• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଧାନ ସଭା ବିଦ୍ୟୁତ ସବ୍ କମିଟି ର ବରଗଡ଼ ଜିଲ୍ଲା ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
September 25, 2021
in ଓଡ଼ିଶା, ବରଗଡ଼, ରାଜନୀତି, ହୋମ୍
0
ବିଧାନ ସଭା ବିଦ୍ୟୁତ ସବ୍ କମିଟି ର ବରଗଡ଼ ଜିଲ୍ଲା ପରିଦର୍ଶନ
Share on FacebookShare on TwitterWhatsapp

ତାଜା ନ୍ୟୁଜ୍ (୨୫ ସେପ୍ଟେମ୍ୱର ଶନିବାର ) ବରଗଡ଼ :- ଓଡ଼ିଶା ବିଧାନ ସଭାର ବିଦ୍ୟୁତ ବିଭାଗର ସବ୍ କମିଟି ର ସଦସ୍ୟ ମାନେ ଆଜି ବରଗଡ଼ ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଥିବା ବିଦ୍ୟୁତ ଯୋଗାଣ ର ନିରୀକ୍ଷଣ କରି ସେଠାରେ ଦେଖାଦେଉଥିବା ସମସ୍ୟା ର ତୁରନ୍ତ ସମାଧାନ କରି ଜନସାଧାରଣ ଙ୍କୁ ନିର ବିଛିନ୍ନ ଭାବେ ବିଦ୍ୟୁତ ସେବା ଯୋଗାଇ ଦେବା କୁ ଉପସ୍ଥିତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। କମିଟି ର ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ର ଙ୍କ ନେତୃତ୍ବରେ କମିଟି ର ସଦସ୍ୟ ଦେବଗଡ଼ ବିଧାୟକ ସୁବାଷ ପାଣିଗ୍ରାହୀ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ବିଭିନ୍ନ ସ୍ଥାନରେ ଥିବା ବିଦ୍ୟୁତ ଯୋଗାଣ ର ଭିତ୍ତି ଭୂମିକୁ ବୁଲି ଦେଖିଥିଲେ ।

ପରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷଠାର ଜିଲ୍ଲା ପ୍ରଶାସନ ର ଅଧିକାରୀ ଏବଂ ଟିପିଡବ୍ଲୁଓଏସଏଲର ପଦାଧିକାରୀ ମାନଙ୍କ ସହ ସମୀକ୍ଷା ଆଲୋଚନା କରିଥିଲେ। ପରେ ସାମ୍ବାଦିକ ମାନଙ୍କୁ ସାକ୍ଷାତ କରି ବରଗଡ଼ ଜିଲ୍ଲା ରେ ବିଶେଷ କରି ବିଦ୍ୟୁତ୍ ବିଭ୍ରାଟ ସମସ୍ୟା ଚରମ ସୀମାରେ ପହଞ୍ଚିଛି ବୋଲି କ୍ଷୋଭ ପ୍ରକାଶ କରିଥିଲେ । ଜିଲ୍ଲା ର ସହର ଠୁ ଆରମ୍ଭ କରି ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଏହି ସମସ୍ୟା ରହିଛି। ବିଶେଷ କରି ଗ୍ରାମାଞ୍ଚଳ ର ଲୋକେ ୪ ଘଣ୍ଟା ବିଦ୍ୟୁତ କାଟ ହେଲେ ୨ ଘଣ୍ଟା ବିଦ୍ୟୁତ ପାଉଥିବା ଅଭିଯୋଗ ଆସିଛି । ସେହିପରି ବିଦ୍ୟୁତ ଟ୍ରାନ୍ସଫରମର ପୋଡ଼ି ଗଲେ ତାହା ବଦଳାଇବାକୁ ମାସ ମାସ ସମୟ ଲାଗୁଛି । ଅନେକ ସ୍ଥାନରେ ବକେୟା ବିଲ୍ ନ ଦେଲେ ଏହା ନୂତନ ଟ୍ରାନ୍ସଫରମର ଲଗାଯାଉ ନାହିଁ ।

ଏହା ବେ ନିୟମ ଅଟେ। ନିୟମ ମୁତାବକ ସହରାଞ୍ଚଳ ରେ ଏହି କାର୍ଯ୍ୟ ୨୪ ଘଣ୍ଟା ରେ ଏବଂ ଗ୍ରାମାଞ୍ଚଳରେ ଏହା ୪୮ ଘଣ୍ଟା ହୋଇ ବିଦ୍ୟୁତ ସେବା ଯୋଗାଇ ଦେବା କଥା । ବିଦ୍ୟୁତ ବିଲ୍ ନିୟମ ମୁତାବକ ଅସୁଲିରେ ଅସୁବିଧା ନାହିଁ ବୋଲି କହିଥିଲେ । ବିଦ୍ୟୁତ ଚୋରୀ କୁ ରୋକିବା ସକାଶେ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହେବା କଥା। କିନ୍ତୁ ଏହା ରୋକିବାରେ ବିଫଳ ହେଉଥିବା ଦେଖାଯାଇଛି । ଆଜି ସବ୍ କମିଟି ଜିଲ୍ଲା ର ଏକ ରାଇସ ମିଲ୍ କୁ ଯାଇଥିଲେ ତେବେ ସେଠାରେ ବିଦ୍ୟୁତ ନିୟମ ମୁତାବକ ଚାଲିଛି କି ଚୋରା ରେ ଚାଲିଛି ବିଭାଗର ଅଧିକାରୀ ମାନେ ଜାଣିପାରିନଥିଲେ । ଏମିତି କାର୍ଯ୍ୟ ବିଳମ୍ବ ହେଲେ ନିହାତି ଭାବେ ସଂଦେହ ସୃଷ୍ଟି ହେବ । ତେଣୁ ଏହି ସବୁ କାର୍ଯ୍ୟ ଉପରେ ସେ ବିଭାଗୀୟ ଅଧିକାରୀ ମାନଙ୍କୁ ଦୃଷ୍ଟି ଦେବାକୁ ନିର୍ଦ୍ଦେଶ ଦେଇଥିବା ସେ କହିଥିଲେ । (ସତ୍ୟ ନାରାୟଣ ପ୍ରଧାନ) 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

May 16, 2026
ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

May 16, 2026
ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

ସ୍ୱେଚ୍ଛାସେବୀ ଅନୁଷ୍ଠାନମାନଙ୍କର ସମନ୍ୱୟ ସଭା ଅନୁଷ୍ଠିତ

May 16, 2026
ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

ପାରାମେଡିକାଲ୍ କୋର୍ସରେ ଅଗ୍ରଣୀ ସଫଳତା ; ବିଶ୍ୱାସ ପାରାମେଡିକାଲ୍ କଲେଜ ଛାତ୍ରଛାତ୍ରୀଙ୍କ ଦକ୍ଷତାର ଦୃଢ ପରିଚୟ

May 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

ଭାଗବତ ପ୍ରଚାର ସମିତି ପକ୍ଷରୁ ମ୍ୟାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

May 16, 2026
ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

ଦଧିଚି ଫାର୍ମାସି କଲେଜ ଓ CSIR-IMMT ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷର

May 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version