• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବ୍ଲକ ପାଇଁ : ପୁରୀ ଲୋକସଭା ସାଂସଦ ପିନାକୀ ମିଶ୍ର ଙ୍କର ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା

Proprietor Abhimanyu Maharana by Proprietor Abhimanyu Maharana
September 2, 2021
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ବ୍ଲକ ପାଇଁ : ପୁରୀ ଲୋକସଭା ସାଂସଦ ପିନାକୀ ମିଶ୍ର ଙ୍କର ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା
Share on FacebookShare on TwitterWhatsapp

1. ରଣପୁର ବ୍ଲକ କୁ ବର୍ତ୍ତମାନ ସୁଦ୍ଧା ମିଳିନାହିଁ ସାଂସଦ ପ୍ରତିନିଧି । ଏବେ ବି ଖାଲି ପଡ଼ିଛି ଆସନ 

2. ଦୁଇ ବର୍ଷ ବିତିଯାଇଥିଲେ ମଧ୍ୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ପ୍ରତିନିଧି ଯୋଗାଇଦେବେ ସାଂସଦ

3. କୋଭିଡ଼ି ଯୋଗୁଁ ପୂରଣ ହୋଇ ପାରିନଥିଲା ସାଂସଦ ଙ୍କ ପ୍ରତିନିଧି ଆସନ

ତେବେ କାହାକୁ ମିଳିବ ପ୍ରତିନିଧିତ୍ୱ ର ଦାୟିତ୍ୱ ଭାର ? ଆଗକୁ ଦେଖିବାକୁ ବାକି ରହିଲା ।

ଓଡ଼ିଶା ତାଜା ନ୍ୟୁଜ୍ (୨ ସେପ୍ଟେମ୍ବର ଗୁରୁବାର) ରଣପୁର ,ରିପୋର୍ଟ ଅଭିମନ୍ୟୁ :- ଗତ ୩୦ ରେ ପୁରୀ ସାଂସଦ ପିନାକୀ ମିଶ୍ର ରଣପୁର କୁ ଅତର୍କିତ ଭାବେ ଗ୍ରସ୍ତ କରି ବିଜେଡି ର ପ୍ରାୟ ୩୦୦ ଯୁବ , ମହିଳା , ବରିଷ୍ଠ କାର୍ଯ୍ୟକର୍ତ୍ତା ଙ୍କ ଗହଣରେ ଗୋପାଳପୁର ରେ ହେଉଥିବା ବିଜୁ ଯୁବ ମହିଳା ସଂଗଠନ ବୈଠକରେ ଉଦବୋଧନ ଦେଇ ଫେରୁଥିବା ବେଳେ ସାଂସଦଙ୍କୁ ସାମ୍ବାଦିକ ମାନେ ଭେଟି ପ୍ରଶ୍ନ କରିଥିଲେ ଯେ , ରଣପୁର ବ୍ଲକରେ ଆପଣଙ୍କ ପ୍ରତିନିଧିତ୍ୱ କିଏ କରୁଛନ୍ତି..? ଏହି ପ୍ରଶ୍ନ ର ଉତ୍ତର ରଖି ସାଂସଦ ଗତ ମେ ମାସରେ ମଣ୍ଡଳ ଉନ୍ନୟନ ଅଧିକାରୀ ଙ୍କ ଚିଠି ଯୋଗୁଁ ସେ ଗୋଟିଏ ଦିନ ପାଇଁ ସ୍ୱର୍ଣ୍ଣ ପ୍ରକାଶ ରାଉତରାୟ ଙ୍କୁ ପ୍ରତିନିଧି ର ଦାୟିତ୍ୱ ଭାର ଦେଇଥିଲେ

କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ରଣପୁର ବ୍ଲକ୍ ରେ ପୁରୀ ସାଂସଦ ଙ୍କ ପ୍ରତିନିଧିତ୍ୱ ପାଇଁ ରଣପୁର ବ୍ଲକରେ କୌଣସି ପ୍ରତିନିଧି ଚୟନ କରାଯାଇ ନାହିଁ ବୋଲି ପ୍ରତିକ୍ରିୟା ରଖିଥିଲେ । ତେବେ ସ୍ପଷ୍ଟ କଥା ଏୟା ଯେ ରଣପୁର ବ୍ଲକରେ ସାଂସଦ ପ୍ରତିନିଧି ଦିଆଯାଇନାହିଁ । ଅଢେଇ ବର୍ଷ ବିତିଯାଇଥିଲେ ମଧ୍ୟ ରଣପୁର ବ୍ଲକ ର ସାଧାରଣ ଲୋକଙ୍କ ଦୁଃଖ କଷ୍ଟ କୁ ପରିପ୍ରକାଶ କରିବା ପାଇଁ ପ୍ରତିନିଧି ଦିଆଯାଇନଥିବାର କାରଣ ଓ ବିଲମ୍ବତା କୁ ଜାହିର କରିବା ସହିତ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଖୁବ ଶୀଘ୍ର ତାଙ୍କ ପ୍ରତିନିଧି ପ୍ରଦାନ କରିବେ ବୋଲି ସାଂସଦ ଶ୍ରୀ ପିନାକୀ ମିଶ୍ର ପ୍ରକାଶ କରିଥିଲେ ।

ଏଥିସହ ଦୁଇ ବର୍ଷ ଧରି କୋଭିଡ ଯୋଗୁଁ ଜନସାଧାରଣ ଙ୍କର ହୋଇଥିବା ଅସୁବିଧା ଓ ଆଗକୁ ଥିବା ନିର୍ବାଚନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ସହିତ ଖୁବଶୀଘ୍ର ଜନସାଧାରଣ ପ୍ରତିନିଧି ଉପଲବ୍ଧି କରିବେ ବୋଲି ପ୍ରତିଶୃତି ଦେଇଥିଲେ ସାଂସଦ । ରଣପୁର ଜନସାଧାରଣ ଙ୍କ ପାଖରେ କୋଭିଡ ସମୟରେ ସାଂସଦ ପ୍ରତିନିଧି ପହଞ୍ଚାଇ ପାରି ନଥିବାରୁ ସମ୍ବେଦନା ଜ୍ଞାପନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version