• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେଲେ ବିଜେଡି ବିଧାୟକ – କେନ୍ଦ୍ରର ଚାଷୀ ମାରଣନୀତି ପ୍ରତିବାଦରେ

Proprietor Abhimanyu Maharana by Proprietor Abhimanyu Maharana
September 10, 2021
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେଲେ ବିଜେଡି ବିଧାୟକ – କେନ୍ଦ୍ରର ଚାଷୀ ମାରଣନୀତି ପ୍ରତିବାଦରେ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୦୯ ସେପ୍ଟେମ୍ବର ଗୁରୁବାର ) ଭୁବନେଶ୍ୱର :- ମୌସୁମୀ ଅଧିବେଶନର ଶେଷ ଦିନରେ ଗୃହରେ ପ୍ରବଳ ହଟଗୋଳ ହେବାରୁ ବାଚସ୍ପତି ଦୁଇ ଥର ଗୃହକୁ ମୁଲତବୀ କରିଛନ୍ତି । ଖାଦ୍ୟସଶ୍ୟ ଉତ୍ପାଦନରେ ଓଡିଶା ଏକ ବଳକା ରାଜ୍ୟରେ ପରିଣତ ହୋଇଛି । କେନ୍ଦ୍ର ସରକାର ଧାର୍ଯ୍ୟପରିମାଣର ଧାନ ସଂଗ୍ରହ କରୁନଥିବାରୁ ଚାଷୀ ହନ୍ତସନ୍ତ ହେଉଛି । ଏଫ ସିଆଇ ଜରିଆରେ ସଂଗ୍ରହ ହେଉଥିବା ଧନ ଗତ ବର୍ଷ ତୁଳନାରେ ଅହେତୁକ କମିଛି । ୨୦୧୬-୧୭ରେ ରାଜ୍ୟରେ ମୋଟ ୩୬ଲକ୍ଷ ମେଟ୍ରିକ ଟନ ଧାନ ଉତ୍ପାଦନ ହୋଇଥିବା ବେଳେ ଏଫସିଆଇ ଜରିଆରେ ୧୬ଲକ୍ଷ ମେଟ୍ରିକ ଟନ ସଂଗୃହିତ ହୋଇଥିଲା ।

ସେହିପରି ଚଳିତ ବର୍ଷ ୫୨ଲକ୍ଷ ମେଟ୍ରିକ ଟନ ଧାନ ଉତ୍ପାଦନ ହୋଇଥିବା ବେଳେ ବର୍ତ୍ତମାନ ସୁଧା ଏଫସିଆଇ ଜରିଆରେ ମାତ୍ର ୧୨ଲକ୍ଷ ୫୦ହଜାର ମେଟ୍ରିକ ଟନ ସଂଗୃହିତ ହୋଇଛି । ଉତ୍ପାଦିତ ଧାନ ସଂଗ୍ରହ ନହେଉଥିବାରୁ ଚାଷୀ ଅଭାବି ବିକ୍ରିର ସମ୍ମୁଖୀନ ହେଉଛି । କେନ୍ଦ୍ରର ଚାଷୀ ମାରଣନୀତି ପ୍ରତିବାଦ ରାଜରାସ୍ତା ରେ ଓହ୍ଲାଇବ ବିଜେଡି, ଚାଷୀଙ୍କୁ ଠିକ୍ ସମୟରେ ମିଳୁନି ସୁବିଧା ଓପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀଙ୍କୁ କ୍ଷତିପୂରଣ ମିଳିନି । କେନ୍ଦ୍ର ସରକାର ସିଧା ସଳଖ ଚଷୀଙ୍କ ପିଠି ଓ ପେଟକୁ ଗୋଇଠା ମାରିଛନ୍ତି । କେନ୍ଦ୍ରୀୟ ଅବହେଳାକୁ ପ୍ରସଙ୍ଗ କରି କେନ୍ଦ୍ର ଉପରେ ବର୍ଷିଛି ଶାସକ ବିଜେଡି ।

ଅଭାବି ସାର, ଏମ୍ଏସ୍ ପି ଓ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ କେନ୍ଦ୍ରର ଚାଷୀ ମାରଣନୀତିକୁ ପ୍ରତିବାଦ କରି ଶାସକ ଦଳ ପକ୍ଷରୁ ବିଧାନସଭା ପରିସରରେ ଥିବ ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି । ସେପଟେ ସାର ଯୋଗାଣ କ୍ଷେତ୍ରରେ ରାଜ୍ୟକୁ ୬ ଲକ୍ଷ ୧୯ ହଜାର ୧୩୦ ମେଟ୍ରିକ ଟନ ଯୋଗାଇବାକୁ ଚୁକ୍ତି କରିଥିବା ବେଳେ ଦେଇଛନ୍ତି ମାତ୍ର ୩ ଲକ୍ଷ ୯୦ହଜାର ୫୭୩ ମେଟ୍ରିକ ଟନ ।

ହେଲେ ବର୍ତ୍ତମାନ ସୁଧା ରାଜ୍ୟକୁ ୨ଲକ୍ଷ ୨୭ ହଜାର ୫୭୩ ମେଟ୍ରିକ ଟନ ସାର ଯୋଗାଇ ନାହାନ୍ତି । ଯେଉଁଥିପାଇଁ ଚାଷ କାମ ପ୍ରଭାବିତ ହୋଇଛି। । ଯେଉଁ ପର୍ଯ୍ୟନ୍ତ ଚଷୀଙ୍କ ସମସ୍ୟର ସମାଧନ ହୋଇନି ସେ ପର୍ଯ୍ୟନ୍ତ ସ୍ୱର ଉତ୍ତୋଳନ କରିବ ବିଜେଡି । ଚାଷୀ ଙ୍କ ଘରେ ଘରେ ପହଂଚିବ, ରାଜରାସ୍ତାକୁ ଦଳ ଓହ୍ଲାଇବ ବୋଲି କହିଛନ୍ତି ବିଜେଡ଼ି ମହିଳା ମୋର୍ଚ୍ଚା ସଭାପତି ସ୍ନେହାଙ୍ଗିନ ଛୁରିଆ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version