• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟରେ ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ – ରାଜ୍ୟରେ

Proprietor Abhimanyu Maharana by Proprietor Abhimanyu Maharana
April 21, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟରେ ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ – ରାଜ୍ୟରେ
Share on FacebookShare on TwitterWhatsapp

ବାଲେଶ୍ୱର ,ରିପୋର୍ଟ / ଦୀପ୍ତିମାନ୍ ପତି (ଓଡିଶା ତାଜା ନ୍ୟୁଜ୍‌ ) ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ , ୨୧ ଏପ୍ରିଲ, ମଙ୍ଗଳବାର :- ବାଲେଶ୍ୱର, ରାଜ୍ୟରେ ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେ । ଆଜିର ଏହି ୫ଜଣ ବାଲେଶ୍ୱର ଅଂଚଳର ବୋଲି ସୂଚନା ମିଳିଛି । ବର୍ତ୍ତମାନ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି । ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ ରୁ ୭୯କୁ ବୃଦ୍ଧି ପାଇଛି । ହେଲେ ଏହି କରୋନା ଆକ୍ରାନ୍ତ କାହା ସଂସ୍ପର୍ଶରେ ଆସିଛନ୍ତି ବୋଲି ଜଣାପଡ଼ି ନାହିଁ । ଏବେ ସୁଦ୍ଧା ରାଜ୍ୟରେ ୧୧ହଜାର ୭୪୮ଟି ସାମ୍ପଲ ଟେଷ୍ଟ ହୋଇଛି । ଏଯାବତ୍ ୪୮୬୧ଟି ସାମ୍ପଲ୍ର ରାପିଡ୍ ଆଣ୍ଟିବଡି ଟେଷ୍ଟ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ ଛୁଇଁଲା ସେଥିମଧ୍ୟରୁ ୨୫ଜଣ ସୁସ୍ଥ ହୋଇଛନ୍ତି, ଜଣେ ମୃତ୍ୟୁବରଣ କରିଛନ୍ତି ଅନ୍ୟ ୫୩ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର ଓ କଲ୍ୟାଣ ବିଭାଗର ୱେବ୍ସାଇଟ୍ରୁ ପ୍ରକାଶ ପାଇଛି । ଗତକାଲି ରାଜ୍ୟରେ ଗୋଟିଏ ଦିନରେ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସକାଳେ ଭଦ୍ରକରୁ ୫ଜଣ, ବାଲେଶ୍ୱରରୁ ୨ଜଣ କରୋନା ପଜେଟିଭ୍ ଚିହ୍ନଟ ହୋଇଥିବା ବେଳେ ଅପରାହ୍ଣରେ ୬ଜଣ କରୋନା ପଜେଟିଭ୍ ଚିହ୍ନଟ ହୋଇଥିଲେ ସେଥିମଧ୍ୟରୁ ଯାଜପୁରରୁ ୫ଜଣ ଓ ସୁନ୍ଦରଗଡ଼ରୁ ଜଣେ ପଜେଟିଭ୍ ଚିହ୍ନଟ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
ମାନବ ସେବା ହିଁ ମାଧବ ସେବା

ମାନବ ସେବା ହିଁ ମାଧବ ସେବା

September 14, 2026
ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

ମଦ ରାନ୍ଧିବା ସମୟରେ ପହଞ୍ଚିଗଲା ଅବକାରୀ ଦଳ,୨୩୧୦ ଲିଟର ମଦ ଜବତ

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version