ମହାପାତ୍ର ଓ ସଂସାରୀ ମହାପାତ୍ର ପୂଜା କରିବାକୁ ଗଲାବେଳେ ଦାନ ହୁଣ୍ଡି ପାଇନଥିଲେ । ଖୋଜାଖୋଜି କରିବା ପରେ ହୁଣ୍ଡି ବାକ୍ସ ମନ୍ଦିର ପଛପଟୁ ଭଙ୍ଗା ଅବସ୍ଥାରେ ମିଳିଥିଲା । ଏହାପରେ ମନ୍ଦିର ପୂଜକ ଦୁଇଜଣ ମନ୍ଦିର କମିଟିକୁ ଖବର ଦେଇଥିଲେ ।  ଏନେଇ ମନ୍ଦିର କମିଟି କର୍ତ୍ତୃପକ୍ଷ ଚକାପାଦ ଥାନାରେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣା ପଡିଛି ।
(ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗ୍ରୀନ୍ ଲିଗେସି ମିଶନ୍–୨୦୨୬’ ଅନ୍ତର୍ଗତ ଫଳଦାୟୀ ଚାରା ବଣ୍ଟନ

ଗ୍ରୀନ୍ ଲିଗେସି ମିଶନ୍–୨୦୨୬’ ଅନ୍ତର୍ଗତ ଫଳଦାୟୀ ଚାରା ବଣ୍ଟନ

August 17, 2026
ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

August 17, 2026
ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

ପାରଳାଖେମୁଣ୍ଡି ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

August 17, 2026
ଅଗ୍ରଣୀ ସାମାଜିକ ସଂଗଠନ କ୍ରାନ୍ତି ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ

ଅଗ୍ରଣୀ ସାମାଜିକ ସଂଗଠନ କ୍ରାନ୍ତି ପକ୍ଷରୁ ୮୦ତମ ସ୍ୱାଧୀନତା ଦିବସ ପାଳିତ

August 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗ୍ରୀନ୍ ଲିଗେସି ମିଶନ୍–୨୦୨୬’ ଅନ୍ତର୍ଗତ ଫଳଦାୟୀ ଚାରା ବଣ୍ଟନ

ଗ୍ରୀନ୍ ଲିଗେସି ମିଶନ୍–୨୦୨୬’ ଅନ୍ତର୍ଗତ ଫଳଦାୟୀ ଚାରା ବଣ୍ଟନ

August 17, 2026
ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

ନିଜ ଉପରେ ବିଶ୍ୱାସ ରଖି ନିଜର ସର୍ବଶ୍ରେଷ୍ଠ ପ୍ରଚେଷ୍ଟା ଜାରି ରଖିଲେ ସବୁକିଛି ପରିବର୍ତ୍ତନ କରାଯାଇପାରିବ : ବ୍ଲକ୍ ଶିକ୍ଷା ଅଧିକାରୀ

August 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version