• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା କାରଣରୁ ଅନେକ ଅଞ୍ଚଳ ଉବୁଟୁବୁ ଜଳମଗ୍ନ ରହିଛି : ପାଣି ଭିତରେ ଧାରଣା

Proprietor Abhimanyu Maharana by Proprietor Abhimanyu Maharana
September 11, 2021
in ଓଡ଼ିଶା, ଦେଶ, ହୋମ୍
0
ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା କାରଣରୁ ଅନେକ ଅଞ୍ଚଳ ଉବୁଟୁବୁ ଜଳମଗ୍ନ ରହିଛି : ପାଣି ଭିତରେ ଧାରଣା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୧ ସେପ୍ଟେମ୍ବର ଶନିବାର ) ନୂଆଦିଲ୍ଲୀ  :-ନୂଆଦିଲ୍ଲୀ ରାଜଧାନୀ ଦିଲ୍ଲୀରେ ଲଗାଣ ବର୍ଷା କାରଣରୁ ଅନେକ ଅଞ୍ଚଳ ଜଳମଗ୍ନ ରହିଛି । କିଛି ସଡକର ଦୃଶ୍ୟ ତ ପୋଖରୀ ପରି ନଜର ଆସୁଛି । ଅନ୍ୟପଟେ ଦିଲ୍ଲୀ ସୀମାରେ କୃଷି ଆଇନ ବିରୋଧରେ ଆନ୍ଦୋଳନ ଜାରି ରହିିଛି । ଭୀଷଣ ବର୍ଷାରେ ଗାଜିପୁର ବର୍ଡର ମଧ୍ୟ ଉବୁଟୁବୁ । ହେଲେ ବର୍ଷାକୁ ଖାତିର ନକରି ଭାରତୀୟ କିଷାନ ୟୁନିୟନର ନେତା ରାକେଶ ଟିକାୟତ ପାଣିରେ ବସି ଧାରଣା ଆରମ୍ଭ କରି ଦେଇଛନ୍ତି । ଏହାର ଫଟୋ ମଧ୍ୟ ସାମ୍ନାକୁ ଆସିଛି । ଏଥିରେ ଦେଖିବାକୁ ମିଳିଛି ଯେ, ଟିକାୟତ ନିଜର ସାଥୀଙ୍କ ସହ ବ୍ୟାରିକେଡ୍ ଆଗରେ ପାଣିରେ ଚକାମାଡି ବସିଛନ୍ତି ।

ଦିଲ୍ଲୀରୁ ଟିକାୟତଙ୍କ ଏହି ଫଟୋ ସେହି ସମୟରେ ଆସିଛି, ଯେତେବେଳେ ହରିୟାଣାର କରନାଲରେ କୃଷକ ଆନ୍ଦୋଲନ ସମାପ୍ତ ହୋଇଛି । ରାଜଧାନୀ ଦିଲ୍ଲୀରେ ଶନିବାର ସକାଳୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ଫଳରେ ମୋତି ବାଗ, ଆରକେ ପୁରମ, ମଧୁ ବିହାର, ହରି ନଗର, ରୋହତକ ରୋଡ, ବଦରପୁର, ସୋମ ବିହାର, ଆଇପି ଷ୍ଟେସନ ନିକଟ ରିଙ୍ଗ ରୋଡ୍, ବିକାଶ ମାର୍ଗ, ସଙ୍ଗମ ବିହାର,

ମହରୋଲି-ବରଦପୁର ରୋଡ, ପୁଲ ପ୍ରହ୍ଲାଦପୁର ଅଣ୍ଡରପାସ, ମୁନିରକା, ରାଜପୁର ଖୁର୍ଦ, ନାଙ୍ଗଲୋଇ ଓ କିରାଡି ସମେତ ଅନେକ ଜାଗା ଏବଂ ରାସ୍ତା ପାଣିରେ ବୁଡି ରହିଛି । କରନାଲର ଏସଡିଏମ ଆୟୂଷ ସିହ୍ନାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ କୃଷକଙ୍କ ଆନ୍ଦୋଳନ ଜାରି ରହିଛି । ଟିକାୟତ ଘୋଷଣା କରିଥିଲେ ଯେ, ଆଲୋଚନା ତେବେ ଯାଇ ହେବ ଯେବେ ଏସଡିଏମ ଆୟୂଷ ସିହ୍ନାଙ୍କ ବିରୋଧରେ ମାମଲା ରୁଜୁ ହେବ । ଜିଲ୍ଲା ସଚିବାଳୟ ବାହାରେ ଧାରଣାରେ ବସିଥିବା କୃଷକ ଏବଂ ସରକାର ମଧ୍ୟରେ ସମାଧାନର ରାସ୍ତା ବାହାରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

ଡି-ଷ୍ଟ୍ରିଟ୍‌ରେ ବେଦାନ୍ତ ପାୱାର୍‌ର ପ୍ରବେଶ, ଆର୍ଥିକ ବର୍ଷ ୨୦୩୩ ସୁଦ୍ଧା ୧୨ ଜିଗାୱାଟ୍‌କୁ ବୃଦ୍ଧି କରିବାକୁ ଲକ୍ଷ୍ୟ

June 23, 2026
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version