• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବଢ଼ୁଛି ଅଧିକାଂଶ ନଦୀର ଜଳସ୍ତର : ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ

Proprietor Abhimanyu Maharana by Proprietor Abhimanyu Maharana
September 13, 2021
in ଓଡ଼ିଶା, ମହାନଗର, ହୋମ୍
0
ବଢ଼ୁଛି ଅଧିକାଂଶ ନଦୀର ଜଳସ୍ତର : ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦେଶ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୩ ସେପ୍ଟେମ୍ବର ସୋମବାର ) ଭୁବନେଶ୍ୱର :- ଲଘୁଚାପ ପ୍ରଭାବରେ ରବିବାର ଦିନତମାମ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିଛି । ପୁରୀ, ଖୋର୍ଧା, ଜଗତ୍‌ସିଂହପୁର ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଜନଜୀବନ ଅସ୍ତ‌ବ୍ୟସ୍ତ ହୋଇପଡ଼ିଛି । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ଅଞ୍ଚଳରେ ରାସ୍ତାଗୁଡ଼ିକ ପାଣି‌େର ବୁଡ଼ି ବନ୍ୟା ଭଳି ପରିସ୍ଥିତି ସୃଷ୍ଟି କରିଛି । ସୋମବର ସକାଳ ପର୍ଯ୍ୟନ୍ତ ଏଭଳି ପରିସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାସହିତ ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ‌ହେବାର ସମ୍ଭାବନା ରହିଛି ।

ଏନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ଲାଗି କୁହାଯାଇଛି । ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ସହ ପରିସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିବାକୁ ପରାମର୍ଶ ଦିଆଯାଇଛି । ସୋମବାର ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାକୁ ଥିବାରୁ ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

ରବିବାର ପୁରୀରେ ସର୍ବାଧିକ ୧୪୫ ମିମି ବର୍ଷା ହୋଇଥିବା ବଳେ ଭୁବନେଶ୍ବରରେ ୧୨୨ ମିମି ବର୍ଷା ରେକର୍ଡ କରାଯାଇଛି। ମଧ୍ୟରାତି ପର୍ଯ୍ୟନ୍ତ ବର୍ଷା ଲାଗିରହିଥିବାରୁ ସୋମବାର ୫୦ ବର୍ଷର ରେକର୍ଡ ଭାଙ୍ଗିବ ବୋଲି କୁହାଯାଉଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ରବିବାର/ସୋମବାର ରାତି ସାରା ବର୍ଷା ଲାଗି ରହିଲେ ସେପ୍ଟେମ୍ବର ମାସରେ ସର୍ବକାଳୀନ ରେକର୍ଡ ହେବ । କାରଣ ଭୁବନେଶ୍ବରରେ ୧୯୫୮ ସେପ୍ଟେମ୍ବର ୯ରେ (୨୪ ଘଣ୍ଟାରେ) ୧୬୩ ମିମି ବର୍ଷା ହୋଇଥିଲା । ସେହିପରି ୨୦୧୪ ସେପ୍ଟେମ୍ବର ପହିଲାରେ ୧୧୬ ଏବଂ ୨୦୧୯ ସେପ୍ଟେମ୍ବର ୨୫ରେ ୧୨୬ ମିମି ବର୍ଷା ରେକର୍ଡ କରାଯାଇଥିଲା ।  ଅନ୍ୟ ପକ୍ଷରେ ଲଗାଣ ବର୍ଷା ଯୋଗୁଁ ମହାନଦୀ, ଦେବୀ, କୁଶଭଦ୍ରା, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା ଓ ଋଷିକୂଲ୍ୟା ଆଦି ନଦୀର ଜଳସ୍ତର ଧୀରେ ଧୀରେ ବଢ଼ିବାରେ ଲାଗିଛି ।

ସନ୍ଧ୍ୟା ୬ଟା ସୁଦ୍ଧା ଉକ୍ତ ସମସ୍ତ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶା ତଥା ମହାନଦୀ ଉପରମୁଣ୍ଡରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ମହାନଦୀ ସମେତ ବିଭିନ୍ନ ନଦୀର ଜଳସ୍ତର ଆହୁରି ବଢ଼ିବା ନେଇ ଅନୁମାନ କରାଯାଉଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ରାତି ୧୦ଟା ସୁଦ୍ଧା ଏହା ଚାନ୍ଦବାଲିଠାରୁ ପୂର୍ବ-ଦକ୍ଷିଣପୂର୍ବରେ ୮୦ କିମି, ପାରାଦୀପର ପୂର୍ବରେ ୭୦ କିମି ଓ ବାଲେଶ୍ବରଠାରୁ ୧୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ।

ସୋମବାର ସକାଳ ସୁଦ୍ଧା ଏହା ଓଡ଼ିଶା ଉପକୂଳ ତଥା ଚାନ୍ଦବାଲି ନିକଟରେ ଉପକୂଳ ସ୍ପର୍ଶ କରିବ। ଧୀରେ ଧୀରେ ଏହା ଉତ୍ତର ଓଡ଼ିଶା ଦେଇ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଆଡ଼କୁ ଯିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଏସ୍‌ଆରସିଙ୍କ ପକ୍ଷରୁ କୁହାଯାଇଛି ଯେ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ । ୧୩ ତାରିଖ ସକାଳ ୮ଟା ୩୦ ସୁଦ୍ଧା ପୁରୀ, ଖୋର୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ସ୍ଥାନେ ସ୍ଥାନେ ଅତିରୁ ଅତିପ୍ରବଳ ଅର୍ଥାତ୍‌ ୨୦୦ ମିମିରୁ ଅଧିକ ବର୍ଷା ହୋଇପାରେ ।

ଏହି ସମୟ ମଧ୍ୟରେ ଅନ୍ୟ ଉପକୂଳ ଓ ଅାଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର ଓ ବରଗଡ଼ ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଯେଉଁଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ତେଣୁ ସ୍ଥିତି ଉପରେ କଡ଼ା ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।   

ସମ୍ଭାବ୍ୟ ବଡ଼ ବର୍ଷା ଯୋଗୁଁ ସହରତଳୀ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରେ । ପାହାଡ଼ିଆ ଅଞ୍ଚଳରେ ମାଟି ଧସିବା, ରାସ୍ତା ଧୋଇଯିବା, ମାଟି ଘର ଭାଙ୍ଗିବା ପରି ସମସ୍ୟା ଉପୁଜିପାରେ । ତେଣୁ ଜିଲ୍ଲାଗୁଡ଼ିକରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ସହ ବର୍ଷାର ସ୍ଥିତି ଉପରେ ନଜର ରଖିବାକୁ ବିଡିଓ, ତହସିଲଦାରମାନଙ୍କୁ ନିର୍ଦେଶ ଦେବାକୁ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦିଆଯାଇଛି । ୧୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା ସମେତ ଖୋର୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ରେ ୩୦ରୁ ୪୦ କିମି ଏବଂ ସ୍ଥଳ ବିଶେଷରେ ୫୦ କିମି ବେଗରେ ପବନ ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସାଧାରଣ ଲୋକଙ୍କୁ କୁହାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version