• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟରେ ମୋଟ ୨୩୬୬ଟି ଅମିନ ପଦବୀ ଥିବାବେଳେ : ୧୧୩୫ଟି ପଦବୀ ଖାଲି ପଡ଼ିଛି

Proprietor Abhimanyu Maharana by Proprietor Abhimanyu Maharana
September 4, 2021
in ଓଡ଼ିଶା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ରାଜ୍ୟରେ ମୋଟ ୨୩୬୬ଟି ଅମିନ ପଦବୀ ଥିବାବେଳେ : ୧୧୩୫ଟି ପଦବୀ ଖାଲି ପଡ଼ିଛି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୩ ସେପ୍ଟେମ୍ବର ଶୁକ୍ରବାର) ଭୁବନେଶ୍ୱର :- ବିଧାନସଭା ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ । ଗୃହ କାର୍ଯ୍ୟ ଆରମ୍ଭରୁ ଗୃହରେ ହୋ-ହାଲ୍ଲା କରିଥିଲେ ବିରୋଧୀ । ଉଭୟ କଂଗ୍ରେସ ଓ ବିଜେପି ନେତାମାନେ ବିଭିନ୍ନ ପ୍ରସଙ୍ଗ ନେଇ ଗୃହର ମଧ୍ୟଭାଗକୁ ଆସି ନାରାବାଜି ଦେଇଥିଲେ । ଏଥିରେ ଅସନ୍ତୋଷ ପ୍ରକାଶ କରି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅପରାହ୍ନ ୪ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ ।

ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି :-

ରାଜ୍ୟରେ ମୋଟ ୨୩୬୬ଟି ଅମିନ ପଦବୀ ଥିବାବେଳେ ସେଥିରୁ ୧୧୩୫ଟି ପଦବୀ ଖାଲି ପଡ଼ିଛି । ଆଉ ଏଥିରୁ ୫୩୮ଟି ଅମିନ ପଦବୀ ପୂରଣ ନିମନ୍ତେ ଖୁବଶୀଘ୍ର ବିଜ୍ଞପ୍ତି ଜାରି ହେବ । ବିଧାନସଭାରେ ଏ ସମ୍ପର୍କରେ ଆଗତ ଏକ ପ୍ରଶ୍ନର ଲିଖିତ ଉତ୍ତର ଦେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି , ଏବେ ରାଜ୍ୟରେ ମୋଟ ୧୧୩୫ଟି ଅମିନ ପଦବୀ ଖାଲି ପଡ଼ିଛି ।

୧୨୩୧ଜଣ ଅମିନ କାର୍ଯ୍ୟରତ ଅଛନ୍ତି । ଖାଲିଥିବା ୧୧୩୫ଟି ଅମିନ ପଦବୀ ମଧ୍ୟରୁ ୫୩୮ଟି ଅମିନ ପଦବୀ ପୂରଣ ପାଇଁ ଓଡ଼ିଶା ସବଅଡିନେଟ୍ ଷ୍ଟାଫ ସିଲେକ୍ସନ କମିଶନଙ୍କ ଦ୍ୱାରା ଖୁବଶୀଘ୍ର ବିଜ୍ଞାପନ ପ୍ରକାଶ ପାଇବାକୁ ଯାଉଛି । ଅବଶିଷ୍ଟ ଖାଲିଥିବା ଅମିନ ପଦବୀଗୁଡ଼ିକୁ ଚୟନ ପ୍ରକ୍ରିୟା ଭିତ୍ତିରେ ପୂରଣ କରିବା ନିମନ୍ତେ କ୍ଷମତାପ୍ରାପ୍ତ କମିଟିର ଅନୁମୋଦନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି ବୋଲି ମନ୍ତ୍ରୀ ଶ୍ରୀ ମାର୍ଣ୍ଡି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026
ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

ବାଲିଗୁଡା ମା’ ପାଟଖଣ୍ଡା ଠିକାଦାର ସଂଘର ବୈଠକ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version