• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତିଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ : ଘୋଡ଼ାଶାଳ ଘାଟିରେ ମ୍ୟାକ୍ସ ପିକଅପ୍ ଭ୍ୟାନ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ଚାଳକ

Proprietor Abhimanyu Maharana by Proprietor Abhimanyu Maharana
September 24, 2021
in ଓଡ଼ିଶା, ଗଜପତି, ହୋମ୍
0
ଗଜପତିଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ : ଘୋଡ଼ାଶାଳ ଘାଟିରେ ମ୍ୟାକ୍ସ ପିକଅପ୍ ଭ୍ୟାନ ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ଚାଳକ
Share on FacebookShare on TwitterWhatsapp

ତାଜା ନ୍ୟୁଜ୍ (୨୪ ସେପ୍ଟେମ୍ୱର ଶୁକ୍ରବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ଘୋଡ଼ାଶାଳ ଘାଟିରେ ଏକ ମ୍ୟାକ୍ସ ପିକଅପ୍ ଭ୍ୟାନ ଦୁର୍ଘଟଣା ଗ୍ରସ୍ତ ହୋଇଛି ତେବେ ଏହାର ଚାଳକ ଅଳ୍ପକେ ରକ୍ଷା ପାଇଯାଇଛନ୍ତି । ସୂଚନା ଅନୁଯାୟୀ, ଆଜି ସନ୍ଧ୍ୟା ସମୟରେ ଗଞ୍ଜାମ ଜିଲ୍ଲା ଡ଼େଙ୍ଗାଉସ୍ତା ଅଞ୍ଚଳର OD 33 AC 1083 ନଂ ଥିବା ଏହି ମାଲ୍ ବୋଝେଇ ଭ୍ୟାନ୍ ଟି ପରିମଳ ଅଞ୍ଚଳକୁ ଦୋକାନୀ ମାନଙ୍କୁ ବିଭିନ୍ନ ସାମଗ୍ରୀ ଦେବାକୁ ଯାଉଥିଲା ।

ହେଲେ ଆର୍. ଉଦୟଗିରି ପରେ ପରେ ପଡୁଥିବା ଘୋଡ଼ାଶାଳ ଘାଟି ଏବଂ କନକ ଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଭାରସାମ୍ୟ ହରାଇ ହରାଇ ଏକ ବୁଲାଣି ମଝିରେ ଓଲଟି ପଡିଥିଲା ଦୁର୍ଘଟଣା ଫଳରେ ଗାଡ଼ିରେ ଥିବା ସମସ୍ତ ରାସନ ସାମଗ୍ରୀ ନଷ୍ଟ ହେବା ସହ ଡ୍ରାଇଭର ସାମାନ୍ୟ ଆହତ ହୋଇଥିଲେ । ତେବେ ସେ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ମଧ୍ୟ ପରିମଳ ଝାଲରସିଂ ରାସ୍ତା ଘାଟି ଏବଂ

ଅଙ୍କା ବଙ୍କା ରାସ୍ତାରେ ପରିପୂର୍ଣ୍ଣ ହୋଇଥିବାରୁ ସେହି ରାସ୍ତାରେ ପ୍ରତ୍ୟେକ ଦିନ ଛୋଟ ବଡ଼ ଦୁର୍ଘଟଣା ଘଟି ଅନେକ ଧନଜୀବନ ନଷ୍ଟ ହେଉଛି । ତେଣୁ ପ୍ରଶାସନ ସେଥିପ୍ରତି ଦୃଷ୍ଟି ଦେଇ ଉକ୍ତ ରାସ୍ତାର ଘାଟି ଏବଂ ବୁଲାଣୀର ପ୍ରସ୍ତସ୍ତିକରଣ କରିବା ବ୍ୟବସ୍ଥା କରିବାକୁ ଏଅଞ୍ଚଳର ଜନ ସାଧାରଣଙ୍କ ମଧ୍ୟରେ ଦାବି ହେଉଛି । (ଗରୁଡ଼ ଧ୍ଵଜ ଚୌଧୁରୀ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

October 22, 2026
Delhi’s Sahapurjat Durga Puja Celebrates Silver Jubilee

ଦିଲ୍ଲୀର ସାହାପୁରଯାଠରେ ଦୁର୍ଗାପୂଜା ର ରଜତ ଜୟନ୍ତୀ ପାଳନ

October 21, 2026

ନିଆଳି ଥାନାରେ ମା, ଦୁର୍ଗାଙ୍କ ପବିତ୍ର ପୂଜା ଉତ୍ସବ ଅନୁଷ୍ଠିତ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

ବରିଷ୍ଠ ସାମ୍ବାଦିକ ଗରୁଡ଼ ଧ୍ଵଜ ଚୌଧୁରୀ ଓ ତାଙ୍କ ପତ୍ନୀ ପାରଳାଖେମୁଣ୍ଡି ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ନିର୍ମାଣ ପାଇଁ ବରିଷ୍ଠ ସାମ୍ୱାଦିକ 25 ହଜାର ଟଙ୍କା ପ୍ରଦାନ କଲେ

October 22, 2026
Delhi’s Sahapurjat Durga Puja Celebrates Silver Jubilee

ଦିଲ୍ଲୀର ସାହାପୁରଯାଠରେ ଦୁର୍ଗାପୂଜା ର ରଜତ ଜୟନ୍ତୀ ପାଳନ

October 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version