• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିରେ ପୁଣି ଜଣେ ଯୁବକଙ୍କ କରୋନା ଆକ୍ରାନ୍ତରେ ମୁମ୍ବାଇରେ ମୃତ୍ୟୁ

Proprietor Abhimanyu Maharana by Proprietor Abhimanyu Maharana
April 22, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ହିଞ୍ଜିଳିରେ ପୁଣି ଜଣେ ଯୁବକଙ୍କ କରୋନା ଆକ୍ରାନ୍ତରେ ମୁମ୍ବାଇରେ ମୃତ୍ୟୁ
Share on FacebookShare on TwitterWhatsapp

ହିଞ୍ଜିଳିକାଟୁ , (ଓଡିଶା ତାଜା ନ୍ୟୁଜ୍‌ )କରୋନା ଆକ୍ରାନ୍ତରେ ମୁମ୍ବାଇରେ ମୃତ , ଶେଷଦେବ ସାହୁ , ରିପୋର୍ଟ 22.4.2020ଏପ୍ରିଲ, ବୁଧବାର :- ସାରା ବିଶ୍ୱରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାୟା ବିସ୍ତାର କରିବାରେ ଲାଗିଛି । କରୋନା ଭୁତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ହାର ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ କୌଣସି ପ୍ରତିଷେଧକମୂଳକ ଔଷଧ ବାହାରି ପାରିନାହିଁ । ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ବାରମ୍ବାର ସାବୁନରେ ହାତକୁ ଧୋଇବା ଓ ଅନ୍ୟାନ୍ୟ ପନ୍ଥା ଆପଣେଇବା ପାଇଁ ସରକାର ବିଭିନ୍ନ ଗଣମାଧ୍ୟମରେ ସଚେତନ କରୁଛନ୍ତି । ଏହାକୁ ଆଖି ଆଗରେ ରଖି ସରକାର ଆସନ୍ତା ମେ ୩ ତାରିଖ ଯାଏଁ ଲକଡ଼ାଉନ ଘୋଷଣା କରିଛନ୍ତି ।

ସୋମବାର ହିଂଜିଳିକାଟୁ ବ୍ଳକ ଅଂଚଳର ଏକ ଗ୍ରାମର ଜଣେ ୬୦ ବର୍ଷ ବୟସ୍କ ବୃଦ୍ଧଙ୍କ କରୋନା ଭୁତାଣୁ ସଂକ୍ରମଣରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଥିବା ବେଳେ ବୁଧବାର ସ୍ଥାନୀୟ ପୌରାଂଚଳରେ ପୁଣି ଜଣେ ୨୫ ବର୍ଷ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଯୁବକ ଜଣକ ଗତ କିଛି ବର୍ଷ ହେଲା ମୁମ୍ବାଇ ସହରରେ ମାମୁଁଙ୍କ ପରିବାର ସହିତ ରହି ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ । ଗତ କିଛି ଦିନ ଜ୍ଜରରେ ପିଡ଼ିତ ହୋଇ ଡ଼ାକ୍ତରଖାନାରେ ଭର୍ତି ହୋଇଥିଲେ । ଦୀର୍ଘ ଦିନ ଧରି ଉପଷମ ନମିଳିବାରୁ ପରୀକ୍ଷା କରାଯାଇଥିଲା । ପରୀକ୍ଷାରୁ ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । ଯୁବକଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି । ପୁଅର ମୃତ୍ୟୁକୁ ପରିବାର ସଦସ୍ୟ ସହଜରେ ଗ୍ରହଣ କରି ପାରୁନାହାନ୍ତି । ମୁମ୍ବାଇ ସହରରେ ଗତ ୨ ଦିନ ମଧ୍ୟରେ ହିଂଜିଳିକାଟୁ ଅଂଚଳର ୨ ଜଣଙ୍କ ମୃତ୍ୟୁ ଘଟିବା ପରେ ସ୍ଥାନୀୟ ଅଂଚଳରେ ଭୟର ବାତାବରଣ ଖେଳିଯାଇଛି । ଯୁବକଙ୍କ ମୃତ୍ୟୁ ପରେ ସମ୍ପର୍କୀୟ ମାନେ ସଂପୃକ୍ତ ଯୁବକଙ୍କ ପରିବାରକୁ ବୁଧବାର ସକାଳେ ଖବର ଜଣାଇଥିଲେ । ଯୁବକଙ୍କ ମୃତ୍ୟ ଖବର ଗ୍ରାମରେ ପ୍ରଚାରିତ ହେବା ପରେ ବମ୍ବେ, ସୁରଥ ସହ ପଡ଼ୋଶୀ ରାଜ୍ୟରେ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ପରିବାର ମଧ୍ୟରେ ଅଜଣା ଆତଙ୍କ ଖେଳି ଯାଇଥିବା ଜଣାପଡ଼ିଛି । ଅନ୍ୟପକ୍ଷରେ ବମ୍ବେ, ସୁରଥ ସହ ପଡ଼ୋଶୀ ରାଜ୍ୟରେ କାର୍ଯ୍ୟ କରୁଥିବା ବହୁ ବ୍ୟକ୍ତି ଆସନ୍ତା ୩ ତାରିଖ ପରେ ରେଳ ଓ ଯାନବାହାନ ଚଳାଚଳ ନହେଲେ ସାଇକେଲ ସହାୟତାରେ ଗାଁକୁ ଫେରି ଆସିବାକୁ ମନ ବଳାଇଥିବା ଶୁଣିବାକୁ ମିଳୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

NSE launches Electronic Gold Receipts (EGRS) to strengthen India’s Gold Eco System

May 6, 2026
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version