• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୌସୁମୀ ଅଧିବେଶନର ଶେଷ ଦିନରେ ଗୃହରେ ପ୍ରବଳ ହଟଗୋଳ – ବାଚସ୍ପତି ଦୁଇ ଥର ଗୃହକୁ ମୁଲତବୀ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
September 9, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ମୌସୁମୀ ଅଧିବେଶନର ଶେଷ ଦିନରେ ଗୃହରେ ପ୍ରବଳ ହଟଗୋଳ – ବାଚସ୍ପତି ଦୁଇ ଥର ଗୃହକୁ ମୁଲତବୀ କରିଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୯ ସେପ୍ଟେମ୍ବର ଗୁରୁବାର ) ଭୁବନେଶ୍ୱର :- ମୌସୁମୀ ଅଧିବେଶନର ଶେଷ ଦିନରେ ଗୃହରେ ପ୍ରବଳ ହଟଗୋଳ ହେବାରୁ ବାଚସ୍ପତି ଦୁଇ ଥର ଗୃହକୁ ମୁଲତବୀ କରିଛନ୍ତି ।  ଗତ କାଲି ଗୃହ ରେ ଉଠି ଥିବା ଖଣି ଦୁର୍ନୀତି ମୁଲତବୀ ପ୍ରସ୍ତାବ କୁ ବାଚସ୍ପତି ଗ୍ରହଣ ନ କରିବା ଓ ବିଧାନସଭା ସମ୍ମୁଖରେ କୁଜଙ୍ଗ ର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା ଫଳରେ ଆଜି ପୁଣି ଗୃହ ସରଗରମ ହୋଇ ଉଠିଥିଲା ହୋ ହାଲ୍ଲା କରିଛନ୍ତି ବିରୋଧୀ ସଦସ୍ୟ । ବାଚସ୍ପତିଙ୍କ ପୋଡିୟମ ତଳେ ଉଭୟ ସଦସ୍ୟ ନାରବାଜି କରିଥିଲେ । ତେଣୁ ପ୍ରଥମେ ସକାଳେ ୧୦.୩୦ ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇ, ବିରୋଧୀ ଙ୍କ ନାରାବାଜି ଯୋଗୁଁ ୧୧.୩୦ ପର୍ଯ୍ୟନ୍ତ ବାଚସ୍ପତି ମୁଲତବୀ କରିଥିଲେ I ପୁଣି ୧୧.୩୦ ଗୃହ କାର୍ଯ୍ୟ ଆରମ୍ଭ ହୋଇ ବିରୋଧୀ ଙ୍କ ନାରାବାଜି ଓ ହୋ ହାଲ୍ଲା ପାଇଁ ଦିନ ୪ ଯାଏ ମୁଲତବୀ ହୋଇ ଥିଲା

ଗତ କାଲି କୁଜଙ୍ଗ ର ଦୁଷ୍ମନ୍ତ ଦାସ ବିଜୁ ସ୍ୱାସ୍ଥ୍ୟ ସେବା ଯୋଜନାରେ ସ୍ୱାସ୍ଥ୍ୟ ସେବା ପାଇବା ପାଇଁ ଏ ହସ୍ପିଟାଲ ରୁ ସେ ହସ୍ପିଟାଲ ଦୌଡ଼ି , ବାରମ୍ବାର ପ୍ରଶାସନ କୁ ନିବେଦନ କରି ଥିଲେ ମଧ୍ୟ କେହି ଶୁଣି ନ ଥିଲେ I ଶେଷରେ ସବୁଆଡୁ ନିରାଶ ହୋଇ ଆତ୍ମହତ୍ୟାର ବାଟ ବାଛିନେଲେ । ଏହା ଉପରେ କ୍ଷଭ ପ୍ରକାଶ କରି ବିଜେପି କହିଛି ଯେ, ଏହା ଅତ୍ୟନ୍ତ ଦୁଃଖଦ। ଏଥିପାଇଁ ସରକାର ଦାୟୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଏକ ପ୍ରହସନ ମାତ୍ର । ଏହା କେଵଳ ପ୍ରଚାର ସର୍ବସ୍ବ ରାଜନୀତି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସୁଵିଧା ସୁଯୋଗ ଲୋକେ ପାଉ ନାହାଁନ୍ତି । ବାଧ୍ୟ ହୋଇ ଆତ୍ମହତ୍ୟାର ବାଟ ବାଛୁଛନ୍ତି I

ବିରୋଧୀ ଏଥିପାଇଁ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ଉଭୟ ବିଜେପି ଓ କଂଗ୍ରେସ ଏ ପ୍ରସଙ୍ଗରେ ଶାସନ ବ୍ୟବସ୍ଥା ଉପରେ ବିଷୋଦଗାର କରିଛନ୍ତି । ସେହିପରି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି ଯେ, ପୂର୍ବ ଅଧିବେଶନରେ ସୋମନେ ବାରମ୍ବାର ଏଭଳି ଆତ୍ମହତ୍ୟା ଉଦ୍ୟମ କରିଥିବା କଥା ଉଠାଇଥିଲେ । କିନ୍ତୁ ପୋଲିସ ପ୍ରଶାସନ ଏହାକୁ ରୋକିବାରେ ସମ୍ପୁର୍ଣ ବିଫଳ ହୋଇଛି। ବୁଧବାର ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କଲେ । ହେଲେ ପୋଲିସ ବଞ୍ଚାଇ ପାରିଲାନି। ଏଥିପାଇଁ ବିଭାଗୀୟ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଉତ୍ତରଦାୟୀ ବୋଲି ସେ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026
ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version