• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଙ୍କୀ ବ୍ଲକରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ – ୨୦୨୨ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
September 21, 2021
in ଓଡ଼ିଶା, କଟକ, ହୋମ୍
0
ବାଙ୍କୀ ବ୍ଲକରେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ – ୨୦୨୨ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ୍ (୨୦ ସେପ୍ଟେମ୍ବର ସୋମବାର ) ବାଙ୍କୀ :- ବାଙ୍କୀ ବ୍ଲକ ସଭାଗୃହ ଠାରେ ଆଗାମି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଆଖିଆଗରେ ରଖି ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ-୨୦୨୨ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବାଙ୍କୀ ଉପଜିଲ୍ଲାପାଳ ରଞ୍ଜନ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ସହକାରୀ ଉପଜିଲ୍ଲାପାଳ ସୀତାକାନ୍ତ ରାଉତ, ବାଙ୍କୀ ବ୍ଲକ ବିଡିଓ ପ୍ରଦୀପ୍ତ କୁମାର ଶତପଥୀ, ବ୍ଲକ ଜି.ପି.ଇ.ଓ କୁମର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ୮୮-ବାଙ୍କୀ ନିର୍ବାଚନି ମଣ୍ଡଳୀର ସମସ୍ତ ୨୨ଜଣ ସୁପରଭାଇଜର ଓ ୪୦ଜଣ ବି.ଏଲ୍‌.ଓ ଯୋଗଦେଇଥିଲେ ।

ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଗରୁଡ଼ ମୋବାଇଲ୍ ଆପ୍ ବିଷୟରେ ବି.ଏଲ୍‌.ଓ ମାନଙ୍କୁ ସୂଚନା ଦିଆଯାଇଥିବା ବେଳେ ଭୋଟର ହେଲ୍ପଲାଇନ ଆପ୍ କୁ ସମସ୍ତ ଭୋଟରମାନଙ୍କ ନିକଟରେ ପହଞ୍ଚାଇବା ପାଇଁ ଆଲୋଚନା ହୋଇଥିଲା । ଏହି ସମୟ ମଧ୍ୟରେ ଭୋଟରମାନଙ୍କ ନାମକୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ, ସଂଶୋଧନ, ବାଦ ଓ ସ୍ଥାନାନ୍ତର କାର୍ଯ୍ୟକୁ ବି.ଏଲ୍‌.ଓ ମାନଙ୍କ ଦ୍ୱାରା ସଠିକ୍ ସମୟରେ ଓ ନିର୍ଭୁଲ ଭାବରେ ସଂପାଦନ କରିବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଗରୁଡ଼ ଆପ୍ ଏକ ନୂତନ ମୋବାଇଲ୍ ଆପ୍ ହୋଇଥିବାରୁ ବି.ଏଲ.ଓ ମାନେ ସେଥିରେ କିପରି ଭାବେ କାର୍ଯ୍ୟକରିବେ ତାହା ସମ୍ପର୍କରେ ସୁପରଭାଇଜର ମାନସ ରଞ୍ଜନ ଦାସ ବିସ୍ତୃତ ଭାବେ ତଥ୍ୟ ଉପସ୍ଥାପନ କରିଥିଲେ । ବ୍ଳକ ଜି.ପି.ଓ କୁମର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ବାର୍ତ୍ତା

September 18, 2026
ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଖଜା ଦୋକାନ ଓ ଭାଟିରେ ଚଢ଼ାଉ କ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଏକ ଯକ୍ଷ୍ମାମୁକ୍ତ ଭାରତ – କେବଳ ଏକ ଅଭିଯାନ ନୁହେଁ, ଏହା ଆମ ସମସ୍ତଙ୍କ ପାଇଁ ଏକ ଦାୟିତ୍ବ : ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

September 18, 2026
ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

ପାର୍ବଣ ପାଇଁ ପୁରୀ ପୋଲିସ ର ଫୁଟ ପେଟ୍ରୋଲିଙ୍ଗ : ଜନତା ଙ୍କ ସୁରକ୍ଷା ମୂଳ ଲକ୍ଷ୍ୟ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version