• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ସାଇଲାମ କଲ୍ୟାଣ ମଣ୍ଡପ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୧ତମ ଜନ୍ମ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 18, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ସାଇଲାମ କଲ୍ୟାଣ ମଣ୍ଡପ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ୭୧ତମ ଜନ୍ମ ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ସେପ୍ଟେମ୍ବର ଶନିବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସାଇଲାମ କଲ୍ୟାଣ ମଣ୍ଡପ ପରିସରରେ ଶୁକ୍ରବାର ଗଜପତି ଜିଲ୍ଲା ଭାରତୀୟ ଜନତା ପାର୍ଟି କୃଷକ ମୋର୍ଚ୍ଚା ପକ୍ଷରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ ତମ ଜନ୍ମ ଦିବସ ତଥା ସେବା ସମର୍ପଣ ଦିବସ ଅଭିଯାନ ପାଳନ ଅବସରରେ କୃଷକ-ସୈନିକ ସମ୍ମାନ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଗଜପତି ଜିଲ୍ଲା ଭାଜପା କୃଷକ ମୋର୍ଚ୍ଚା ସଭାପତି ଶ୍ରୀ ପ୍ରଶାନ୍ତ କୁମାର ପାଳଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ କାର୍ଯ୍ୟକାରିଣୀର ବରିଷ୍ଠ ସଭ୍ୟ ଶ୍ରୀ ସିଦ୍ଧେଶ୍ବର ମିଶ୍ର , ଭାଜପା ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ନୃସିଂହ ଚରଣ ପଟନାୟକ, ଉପସଭାପତି ଶ୍ରୀ ଜଗନ୍ନାଥ ମହାପାତ୍ର ,

ପୂର୍ବତନ ଜିଲ୍ଲା ସଭାପତି ଶ୍ରୀ ମୁଲି ଗୋପାଳ ରାଓ ଏବଂ ରାଜ୍ୟ କୃଷକ ମୋର୍ଚ୍ଚାର କାର୍ଯ୍ୟ କାରିଣୀ ସଭ୍ୟ ଶ୍ରୀ ପିନିଟି କ୍ରାନ୍ତି ପ୍ରମୁଖ ମଞ୍ଚଆସିନ ଥିଲେ । ମଞ୍ଚାସିନ ବ୍ୟକ୍ତି ମାନେ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ କର୍ମମୟ ଜୀବନୀ ଆଲୋଚନା କରିଥିଲେ । ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେବା ପରେ ଅନ୍ତର୍ଜାତୀୟ ସ୍ତରରେ ଭାରତର ମର୍ଯ୍ୟାଦା ଓ ଭାବମୂର୍ତ୍ତି କିଭଳି ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆତଙ୍କବାଦ ବିରୁଦ୍ଧରେ ସମଗ୍ର ବିଶ୍ୱକୁ ଏକତ୍ରିତ କରିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଓ ଭାରତୀୟ ଯୋଗ ପରମ୍ପରାକୁ ବିଶ୍ୱ ଦରବାରରେ ପହଞ୍ଚାଇବା ଦିଗରେ ତାଙ୍କର ଅବଦାନ ସମ୍ପର୍କରେ କହିଥିଲେ ।

ନରେନ୍ଦ୍ର ମୋଦୀଙ୍କ ପ୍ରଧାନମନ୍ତ୍ରୀତ୍ୱ ଓ ଗୁଜୁରାଟର ମୁଖ୍ୟମାତୃ ଭାବେ ଦେଶପ୍ରତି ତାଙ୍କ ସେବା – ସମର୍ପଣର ଆଜି ୨୦ ବର୍ଷ ପୂରଣ ହୋଇଛି । ତେଣୁ ତାଙ୍କର ଆଜି ୧୭ ତାରିଖ ଜନ୍ମ – ଦିବସ ଠାରୁ ଆସନ୍ତା ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ୨୦ ଦିନ ଧରି ଭାଜପା ପକ୍ଷରୁ ସେବା ଓ ସମର୍ପଣ ଅଭିଯାନ ପାଳନ କରାଯିବ ବୋଲି କୁହା ଯାଇଥିଲା । ମୁଖ୍ୟତଃ ଏହି ସେବା ଓ ସମର୍ପଣ ଅଭିଯାନ ପାଳନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟକ୍ତିତ୍ୱ, କୃତିତ୍ୱ, ଜନସେବା ଓ ଦିବ୍ୟାଙ୍ଗ ମାନଙ୍କ ପାଇଁ ସମର୍ପିତ ସେବା ପ୍ରଭୃତି ଉପରେ ଆଲୋଚନାର ମୁଖ୍ୟ ବିଷୟ ହେବ ବୋଲି କୁହାଯାଇଛି । ଶେଷରେ ବହୁ କୃଷକ ଓ ସୈନିକ ମାନଙ୍କୁ ଦଳୀୟ ଟୋପି, ଉତ୍ତରୀୟ ଓ ପ୍ରମାଣପତ୍ର ଦେଇ ସମ୍ମାନିତ କରା ଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

ଓଡ଼ିଆ ଚଳଚ୍ଚିତ୍ର “ନଅ ବାୟା” ର ଶୁଭ ମହୁରତ

May 10, 2026
ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

ଶ୍ରୀଜଗନ୍ନାଥ ରସାମୃତ’ ପୁସ୍ତକ ଉନ୍ମୋଚିତ

May 10, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026
ଅଙ୍କୁରା ହସପିଟାଲ, ଭୁବନେଶ୍ୱର ବିଶ୍ୱ ଲୁପସ୍‌ ଦିବସ ୨୦୨୬ରେ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କଲା

Ankura Hospital, Bhubaneswar Organised Awareness Program on World Lupus Day 2026

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version