ଓଡ଼ିଶା ତାଜା ନ୍ୟୁଜ୍ (୨୧ ସେପ୍ଟେମ୍ବର ମଙ୍ଗଳବାର) ବରଗଡ଼ :- ବରଗଡ଼ ଜିଲ୍ଲା ଅତାବିରା ଗାଁ ବାଲା ବାଛନ୍ଦ କରିଦେଲେ ବୋଲି, ୮୨ ବର୍ଷୀୟା ଅସୁସ୍ଥ ବୁଢ଼ୀ ମାଆକୁ ପର କରିଦେଲେ ପୁଅବୋହୂ । ଘଞ୍ଚ ଜଙ୍ଗଲରେ ଏକ ପତ୍ର କୁଡ଼ିଆ କରି, ତାକୁ ସେଇଠି ଜଙ୍ଗଲୀ ଜନ୍ତୁଙ୍କ ମୁହଁରେ ଛାଡ଼ି ଦେଇ ଆସିଲେ ।


© 2023 Odisha Taza News.