• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପିଏମ୍ କେୟାର ଫଣ୍ଡକୁ ସହଯୋଗ କରିବା ପାଇଁ ଫୋନପେ ପକ୍ଷରୁ ହାସ୍‌ଟ୍ୟାଗ ଆଇ ଫର ଇଣ୍ଡିଆ ଅଭିଯାନର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
April 18, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ପିଏମ୍ କେୟାର ଫଣ୍ଡକୁ ସହଯୋଗ କରିବା ପାଇଁ ଫୋନପେ ପକ୍ଷରୁ ହାସ୍‌ଟ୍ୟାଗ ଆଇ ଫର ଇଣ୍ଡିଆ ଅଭିଯାନର ଶୁଭାରମ୍ଭ
Share on FacebookShare on TwitterWhatsapp

ଭୁବନେଶ୍ୱର, ରିପୋର୍ଟ ( ଓଡିଶା ତାଜା ନ୍ୟୁଜ୍‌ ) ଫୋନପେ, ଶନିବାର, ଏପ୍ରିଲ 18.4.2020 :- ଭାରତର ଅଗ୍ରଣୀ ଡିଜିଟାଲ ପେମେଂଟ ପ୍ଳାଟଫର୍ମ ଫୋନ ପେ ପକ୍ଷରୁ ହୋଇଥିବା ହାସ୍‌ଟ୍ୟାଗ ୧୦୦ କ୍ରୋର୍ ପ୍ଲେଜ ଗତ ସପ୍ତାହରେ ଭାଇରାଲ ହେବା ପରେ ଏବେ ଏହା ପକ୍ଷରୁ ହାସ୍‌ଟ୍ୟାଗ ଆଇ ଫର ଇଣ୍ଡିଆ ଭଳି ଏକ ଜାତୀୟ ଅଭିଯାନର ଘୋଷଣା କରାଯାଇଛି । ଏହି ଅଭିଯାନ ହେଉଛି ଲକଡାଉନ ମଧ୍ୟରେ ଆମ ସମସ୍ତଙ୍କୁ ସୁରକ୍ଷିତ ଓ ସୁସ୍ଥ ରଖିବା ପାଇଁ ଆମର ସମସ୍ତ ସରକାରୀ ସଂସ୍ଥା, ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀ ଏବଂ ଜରୁରୀକାଳୀନ କର୍ମଚାରୀମାନଙ୍କର ପ୍ରୟାସକୁ ସମର୍ଥନ କରିବା ପାଇଁ ପ୍ରତ୍ୟେକ ଭାରତୀୟଙ୍କୁ ଏକ ଅନୁରୋଧ ।

ଫୋନ ପେର ଏହି ହାସ୍‌ଟ୍ୟାଗ୍ ଆଇ ଫର ଇଣ୍ଡିଆ ଅଭିଯାନରେ ସାମିଲ ହେବା ପାଇଁ ଏହା ଅତିକମରେ ୧୦ କୋଟି ଭାରତବାସୀଙ୍କୁ ପିଏମ କେୟାର ଫଣ୍ଡରେ ବଦାନ୍ୟତାର ସହ ଯୋଗଦାନ କରିବାକୁ କହିଛି । ଫୋନ ପେ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ୧୦ ଟଙ୍କା ଯୋଗଦାନ କରିବ ଯେଉଁମାନେ ଆସନ୍ତା ଏପ୍ରିଲ ୩୦ ସୁଦ୍ଧା ୟୁପିଆଇର ବ୍ୟବହାର କରି ଫୋନ ପେ ଆପ୍ ମାଧ୍ୟମରେ ଏହି ପାଣ୍ଠି ପ୍ରଦାନ କରିବେ । ମୋଟାମୋଟି ଭାବେ ଏହି କାରଣରୁ ଫୋନପେ ସର୍ବାଧିକ ୧୦୦ କୋଟି ପର୍ଯ୍ୟନ୍ତ ଯୋଗଦାନ କରିବାର ପ୍ରତିଶୃତି ଦେଇଛି । ଫୋନପେ ପାଂଚ ଦିନ ଆଗରୁ ଏହି ଅଭିଯାନର ଶୁଭାରମ୍ଭ କରିଥିଲା ଏବଂ ପୂବରୁ ହିଁ ୧୦ ଲକ୍ଷ ଭାରତୀୟ ଫୋନ ପେ ଆପ୍ ମାଧ୍ୟମରେ ପିଏମ କେୟାର ଫଣ୍ଡକୁ ଦାନ କରିସାରିଛନ୍ତି । ଏହା ଅନୁସାରେ ଶେଷ ସପ୍ତାହରେ ପିଏମ କେୟାର ଫଣ୍ଡରେ ଏହି କମ୍ପାନୀ ୧ ଲକ୍ଷ ଟଙ୍କାର ଯୋଗଦାନ କରିଛି । ଏହି ଅଭିଯାନ ସମ୍ପର୍କରେ ସମୀର ନିଗମ, ପ୍ରତିଷ୍ଠାତା ଏବଂ ସିିଇଓ, ଫୋନ୍ ପେ କହିଛନ୍ତି ଯେ, “ଗତ ସପ୍ତାହରେ ଆମର ହାସଟ୍ୟାଗ ୧୦୦ କ୍ରୋର ପ୍ଳେଜ ଯୋଗଦାନ ପଦକ୍ଷେପ ହାସଲ କରିଥିବା ଅଦ୍ଭୁତପୂର୍ବ ପ୍ରତିକ୍ରିୟାର ଏକ ପ୍ରତିଫଳନ ହେଉଛି ଏହି ହାସ୍‌ଟ୍ୟାଗ ଆଇ ଫର ଇଣ୍ଡିଆ ଅଭିଯାନ ।”

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version