• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଣ୍ଡହାତୀ ଜଳପ୍ରପାତ ନିକଟରେ ସଙ୍ଗମ କଲେ ଦୁଇ ଅହରାଜ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼

Proprietor Abhimanyu Maharana by Proprietor Abhimanyu Maharana
September 19, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଣ୍ଡହାତୀ ଜଳପ୍ରପାତ ନିକଟରେ ସଙ୍ଗମ କଲେ ଦୁଇ ଅହରାଜ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୧୮ ସେପ୍ଟେମ୍ବର ,ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ ଗଣ୍ଡହାତୀ ଜଳ ପ୍ରପାତ ନିକଟରେ ସଙ୍ଗମ କଲେ ଦୁଇ ଅହିରାଜ । ଯାହା ପ୍ରକୃତିକୁ କରିଛି ଶୋଭାବର୍ଦ୍ଧନ । ଦୂରଦୂରାନ୍ତରୁ ଆସିଥିବା ପର୍ଯ୍ୟଟକ ଅହିରାଜଙ୍କ ଖେଳକୁ ଦେଖି ମନଭରି ଉପଭୋଗ କରିଥିଲେ l ଅପରାହ୍ନରେ ଗଣ୍ଡାହାତୀ ଜଳପ୍ରପାତ ଅଞ୍ଚଳରେ ଦେଖିବାକୁ ମିଳିଥିଲା ଏପରି ମନୋରମ ଦୃଶ୍ୟ । ଗଜପତି ଜିଲ୍ଲାର ଅନ୍ୟତମ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀ ହେଉଛି ଗଣ୍ଡାହାତୀ ଜଳପ୍ରପାତ । ବିଶେଷକରି ବର୍ଷାଦିନରେ ଏଠାକୁ ବହୁ ପରିମାଣରେ ପାଣି ଆସିଥାଏ । ଆଉ ସେହି ପାଣି ଗଣ୍ଡାହାତୀ ଜଳପ୍ରପାତର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିଥାଏ ।

ପ୍ରକୃତିର ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଦୂରଦୂରାନ୍ତରୁ ପର୍ଯ୍ୟଟକ ଆସିଥାନ୍ତି । ବନ ବିଭାଗର କହିବାନୁସାରେ ଅପରାହ୍ନ ପ୍ରାୟ ୪ଟାରୁ ୫ ଭିତରେ କମ୍‌ ପର୍ଯ୍ୟଟକ ଥିଲେ । ଠିକ୍ ସେହି ସମୟରେ ସାପ ଦୁଇଟି ସଙ୍ଗମ କରିବାକୁ ସମସ୍ତଙ୍କ ସମ୍ମ୍‌ୁଖକୁ ଆସିଥିଲେ । ସେମାନେ ପାଖାପାଖି ୨୦ ମିନିଟ୍ ଧରି ସଙ୍ଗମକରି ପାଖ ଜଙ୍ଗଲକୁ ଫେରି ଯାଇଥିଲେ ସେମାନେ କାହାରି କିଛି କ୍ଷତି ଘଟାଇନଥିବା ବନ କର୍ମଚାରୀ କହିଛନ୍ତି । ଗଣ୍ଡାହାତୀ ଜଳପ୍ରପାତ ଅଞ୍ଚଳରେ ଘନ ଜଙ୍ଗଲ ହୋଇଥିବାରୁ ବହୁ ପ୍ରଜାତିର ସାପ ବସବାସ କରିଥାନ୍ତି ।    (ଗରୁଡ଼ ଧ୍ଵଜ ଚୌଧୁରୀ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

May 11, 2026
ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

May 11, 2026
ଓଡ଼ିଶା ଜନତା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ 

ଓଡ଼ିଶା ଜନତା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ 

May 11, 2026
ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

May 11, 2026
ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version