• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶବ ବ୍ୟବଚ୍ଛେଦ ପାଇଁ ହଟହଟା

Proprietor Abhimanyu Maharana by Proprietor Abhimanyu Maharana
September 1, 2021
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଶବ ବ୍ୟବଚ୍ଛେଦ ପାଇଁ ହଟହଟା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧ ସେପ୍ଟେମ୍ବର ବୁଧବାର )ଢେଙ୍କାନାଳ :-  ଜିଲ୍ଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ ଲୋକମାନେ ଆସି ହଟାଇବା ହୋଇ ଫେରୁଥିବା ସମସ୍ତଙ୍କୁ ଜଣା । ହେଲେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟରେ ବାରମ୍ଵାର ଶବ ବ୍ୟବଚ୍ଛେଦ କୁ ସାରା ହିନ୍ଦୋଳ ବ୍ଲକ ଓ ହିନ୍ଦୋଳ ଏନ୍ଏସି ଜନସାଧାରଣ ଅସୁବିଧା ଭୋଗି ହଟହଟା ହେଉଥିବା ଜଣାଯାଇଛି ।  ଆଜି ନୁହେଁ ପ୍ରାୟ ସବୁ ସମୟରେ ଶବ ବ୍ୟବଚ୍ଛେଦ ପାଇଁ ସାଧାରଣରେ ହଟହଟା ହେବା ସୁନିଶ୍ଚିତ ହୋଇଛି ।ଆଗରୁ ଚିକିତ୍ସାଳୟରେ କାର୍ଯ୍ୟରତ ଝାଡୁଦାର ଶବ ବ୍ୟବଚ୍ଛେଦ ସମୟରେ ଚିକିତ୍ସକଙ୍କୁ ସାହାମ୍ୟ କରି ଆସୁଥିଲେ ।

କିନ୍ତୁ କେହି ସାହାଯ୍ୟ ନ କରିବାରୁ ଲୋକମାନେ ହଟସଟା ହେଉଛନ୍ତି । ନିଜର ଜଣେ ମୃତ୍ୟୁ ହୋଇଥିବା ହୃଦୟ କାନ୍ଦୁଥିବା ହିନ୍ଦୋଳ ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ନିମନ୍ତେ ହେଉଥିବା କୁ ଅଙ୍ଗେ ଦୁଃଖ ଭୋଗୁଥିବା ଲୋକଟି ହିଁ ବର୍ଣ୍ଣନା କରିପାରୃ । ତେବେ ଚିକିତ୍ସକ ଶବ ବ୍ୟବଚ୍ଛେଦ ସମୟରେ ଜଣେ ସାହାଯ୍ୟକାରୀ ହିସାବରେ କାହାକୁ ନ ପାଇ କଷ୍ଟଭୋଗୀ ସମ୍ପର୍କିତ ଲୋକଙ୍କୁ ଜଣେ ସାହାଯ୍ୟ ଖୋଜି ଆଣିବା ପାଇଁ କହନ୍ତି । ଏଥିରୁ ଅନୁମାନ କରାଯାଏ ଦୁଃଖରେ ଭାଙ୍ଗି ପଡିଥିବା ଅଜଣା କିପରି ହଟହଟା ହୁଏ ।ଏଥିପ୍ରତି ପ୍ରଶାସନ ସମବେଦନାର ସହିତ ଦୃଷ୍ଟି ଦେବାକୁ ଅନୁରୋଧ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version