• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିସ୍ରା ବ୍ଲକ୍‌ରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ – ମନ୍ତ୍ରୀ ତୁଷାରକାନ୍ତି ବେହେରା

Proprietor Abhimanyu Maharana by Proprietor Abhimanyu Maharana
September 15, 2021
in ଓଡ଼ିଶା, ମହାନଗର, ହୋମ୍
0
ବିସ୍ରା ବ୍ଲକ୍‌ରେ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନ କଲେ – ମନ୍ତ୍ରୀ ତୁଷାରକାନ୍ତି ବେହେରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ବୁଧବାର) ଭୁବନେଶ୍ୱର :- ଇଲେକ୍‌ଟ୍ରୋନିକ୍ସ, ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଆଜି ସୁନ୍ଦରଗଡ଼ ଜିଲ୍ଲା ଅନ୍ତର୍ଗତ ବିସ୍ରା ବ୍ଲକ୍‌ରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ନୂଆ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲାଠାରେ ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ସ୍ମାର୍ଟ ହେଲଥ୍‌ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ପରେ ବିଭିନ୍ନ ବ୍ଲକ୍‌ରେ ମନ୍ତ୍ରୀଗଣ ଉପସ୍ଥିତ ରହି ହିତାଧିକାରୀମାନଙ୍କୁ ଏହି କାର୍ଡ ବଣ୍ଟନ କରିଥିଲେ । ଏହି ଯୋଜନାରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ତିନିକୋଟି ଲୋକ ଉପକୃତ ହେବାକୁ ଥିବାବେଳେ ଗତ ଅଗଷ୍ଟ ୨୦ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଥମେ ଏହାକୁ ମାଲକାନଗିରି ଜିଲ୍ଲାରେ ଶୁଭାରମ୍ଭ କରିଥିଲେ ।

ଏହି କ୍ରମରେ ଆଜି ମନ୍ତ୍ରୀ ଶ୍ରୀ ବେହେରା ସୁନ୍ଦରଗଡ଼ ଜିଲ୍ଲାର ବିସ୍ରା ବ୍ଲକ୍‌ରେ ଉପସ୍ଥିତ ରହି ହିତାଧିକାରୀମାନଙ୍କୁ କାର୍ଡ ବଣ୍ଟନ କରିବା ସହ ଏହାର ଉପକାରିତା ବିଷୟରେ ବୁଝାଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଏହି କଲ୍ୟାଣକାରୀ ଯୋଜନା ଫଳରେ ସାଧାରଣ ଗରିବ ଲୋକଟିକୁ ଆଉ ଚିକିତ୍ସା ପାଇଁ ଜମିବାଡ଼ି ବିକ୍ରି କରିବାକୁ ପଡ଼ିବ ନାହିଁ ।

ବିନା କୌଣସି ଅସୁବିଧାରେ ଏହି କାର୍ଡ ଜରିଆରେ ଦେଶର ୨୦୦ ବଡ଼ ବଡ଼ ହସ୍‌ପିଟାଲ୍‌ରେ ଚିକିତ୍ସା ସୁବିଧା ପାଇପାରିବେ ବୋଲି ମନ୍ତ୍ରୀ ଶ୍ରୀ ବେହେରା ହିତାଧିକାରୀଙ୍କୁ ବୁଝାଇଥିଲେ । ସ୍ୱାସ୍ଥ୍ୟସେବାକୁ ରାଜ୍ୟର କୋଣ-ଅନୁକୋଣରେ ପ୍ରତ୍ୟେକ ବ୍ୟକ୍ତି ନିକଟରେ ଉପଲବ୍ଧ କରାଇବା ଏବଂ ବିଭିନ୍ନ ସରକାରୀ ସୁବିଧାକୁ ହିତାଧିକାରୀଙ୍କ ଦୁଆର ନିକଟରେ ପହଞ୍ଚାଇବା ଲାଗି ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ନିର୍ଦ୍ଦେଶ ଦେଇଛନ୍ତି, ତାହାକୁ ପାଳନ କରିବା ନେଇ ମନ୍ତ୍ରୀ ଶ୍ରୀ ବେହେରା ଆସନ୍ତାକାଲି ମଧ୍ୟ ବିସ୍ରା ବ୍ଲକ୍‌ର ବିଭିନ୍ନ ଗ୍ରାମପଞ୍ଚାୟତ ଗସ୍ତ କରି ହିତାଧିକାରୀଙ୍କୁ ଏହି କାର୍ଡ ବଣ୍ଟନ କରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

June 15, 2026
ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱରରେ ସଫଳତାର ସହ ସମାପ୍ତ ହେଲା “କୋର ୪ ଚାମ୍ପିଅନ୍ସ କପ୍” ଅଣ୍ଡର-୧୬ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version