• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆସନ୍ତା ସେପ୍ଟେମ୍ଵର ୩୦ରେ ହେବ : ପିପିଲି ଉପନିର୍ବାଚନ

Proprietor Abhimanyu Maharana by Proprietor Abhimanyu Maharana
September 4, 2021
in ଓଡ଼ିଶା, ପୁରୀ, ରାଜନୀତି, ହୋମ୍
0
ଆସନ୍ତା ସେପ୍ଟେମ୍ଵର ୩୦ରେ ହେବ : ପିପିଲି ଉପନିର୍ବାଚନ
Share on FacebookShare on TwitterWhatsapp

ମତଦାନର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି – ନିର୍ବାଚନ କମିଶନ

ଓଡ଼ିଶା ତାଜା ନ୍ୟୁଜ୍ (୪ ସେପ୍ଟେମ୍ବର ଶନିବାର) ଭୁବନେଶ୍ୱର :- ବାଜିଲା ପିପିଲି ଉପନିର୍ବାଚନ ବିଗୁଲ । ଆସନ୍ତା ସେପ୍ଟେମ୍ଵର ୩୦ରେ ହେବ ପିପିଲି ଉପନିର୍ବାଚନ । ଅକ୍ଟୋବର ୩ରେ ହେବ ଭୋଟ ଗଣତି । ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । କରୋନା କାରଣରୁ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା । ପିପିଲି ସମେତ ପଶ୍ଚିମବଙ୍ଗର ୩ଟି ଆସନ ପାଇଁ ମଧ୍ୟ ଉପନିର୍ବାଚନ ହେବ । ପୂର୍ବରୁ ୨ ଥର  ଉପନିର୍ବାଚନ ଘୁଞ୍ଚିଥିଲା । କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ହେବା କାରଣରୁ ଏପ୍ରିଲ ୧୭ର ଭୋଟ୍ ମେ ୧୬କୁ ଘୁଞ୍ଚିଥିଲା । ଏହାପରେ ମେ ୧୬ରେ ରାଜ୍ୟରେ କରୋନା ସଂକ୍ରମଣ ବଢିଥିବାରୁ ଉପନିର୍ବାଚନ ପୁଣି ଥରେ ସ୍ଥଗିତ କରାଯାଇଥିଲା । ଏବେ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ଘଟିଥିବାରୁ ଆସନ୍ତା ସେପ୍ଟେମ୍ଵର ୩୦ରେ ନିର୍ବାଚନ ହେବାକୁ ଯାଉଛି ।

ତେବେ ଏଥିପାଇଁ ଆଜିଠାରୁ ନିର୍ବାଚନ ଆଚରଣବିଧି ଲାଗୁ ହେଲା । ଆସନ୍ତା ୨୦ ତାରିଖ ଠାରୁ ନିର୍ବାଚନ ପ୍ରଚାର ନେଇ ଅନୁମତି ମିଳିଛି । କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ ପ୍ରଚାର ହେବ । ରାଜ୍ୟ ରାଜନୀତି ପୁଣି ଥରେ ସରଗରମ ରହିବ । ଦିବଙ୍ଗତ ବିଧାୟକ ପ୍ରଦୀପ ମହାରଥୀଙ୍କ ମୃତ୍ୟ ପରେ ପିପିଲି ଉପନିର୍ବାଚନ ହେଉଛି । ନିର୍ବାଚନ ରଣାଙ୍ଗନରେ ୧୦ ଜଣ ପ୍ରାର୍ଥୀ ରହିଛନ୍ତି । ପୂର୍ବରୁ ୨ ଥର ଉପନିର୍ବାଚନ ଘୁଞ୍ଚିଥିଲା । ତେଣୁ ଆଉ ନୂଆ ପ୍ରାର୍ଥୀପତ୍ର ଦାଖଲ କରାଯିବ ନାହିଁ । ମାତ୍ର ୯ ଦିନ ପାଇଁ କ୍ୟାମ୍ପେନିଂ ହେବ ।  ୭ ଜଣ ଦଳୀୟ ପ୍ରାର୍ଥୀ ରହିଥିବା ବେଳେ ୩ ଜଣ ସ୍ଵାଧୀନ ପ୍ରାର୍ଥୀ ରହିଛନ୍ତି ।

ବିଜେପିର ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡିରୁ ରୁଦ୍ର ମହାରଥୀ ଏବଂ କଂଗ୍ରେସରୁ ବିଶ୍ଵକେତନ ହରିଚନ୍ଦନ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି । ତେବେ ଏହି ୩ ପ୍ରମୁଖ ରାଜନୈତିକ ଦଳ ମଧ୍ୟରେ ଘମାଘୋଟ ଲଢେଇ ହେବ । ପୂର୍ବରୁ ନିର୍ବାଚନ ପ୍ରଚାର ଜୋରଦାର ହୋଇଥିଲେ ମଧ୍ୟ ଏବେ ପୁଣି ଆଉ ୯ ଦିନର ସମୟ ମିଳିଛି । ପ୍ରାର୍ଥୀମାନେ ଲୋକମାନଙ୍କ ନିକଟତର ହେବାକୁ ଚେଷ୍ଟା କରିବେ । ତେବେ କୋଭିଡ୍ କଟକଣା ମଧ୍ୟରେ ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର କରିବେ । କ୍ୟାମ୍ପେନିଂ ବେଳେ ରୋଡ୍ ଶୋ, ବାଇକ୍ ଓ ସାଇକେଲ୍ ରାଲିକୁ ବାରଣ କରାଯାଇଛି। ଡୋର୍ ଟୁ ଡୋର୍ କ୍ୟାମ୍ପେନ୍ ବେଳେ ପ୍ରାର୍ଥୀଙ୍କ ସହ ୮ ଜଣ ସମର୍ଥକଙ୍କୁ ଅନୁମତି ମିଳିଛି । ମତଦାନର ୭୨ ଘଣ୍ଟା ପୂର୍ବରୁ ପ୍ରଚାର ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version