• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟରେ ଆଜି ଆଉ ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ।

Proprietor Abhimanyu Maharana by Proprietor Abhimanyu Maharana
April 20, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟରେ ଆଜି ଆଉ ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ।
Share on FacebookShare on TwitterWhatsapp

କରୋନା ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ରାଜ୍ୟରେ ଆଜି ଆଉ ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଏହି ୫ଟି ହସ୍ପିଟାଲରେ ୮୨୫ଟି ନୂଆ ବେଡ୍ ସହ ରାଜ୍ୟରେ କୋଭିଡ୍ ହସ୍ପିଟାଲ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି । ଏହି ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ପ୍ରସ୍ତୁତିରେ ମହାନଦୀ କୋଲଫିଲଡ୍ , ଇଣ୍ଡିଆନ ଅଏଲ କର୍ପୋରେସନ ଲିଃ, ପାରାଦୀପ ପୋର୍ଟ ଟ୍ରଷ୍ଟ, ନାଲକୋ ଓ ସୁନ୍ଦରଗଡ଼ ଜିଲ୍ଲା ଖଣିଜ ପାଣ୍ଠିର ସହଭାଗିତା ରହିଛି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ୩୦ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର‌୍ୟ୍ୟକ୍ଷମ ହେବା ସହ ମୋଟ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି ।

ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ଭିଡିଓ କନଫରେନ୍ସିଂ ,ସୋମବାର ,ଏପ୍ରିଲ 20.4.2020 :- ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ହସ୍ପିଟାଲଗୁଡ଼ିକର ଲୋକାର୍ପଣ କରିଥିଲେ । କରୋନା ସଂକ୍ରମଣ ସ୍ଥିତିର ମୁକାବିଲା ପାଇଁ ରାଜ୍ୟରେ ଆଜି ଆଉ ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି ।

ଏହି ୫ଟି ହସ୍ପିଟାଲରେ ୮୨୫ଟି ନୂଆ ବେଡ୍ ସହ ରାଜ୍ୟରେ କୋଭିଡ୍ ହସ୍ପିଟାଲ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି । ଏହି ୫ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ପ୍ରସ୍ତୁତିରେ ମହାନଦୀ କୋଲଫିଲଡ୍ , ଇଣ୍ଡିଆନ ଅଏଲ କର୍ପୋରେସନ ଲିଃ, ପାରାଦୀପ ପୋର୍ଟ ଟ୍ରଷ୍ଟ, ନାଲକୋ ଓ ସୁନ୍ଦରଗଡ଼ ଜିଲ୍ଲା ଖଣିଜ ପାଣ୍ଠିର ସହଭାଗିତା ରହିଛି । ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ୩୦ଟି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର‌୍ୟ୍ୟକ୍ଷମ ହେବା ସହ ମୋଟ ବେଡ୍ ସଂଖ୍ୟା ୪୯୭୬କୁ ବୃଦ୍ଧି ପାଇଛି । ଅନୁଗୋଳ, ବରଗଡ଼, ଜଗତସିଂହପୁର, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଏହି ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ କାର‌୍ୟ୍ୟକ୍ଷମ ହୋଇଛି ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଶଂସା କରିବା ସହ ସ୍ୱତନ୍ତ୍ର କୋଭିଡ୍ ହସ୍ପିଟାଲ ନିର୍ମାଣରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି କହିଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଭିଡ-୧୯ ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟବାସୀଙ୍କ ପୂର୍ଣ୍ଣ ସହଯୋଗ ଓ ତ୍ୟାଗକୁ ପ୍ରଶଂସା କରିଛନ୍ତି ।

କଟକଣା ଉଠିବା ପରେ ଅନ୍ୟ ରାଜ୍ୟରେ ରହିଥିବା ଓଡ଼ିଶାର ଭାଇଭଉଣୀମାନଙ୍କୁ ଫେରାଇ ଆଣିବା ନିମନ୍ତେ ସମ୍ପୃକ୍ତ ରାଜ୍ୟ ଓ ଭାରତ ସରକାରଙ୍କ ସହ ସମନ୍ୱୟ ରକ୍ଷା କରି ଓଡ଼ିଶା ସରକାର ସେମାନଙ୍କୁ ଫେରାଇ ଆଣିବେ । ସବୁସ୍ତରରେ ଲୋକମାନଙ୍କ ତ୍ୟାଗ, ସହଯୋଗ ଓ ଉର୍ତ୍ସଗୀକୃତ ବ୍ୟବସ୍ଥା ଯୋଗୁ ଏହା ହାସଲ ହୋଇପାରିଛି । ପଞ୍ଚାୟତ ଓ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡ଼ିକୁ ସାମିଲ କରି ଗୋଷ୍ଠୀ ତଦାରଖ ବ୍ୟବସ୍ଥା ଭିତ୍ତିରେ ସେମାନଙ୍କୁ ଫେରାଇ ଅଣାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି

May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version