• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଆଜାଦି କା ଅମି୍ରତ ମହୋତ୍ସବ’ ସୂଚନା ଓ ଲୋକସଂପର୍କ ବିଭାଗର ବିବିଧ କାର୍ଯ୍ୟକ୍ରମ ତଥ୍ୟ ସଂଗ୍ରହ, ନଥିକରଣ ଏବଂ ଡିଜିଟାଲ ସଂରକ୍ଷଣ ଉପରେ ପ୍ରମୁଖ ଶାସନ ସଚିବଙ୍କ ଗୁରୁତ୍ୱ

Proprietor Abhimanyu Maharana by Proprietor Abhimanyu Maharana
September 9, 2021
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
‘ଆଜାଦି କା ଅମି୍ରତ ମହୋତ୍ସବ’ ସୂଚନା ଓ ଲୋକସଂପର୍କ ବିଭାଗର ବିବିଧ କାର୍ଯ୍ୟକ୍ରମ ତଥ୍ୟ ସଂଗ୍ରହ, ନଥିକରଣ ଏବଂ ଡିଜିଟାଲ ସଂରକ୍ଷଣ ଉପରେ ପ୍ରମୁଖ ଶାସନ ସଚିବଙ୍କ ଗୁରୁତ୍ୱ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୮ ସେପ୍ଟେମ୍ବର ବୁଧବାର ) ଭୁବନେଶ୍ୱର :- ‘ଆଜାଦି କା ଅମି୍ରତ ମହୋତ୍ସବ’ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଭାରତୀୟମାନଙ୍କ ନିମନ୍ତେ ଏକ ଗୌରବମୟ ଉପଲବ୍ଧି । ଏହି ଦୁର୍ଲଭ ସ୍ୱାଧୀନତା ଲାଭ କରିବା ନିମନ୍ତେ ଆମର ପୂର୍ବସୂରୀମାନେ ଅଜସ୍ର ତ୍ୟାଗ ଓ ବଳିଦାନ ସ୍ୱୀକାର କରିଛନ୍ତି । ସେମାନଙ୍କ ସଂଗ୍ରାମ ଓ ଦେଶପ୍ରେମର କଥା ଓ ଗାଥାକୁ ଉତ୍ତରପିଢ଼ିଙ୍କ ନିକଟରେ ବିଭିନ୍ନ ମାଧ୍ୟମରେ ପହଞ୍ଚିବା ସହ ସ୍ୱାଧୀନତାର ୭୫ ବର୍ଷରେ ଆମର ଉପଲବ୍ଧି, ସଫଳତାର ଉତ୍କର୍ଷକୁ ଉତ୍ସବରେ ପରିଣତ କରିବା ନିମନ୍ତେ ‘ଆଜାଦି କା ଅମି୍ରତ ମହୋତ୍ସବ ପାଳନ ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ନୂତନ ଆଭିମୁଖ୍ୟ ଓ ସଂକଳ୍ପ ନେଇ ଏହି ମହୋତ୍ସବ ପାଳନରେ ବିଭାଗୀୟ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରିବାକୁ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଆଜି ଅପରାହ@ରେ ସୂଚନା ଓ ଲୋକସଂପର୍କ ବିଭାଗ ସମ୍ମଳିନୀ କକ୍ଷରେ ‘ଆଜାଦି କା ଅମି୍ରତ ମହୋତ୍ସବ’ ପରିପ୍ରେକ୍ଷୀରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ହେବାକୁ ଥିବା କାର୍ଯ୍ୟକ୍ରମ ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ପ୍ରମୁଖ ଶାସନ ସଚିବ କହିଥିଲେ, ଏହି ମହୋତ୍ସବର ବାର୍ତ୍ତା ସମାଜର ସବୁ ସ୍ତରରେ ବିଶେଷ କରି ଛାତ୍ରଛାତ୍ରୀ ଏବଂ ଯୁବବର୍ଗଙ୍କ ନିକଟରେ ପହଞ୍ଚିବା ଏକାନ୍ତ ଆବଶ୍ୟକ । ଏଥି ପାଇଁ ବ୍ୟାପକ ନଥିକରଣ, ଆଲୋଚନା ଚକ୍ର, ପ୍ରଦର୍ଶନୀ ଆୟୋଜନ, ପୁସ୍ତକ ପ୍ରକାଶନ, କ୍ଷୁଦ୍ରଚିତ୍ର ନିର୍ମାଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମର ଡିଜିଟାଲ ସଂରକ୍ଷଣ ନିମନ୍ତେ ସେ ପରାମର୍ଶ ଦେଇଥିଲେ ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀ ଆଜାଦି କା ଅମି୍ରତ ମହୋତ୍ସବ ପାଇଁ ବିଭାଗ ତରଫରୁ ଯେଉଁସବୁ ପ୍ରମୁଖ କାର୍ଯ୍ୟକ୍ରମ ହାତକୁ ନିଆଯିବ ସେ ସଂପର୍କରେ ବ୍ୟାପକ ଭାବରେ ଆଲୋଚନା କରିଥିଲେ । ୭୫ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଅଜ୍ଞାତ ମୁକ୍ତିଯୋଦ୍ଧାମାନଙ୍କ ଜୀବନୀ ସମ୍ବଳିତ ସ୍ୱତନ୍ତ୍ର ସଂକଳନର ପ୍ରକାଶନ ସହ ତାହାର ଡିଜିଟାଲ ସଂସ୍କରଣ ପ୍ରସ୍ତୁତି, ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ୧୯୭୦ ମସିହାରେ ପ୍ରକାଶିତ’ଗାନ୍ଧୀଜୀ ଏବଂ ଓଡ଼ିଶା’ପୁସ୍ତକର ପୁନଃପ୍ରକାଶନ ସହ ଡିଜିଟାଲ୍‌ ସଂସ୍କରଣ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭୁ୍ୟର ସ୍ୱତନ୍ତ୍ର ବିଶେଷାଙ୍କ ମଧ୍ୟ ପ୍ରକାଶ ପାଇବ ।

ଓଡ଼ିଶାର ୭୫ ଜଣ କୃତୀ ସନ୍ତାନଙ୍କ ସାମଗି୍ରକ ଜୀବନ ଓ ବିଭିନ୍ନ କ୍ଷେତ୍ରରେ ସେମାନଙ୍କ ଅବଦାନକୁ ନେଇ େୱବିନାରମାନ ଆୟୋଜନ କରାଯିବ । ଇରମ୍‌, ପାପଡ଼ାହାଣ୍ଡି, କପ୍ତିପଦା, ସାଲିହା, ଇଞ୍ଚୁଡ଼ି, ଘେଁସ ଆଦି ସ୍ୱାଧୀନତା ସଂଗ୍ରାମର ସ୍ମଚ୍ଚmଞ୍ଛ;ୃତିଜଡ଼ିତ ଐତିହାସିକ ପୀଠଗୁଡ଼ିକରେ’ଆଜାଦି କା ଅମି୍ରତ ମହୋତ୍ସବ’ପାଳନ କରାଯିବ । ଓଡ଼ିଶାର ନାରୀ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ନେଇ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀ ମଧ୍ୟ ଅନୁଷ୍ଠିତ ହେବ । ମୁକ୍ତି ସଂଗ୍ରାମରେ ଝାସ ଦେଇଥିବା ଅଜ୍ଞାତ ଯୋଦ୍ଧାମାନଙ୍କ ସଂପର୍କରେ କ୍ଷୁଦ୍ର ଚିତ୍ର ନିର୍ମାଣ କରି ଏହାକୁ ଦୂରଦର୍ଶନ ଏବଂ ସାମାଜିକ ଗଣମାଧ୍ୟମରେ ପ୍ରସାରଣ କରାଯିବ । ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବକ୍ତୃତା, ପ୍ରବନ୍ଧ, ଦେଶାତ୍ମବୋଧକ କବିତା ଆବୃତ୍ତି, ଚିତ୍ରାଙ୍କନ ଆଦି ପ୍ରତିଯୋଗିତାର ଆୟୋଜନ କରାଯିବ ।

୩୦ଟି ଜିଲ୍ଲାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀମାନଙ୍କ ଦ୍ୱାରା ଞ୍ଜଫଞ୍ଚଟ୍ଟ;ଆଜାଦି କା ଅମି୍ରତ ମହୋତ୍ସବି୩୯; ପାଳନ କରାଯିବ । ଏହିସବୁ କାର୍ଯ୍ୟକ୍ରମର ସଫଳ ରୂପାୟନ ନିମନ୍ତେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ନେଇ ଏକ କମିଟି ଗଠନ କରାଯିବ । ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପାଳନ କରାଯାଉଥିବା ବରପୁତ୍ରମାନଙ୍କ ଜୟନ୍ତୀ ଓ ଶ୍ରାଦ୍ଧୋତ୍ସବରେ ସ୍ୱାଧୀନତା ସଂଗ୍ରାମ ସଂପର୍କିତ ନାଟକ/ଦେଶାତ୍ମବୋଧକ ସଂଗୀତ କାର୍ଯ୍ୟକ୍ରମମାନ ନିୟମିତ ଭାବେ ଏକ ବର୍ଷ ବ୍ୟାପୀ ଆୟୋଜନ କରାଯିବ । ପ୍ରକାଶ ଥାଉ କି, ସମଗ୍ର ଦେଶରେ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ‘ଆଜାଦି କା ଅମି୍ରତ ମହୋତ୍ସବ’ଭାବରେ ପାଳନ କରାଯାଉଛି ।

ଏଥି ପାଇଁ ଆସନ୍ତା ୨୦୨୨ ଅଗଷ୍ଟ ୧୫ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ରାଜ୍ୟ ବହୁବିଧ କାର୍ଯ୍ୟକ୍ରମ ଆୟୋଜନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ନିର୍ଦ୍ଦେଶକ (ବୈଷୟିକ), ଶ୍ରୀ ନିରଞ୍ଜନ ସେଠୀ ବର୍ଷବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଏକ କାର୍ଯ୍ୟକ୍ରମ ପଞ୍ଜିକା ପ୍ରସ୍ତୁତି ଏବଂ ତଦନୁଯାୟୀ ସମସ୍ତ କାର୍ଯ୍ୟକ୍ରମ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଆଜିର ଏହି ବୈଠକରେ ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭୁ୍ୟ’ର ସଂପାଦକ ଡ. ଲେନିନ୍‌ ମହାନ୍ତି, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର ନାଥ ପରିଡ଼ା, ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ଶ୍ରୀ ମାନସ ରଞ୍ଜନ ଖୁଣ୍ଟିଆ, ଶ୍ରୀ ସୂର୍ଯ୍ୟ ରଞ୍ଜନ ମହାନ୍ତି, ଶ୍ରୀମତୀ ସ୍ମିତା କର ଏବଂ ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର) ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

September 18, 2026
ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ – ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

ସଂଯୁକ୍ତ ଆରବ ଏମିରଟ୍ସ (ୟୁ ଏ ଇ ) ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ଆସିବ ୨.୪୩ ଲକ୍ଷ କୋଟିର ନିବେଶ – ସୃଷ୍ଟି ହେବ ୯ ଲକ୍ଷ ନିଯୁକ୍ତି

September 18, 2026
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026
ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

ଝାଡେଶ୍ବରୀ ମନ୍ଦିର ନିକଟ ରାସ୍ତା ଜଳାର୍ଣ୍ଣବ ପର୍ଯ୍ଯଟକ ହନ୍ତସନ୍ତ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version