• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପରାଜୟ ଭୟରେ ବିଜେପିର ମନଗଢା ବିବୃତ୍ତି : ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି

Proprietor Abhimanyu Maharana by Proprietor Abhimanyu Maharana
August 26, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ପରାଜୟ ଭୟରେ ବିଜେପିର ମନଗଢା ବିବୃତ୍ତି : ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୬ ଅଗଷ୍ଟ ଗୁରୁବାର ) ଭୁବନେଶ୍ୱର :- ୨୦୧୯ର ସାଧାରଣ ନିର୍ବାଚନ ଏବଂ ପରବର୍ତ୍ତୀ ସମସ୍ତ ଉପନିର୍ବାଚନରେ ହାରିବା ଭଳି ରାଜ୍ୟ ବିଜେପିକୁ ଏବେ ପଞ୍ଚାୟତ ଓ ପୌର ନିର୍ବାଚନରେ ହାରିବା ଜଳ ଜଳ ହୋଇ ଦିଶିଲାଣି । ତେଣୁ ପରାଜୟ ଭୟରେ ସେମାନେ ଏପରି ଭିତ୍ତିହୀନ ଏବଂ ମନଗଢା ବିବୃତ୍ତିର ଆଶ୍ରୟ ନେଉଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି ।

ବିଜେପି ନେତା ଭୃଗୁ ବକ୍ସିପାତ୍ରଙ୍କୁ ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଏହି ପ୍ରସଙ୍ଗ ଏବେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିକଟରେ ବିଚାରାଧୀନ ଅଛି ଏବଂ ଓଡିଶା ବିଜେପି ଏହି ପ୍ରସଙ୍ଗରେ ମାନ୍ୟବର ଅଦାଲତଙ୍କୁ ସମ୍ମାନ ଦେବା ଉଚିତ୍ ।
ଓଡ଼ିଶାରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଓଡ଼ିଶା ବିଜେପି ତାହାର ଆଉ ଏକ ପରାଜୟ ନିଶ୍ଚିତ ହେବା ଜାଣି ନିଜର ମୁଖଲଜ୍ଜା ବଞ୍ଚାଇବା ପାଇଁ ଆଜି ପୁଣିଥରେ ଏଭଳି ବିବୃତ୍ତିବାଜି ଆରମ୍ଭ କରିଥିବା ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

May 16, 2026
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

May 16, 2026
ବାଲିଗୁଡାରେ ସାବିତ୍ରୀ ବ୍ରତ ପାଳିତ : କିନ୍ନର ମାନେ ପାଳିଲେ ସାବିତ୍ରୀ ବ୍ରତ

ବାଲିଗୁଡାରେ ସାବିତ୍ରୀ ବ୍ରତ ପାଳିତ : କିନ୍ନର ମାନେ ପାଳିଲେ ସାବିତ୍ରୀ ବ୍ରତ

May 16, 2026
ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

May 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

ସାବିତ୍ରୀ ଅମାବାସ୍ୟା ରେ ମା ‘ ପାଟଖଣ୍ଡା “ସାବିତ୍ରୀ ବେଶ” ରେ ଭକ୍ତଙ୍କୁ ଦର୍ଶନ ଦେଲେ

May 16, 2026
ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ୭୦ ତମ ରେଳ ସେବା ପୁରସ୍କାର ସମାରୋହ–୨୦୨୫ ପାଳିତ

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version