• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଲକଡାଉନ ସମୟରେ ଶ୍ରୀ ଜୀଉଙ୍କୁ ଦର୍ଶନ କରି ପୋଲିସ ଅଧିକାରୀ ନିଲମ୍ବିତ ।।

Proprietor Abhimanyu Maharana by Proprietor Abhimanyu Maharana
April 20, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଲକଡାଉନ ସମୟରେ ଶ୍ରୀ ଜୀଉଙ୍କୁ ଦର୍ଶନ କରି ପୋଲିସ ଅଧିକାରୀ ନିଲମ୍ବିତ ।।
Share on FacebookShare on TwitterWhatsapp

ପୁରୀ ,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ସିଂହଦ୍ୱାର ଥାନାରେ କେସ ନମ୍ବର ,ସୋମବାର ,ଏପ୍ରିଲ 20.4.2020 :- ପୁରୀ ଗତକାଲି ବଡଚଣା ଥାନା ଅଧିକାରୀ ଦୀପକ କୁମାର ଜେନା ନିଜ ପରିବାର ସହ ଯାଇଥିଲେ ଶ୍ରୀମନ୍ଦିର । ପୁରୀ ଶ୍ରୀମନ୍ଦିର ଭିତରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ ପୁଲିସ ଅଧିକାରୀ । ସିଂହଦ୍ୱାର ଥାନାରେ କେସ ନମ୍ବର ୪୦/୨୦୨୦ ରେ ରୁଜୁ ହୋଇ ଅଧିକ ତଦନ୍ତ ଚାଲିଛି । ଏ ଭିତରେ ପୋଲିସ ଡି.ଜି ଥାନା ଅଧିକାରୀ ଙ୍କୁ ସସପେଣ୍ଡ କରିଛନ୍ତି। ଏଠି ପ୍ରଶ୍ନ ଉଠୁଛି କରୋନା ଭଳି ମହାମାରୀ ସମୟରେ ସାରା ଭାରତ ଲକ ଡାଉନ ରେ ଥିବା ବେଳେ ଏବଂ ପ୍ରତ୍ୟେକ ଜିଲ୍ଲାର ସୀମା ସିଲ ହେବା ପରେ କେମିତି ବଡ଼ଚଣା ରୁ ପୁରୀକୁ ୩/୪ ଜିଲ୍ଲାର ସୀମାକୁ ଅତିକ୍ରମ କରି ଆସିଲେ ଥାନା ଅଧିକାରୀ ରାଜ୍ୟ ସରକାରଙ୍କ ପୋଲିସ ବିଭାଗ ମୁଖ୍ୟ ଯୋଦ୍ଧା ଭାବେ କରୋନା ଭଳି ଯୁଦ୍ଧରେ ଲଢୁଛନ୍ତି ,ଆପଣମାନେ ଘରେ ରୁହନ୍ତୁ ବୋଲି ନିବେଦନ କରିଛନ୍ତି । ହେଲେ ଏ ପୋଲିସ ଅଧିକାରୀ ତାଙ୍କର ପୋଷାକ ର ଅପବ୍ୟବହାର କରି ରାଜ୍ୟ ପୋଲିସ ବିଭାଗକୁ ଅପମାନିତ କରିବାକୁ ପଛେଇଲେନି। ଜଣେ ଥାନା ଅଧିକାରୀ ଯଦି ରାଜ୍ୟ ତଥା ଦେଶର ଜରୁରୀକାଳୀନ ପରିସ୍ଥିତିର ନିୟମକୁ ପାଦ ରେ ଦଳିବାକୁ ପଛଘୁଞ୍ଚା କରୁନାହାନ୍ତି ତେବେ ସେ ଅନ୍ୟମାନଙ୍କୁ ସୁରକ୍ଷା ଦେବେ କେମିତି ସାଧାରଣରେ ପ୍ରଶ୍ନବାଚୀ ଚାଲିଛି ..? । କୌଣସି ଜାଗାରେ କଣ ପାଇଁ ତାଙ୍କୁ ଅଟକାଗଲାନି ନା ପଦବୀରେ ଅଛନ୍ତି ବୋଲି ତାଙ୍କ ପାଇଁ ନିୟମ କିଛି ନାହଁଦ । ପୋଲିସ ବିଭାଗ ଥାନା ଅଧିକାରୀ ଙ୍କ ପ୍ରତି ଅଧିକ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ନା ଖାଲି ସସପେଣ୍ଡ କରି ନିରବ ରହୁଛନ୍ତି ଏହାର ଅପେକ୍ଷା ରେ ରାଜ୍ୟବାସୀ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

March 11, 2026
ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

ଜି ଏସ ଏସ ତରଫରୁ ଐତିହାସିକ ଦିପୋଟି ମେଳଣରେ ଜଳଛତ୍ର ବଣ୍ଟନ

March 11, 2026
୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

୨୨ ମାର୍ଚ୍ଚରେ ଅନୁଷ୍ଠିତ ହେବ ସବୁଠାରୁ ବଡ଼ ଫାର୍ମା ଜାତୀୟ ସମ୍ମିଳନୀ “ଫାର୍ମା ଅନୱେଶନ – ୨୦୨୬”

March 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

March 11, 2026
ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାର୍ଡ ଓ ନିଗମ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version