• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଏମସିଏଲ କର୍ମଚାରୀ ଙ୍କ ସନ୍ଦେହ ଜନକ ମୃତ୍ୟୁ

Proprietor Abhimanyu Maharana by Proprietor Abhimanyu Maharana
September 14, 2021
in ଅପରାଧ, ଓଡ଼ିଶା, ହୋମ୍
0
ଏମସିଏଲ କର୍ମଚାରୀ ଙ୍କ ସନ୍ଦେହ ଜନକ ମୃତ୍ୟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ସେପ୍ଟେମ୍ବର ମଙ୍ଗଳବାର ) ଗୋପାଳପୁର :- ହେମଗିର-ଶୁକ୍ରବାର ରାତିରେ ଜୈନିକ ଏମସିଏଲ କର୍ମଚାରୀ ଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଥିବା ଜଣାଯାଇଛି । ଆଜି ସକାଳେ ଉକ୍ତ କର୍ମଚାରୀ ଙ୍କ ଶବ ଏମସିଏଲ ଗୋପାଳପୁର ରାସ୍ତାର କୁଲଡା ଛକରେ ଏକ ସିକ୍ୟୁରିଟୀ କ୍ୟାବିନ ଭିତରୁ ପୁଲିସ ଉଦ୍ଧାର କରିଛି । ମୃତ ଏମସିଏଲ କର୍ମଚାରୀ ଜଣକ ନାକଟୀଦେଉଳ ଗାଁ ର କୁଞ୍ଜବିହାରୀ ବାଗ ୪୨ବର୍ଷ ବୋଲି ଜଣାପଡିଛି।ସେ ଏମସିଏଲ ଗର୍ଜନବାହାଲ ପ୍ରକଳ୍ପରେ ଇଲେକ୍ଟ୍ରୀସିଆନ ଭାବେ କାର୍ଯ୍ୟ କରୁଥିଲେ। ଗତକାଲି ରାତି ୧୦ଟାରେ ଡ୍ୟୁଟି ସାରି କୁଲଡା ଛକ ପର୍ଯ୍ୟନ୍ତ ଚାଲି,ଚାଲି ଆସି  ସିକ୍ୟୁରିଟୀ କ୍ୟାବିନ ରେ ବସି କୈାଣସି ଲିଫ୍ଟ ଅପେକ୍ଷା ରେ ଥିଲା ।

ଆଜି ସକାଳୁ ଉକ୍ତ କ୍ୟାବିନ ଭିତରେ ସେ ମରିପଡିଥିବା ଦେଖିବା ପରେ ସ୍ଥାନୀୟ ପୁଲିସ କୁ ସୂଚିତ କରାଯାଇଥିଲା । କୁଞ୍ଜବିହାରୀ ବସିଥିବା ଅବସ୍ଥାରେ ମୃତ୍ୟୁବରଣ କରିଥିବା ଦେଖାଯିବା ସହ ମୁହଁ ରୁ ଫେଣ ବାହାରୁଥିଲା । ପାଦରେ ସେଫ୍ଟି ଜୋତା ମଧ୍ୟ ଖୋଲାଯାଇଥିବା ଦେଖାଦେଇଛି । ସୂଚନା ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣା ଜଣାପଡ଼ିବା ପରେ ଏମସିଏଲ କର୍ମଚାରୀ ଙ୍କ ପକ୍ଷରୁ ଏମସିଏଲ ଗୋପାଳପୁର ରାସ୍ତା ଅବରୋଧ କରାଯାଇ ମୃତକଙ୍କ ପରିବାରକୁ କ୍ଷତିପୂରଣ ଓ ବିଧବା ସ୍ତ୍ରୀ କୁ ଚାକିରି ଦାବି କରିଥିଲେ ।

ଏନେଇ ଏମସିଏଲ କର୍ତୁପକ୍ଷ ଙ୍କ ପ୍ରତିଶ୍ରୁତି ପରେ ରାସ୍ତାରୋକ ପ୍ରତ୍ୟାହୃତ କରିଥିଲେ । ବଜ୍ରପାତରେ କିମ୍ବା ବିଷାକ୍ତ ସାପ କାମୁଡାରେ ମୃତ୍ୟୁ ଘଟିଥିବା ନେଇ ଆଶଙ୍କା କରାଯାଉଛି ।ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ କାରଣ ଜଣାପଡିବା ନେଇ ପୁଲିସ ସୁତ୍ରରୁ ପ୍ରକାଶ।ସୁତ୍ର (ଖୋର୍ଦ୍ଧା-ଜଟଣୀରୁ ଇଫତେଖାର ଅଲ୍ଲୀ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version