• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଇପଡା କାଜୁ ଜଙ୍ଗଲ ବିବାଦ ୨ ଭାଇକୁ ଗିରଫ କଲା ପୋଲିସ – ରଣପୁର,ଚାନ୍ଦପୁର ଥାନା

Proprietor Abhimanyu Maharana by Proprietor Abhimanyu Maharana
April 17, 2020
in Uncategorized, ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରାଇପଡା କାଜୁ ଜଙ୍ଗଲ ବିବାଦ ୨ ଭାଇକୁ ଗିରଫ କଲା ପୋଲିସ – ରଣପୁର,ଚାନ୍ଦପୁର ଥାନା
Share on FacebookShare on TwitterWhatsapp

ରଣପୁର,ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ରାଇପଡା କାଜୁ ଜଙ୍ଗଲ ବିବାଦ, ଶୁକ୍ରବାର, ଏପ୍ରିଲ 17.4.2020 :- ରଣପୁର ବ୍ଲକର ଚାନ୍ଦପୁର ଥାନା ଅନ୍ତର୍ଗତ ରାଇପଡା ଗ୍ରାମରେ କାଜୁ ଜଙ୍ଗଲକୁ କେନ୍ଦ୍ର କରି ହୋଇଥିବା ସଙ୍ଘର୍ଷରେ ଚାନ୍ଦପୁର ପୁଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାଯାଇଛି । ଘଟଣାରୁ ଜଣାଯାଏ ଯେ ଗତ ୧୦ ତାରିଖରେ ରାଇପଡା କାଜୁ ବଗିଚାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ ହୋଇଥିଲା । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବା ସହ ପ୍ରାୟ ୨୦ ଜଣ ଆହତ ହୋଇଥିଲେ । ରାଇପଡା ନିକଟସ୍ଥ କଦମ୍ବଝୋଲା ମୌଜାରେ ଥିବା ସରକାରୀ କାଜୁ ଜଙ୍ଗଲକୁ ଜୈନିକ ବ୍ୟକ୍ତି ନିଲାମ ଆଣି କାଜୁ ସଂଗ୍ରହ କରୁଥିଲେ । କିନ୍ତୁ ଏହି ଘଟଣାକୁ ଅନ୍ୟ ଏକ ଗୋଷ୍ଠୀ ବିରୋଧ କରି ଗତ ୧୦ ତାରିଖରେ ଅତର୍କିତ ଭାବେ ଆକ୍ରମଣ କରିଥିଲେ । ଫଳରେ ପ୍ରାୟ ୨୦ ଜଣ ଆହତ ହୋଇଥିଲେ । ଗୁରୁତର ଆହତ ହୋଇଥିବା ଦୁର୍ଗା ଚରଣ ପ୍ରଧାନ ଟାଙ୍ଗି ମେଡିକାଲରେ ପ୍ରାଣ ତ୍ୟାଗ କରିଥିବା ବେଳେ ବିରଂଚି ପ୍ରଧାନ ଭୁବନେଶ୍ୱରରେ ପ୍ରାଣ ତ୍ୟାଗ କରିଥିଲେ । ଏହି ଘଟଣା ପରେ ରାଇପଡାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା । ପରେ ଉତ୍ୟକ୍ତ ଗ୍ରାମବାସୀମାନେ ଶବକୁ ଥାନା ଆଗରେ ରଖି କ୍ଷତି ପୂରଣ ଦାବି ସହ ଅଭିଯୁକ୍ତମାନଙ୍କୁ ଗିରଫ ଦାବି କରିଥିଲେ । ଏହି ଘଟଣା ପରେ ପୁଲିସ ଉପରେ ଚାପ ବୃଦ୍ଧି ପାଇଥିଲା । ପରେ ଧାରଣାରତ ଗ୍ରାମବାସୀଙ୍କୁ ନୟାଗଡ ଉପ- ଜିଲ୍ଲାପାଳ ଲଗ୍ନଜିତ ରାଉତ, ଏସ୍‌.ଡି.ପି.ଓ ଏସ୍ ଟାପୋ, ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ, ଚାନ୍ଦପୁର ଥାନା ଅଧିକାରୀ ଧନେଶ୍ୱର ନାହକ ପ୍ରମୂଖ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା । ସେତେବେଳେ ଉଚ୍ଚ ପଦସ୍ଥ ଅଧିକାରୀମାନେ ପୁଲିସ ତୁରନ୍ତ ଅଭିଯୁକ୍ତମାନଙ୍କୁ ଗିରଫକରିବ ବୋଲି ପ୍ରତିଶୃତି ଦେଇଥିଲେ । ପୁଲିସ ଏହି ଘଟଣାରେ ୨ ଭାଇ ବିକାଶ ଜେନା ଓ ପ୍ରକାଶ ଜେନା କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର ” ବିଶ୍ୱାସ ” କାର୍ଯ୍ୟକ୍ରମ

March 15, 2026
ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

March 15, 2026
ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

ଇନ୍ଧନ ଗ୍ୟାସର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ପ୍ରତିବାଦ ସଭା

March 15, 2026
ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

ବିଶୁଦ୍ଧ ଥଣ୍ଡା ପାନୀୟ ଜଳ ବଣ୍ଟନ

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର  ” ବିଶ୍ୱାସ ”  କାର୍ଯ୍ୟକ୍ରମ

ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସର ” ବିଶ୍ୱାସ ” କାର୍ଯ୍ୟକ୍ରମ

March 15, 2026
ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ଗୂରୁତ୍ଵକୁ ନେଇ ହିନ୍ଦୁ ଏକତା ମଞ୍ଚର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version